ଆମ ଜିଲା ଖବର

କୃଷି ବିଲ୍‌କୁ ବିରୋଧ: ବରଗଡ଼ରେ ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼ ଅଫିସ,୨୫ା୯: କୃଷି ବିଲ୍‌କୁ ନେଇ ସାରାଦେଶରେ ବିରୋଧର ସ୍ବର ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ବିରୋଧର ତାତି ବଢ଼ି ଚାଲିଛି। ଶୁକ୍ରବାର ଜିଲାର ଚାଷୀ ପ୍ରତିନିଧିମାନେ ସଂଗଠିତ ହୋଇ ବରଗଡ଼ ଗାନ୍ଧୀଛକରେ ରାସ୍ତାକୁ ଓହ୍ଲାଇଛନ୍ତି। କୃଷି ବିଲ୍‌...

ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ହତ୍ୟା ଅଭିଯୋଗ

ନୟାଗଡ ଅଫିସ,୨୫ା୯: ଧାର ଟଙ୍କା ମାଗିବାରୁ ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ ଧୁଷୁମାରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକହେଲେ ମାୟା ଭୂୟାଁ(୬୦)। ଗୁରୁବାର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ...

ଓଲା ଗାଡ଼ି ଅପହରଣ କରି ୩ ଗିରଫ

କେନ୍ଦ୍ରାପଡା ଅଫିସ/ପଟ୍ଟାମୁଣ୍ଡାଇ (ସ୍ବ.ପ୍ର.),୨୫।୯: ଭୁବନେଶ୍ୱରରୁ ଏକ ଓଲା ଗାଡ଼ିକୁ ଅପହରଣ କରିବା ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ରାଜନଗର ଥାନା ଗଳିଦଣ୍ଡା ଗ୍ରାମର ତ୍ରିଲୋଚନ ସାମନ୍ତରାୟ ଓରଫ ଦିପୁ, ପଟ୍ଟାମୁଣ୍ଡାଇ ଥାନା ଡାମରପଙ୍କ ବାଲିପାଟଣା ଗ୍ରାମର...

ଖାଲିପଡ଼ିଛି ମଙ୍ଗାଶାଳ

ବରଗଡ଼ ଅଫିସ୍‌, ୨୫ା୯: ସମ୍ବଲପୁରୀ ବସ୍ତ୍ର ତିଆରି ପାଇଁ ବରଗଡ଼ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଦେଶ ତଥା ଦେଶ ବାହାରେ ଏଠାରେ ପ୍ରସ୍ତୁତ ସମ୍ବଲପୁରୀ ଶାଢ଼ିଠାରୁ ଆରମ୍ଭ କରି ଅନ୍ୟ ପୋଷାକ, ପରିଚ୍ଛଦର ଚାହିଦା ମଧ୍ୟ ଅଧିକ...

ରିଲିଫ ଚାଉଳ ବଣ୍ଟନରେ ଦୁର୍ନୀତି

ଯାଜପୁର ଅଫିସ୍‌,୨୫।୯: ରିଲିଫ୍‌ ଚାଉଳ ହଡ଼ପ କରାଯାଇଥିବା ନେଇ ଜିଲାପାଳଙ୍କୁ ଅଭିଯୋଗ ହେବାର ଗୋଟିଏ ଦିନ ପରେ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରିବର୍ତ୍ତେ ଯାଜପୁର ବ୍ଲକ ଏରାବାଙ୍କ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ବିପନ୍ନ ପରିବାରକୁ ନୋଟିସ୍‌...

ସରକାରୀ ଆଇଟିଆଇରେ ସ୍ପଟ ଆଡ୍‌ମିଶନ ଆରମ୍ଭ

କଟକ ଅଫିସ,୨୫।୯: ୪୯ଟି ସରକାରୀ ଆଇଟିଆଇ ଓ ୪୫୫ଟି ବେସରକାରୀ ଆଇଟିଆଇରେ ଚଳିତ ବର୍ଷ ନାମ ଲେଖା ପ୍ରକ୍ରିୟା ଜାରି ରହିଛି। ଡିଜିଟି ନିର୍ଦ୍ଦେଶନାମା ମୁତାବକ ଆଇଟିଆଇ ନାମଲେଖା ପ୍ରକ୍ରିୟା ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ସରିବ। ୪୯ଟି ସରକାରୀ...

କୋଭିଡ୍‌ ହସ୍ପିଟାଲରେ ଆର୍‌ଟିପିସିଆର୍‌ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୨୫ା୯:ପୁରୀ ଜିଲାରେ କରୋନା ସଂକ୍ରମଣ ଏବେ ଅଣାୟତ୍ତ ହୋଇପଡ଼ିିଛି। ଖୋର୍ଦ୍ଧା ଓ କଟକ ପରେ ସଂକ୍ରମିତଙ୍କ ତାଲିକାର ତୃତୀୟ ସ୍ଥାନରେ ରହିଛି ପୁରୀ। ଦୈନିକ ପଜିଟିଭ ଓ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ପୁରୀ ଉପରେ ଏବେ...

ବୃଦ୍ଧଙ୍କ ହାତଗୋଡ଼ ଭାଙ୍ଗିଲା ପୋଲିସ: ନ୍ୟାୟ ପାଇଁ ଏସ୍‌ପିଙ୍କୁ ଗୁହାରି

ପୁରୀ ଅଫିସ,୨୫ା୯: କଣାସ ଥାନା ପୋଲିସ ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ବାଡ଼େଇ ହାତ ଗୋଡ଼ ଭାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ସମ୍ପୃକ୍ତ ୮୩ ବର୍ଷୀୟ ବୃଦ୍ଧ ଗୋକୁଳ ମହାପାତ୍ର ଗୁରୁବାର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅତିରିକ୍ତ ଏସ୍‌ପି...

ରୋଗପୋକ ଉପଦ୍ରବରେ ଉଜୁଡ଼ିଲା ଧାନଫସଲ, ଚିନ୍ତାରେ ବରଗଡ଼ ଜିଲାର ଚାଷୀ

ବରଗଡ଼ ଅଫିସ,୨୪।୯- ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲା ଚାଷୀଙ୍କ ପିଛା ଛାଡୁ ନାହିଁ ସମସ୍ୟା। ଏବେ ଧାନ ଫସଲରେ ନାନା ରୋଗପୋକର ଉପଦ୍ରବ ଜିଲାର ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। ଜିଲାର ଲହଣ୍ଡା, କଲାପାଣି ସମେତ ବିଭିନ୍ନ ଅଞ୍ଚଳର...

ବିଭିନ୍ନ ଦାବିରେ ଗ୍ରାମବାସୀଙ୍କ ରେଳରୋକୋ ଆନ୍ଦୋଳନ

ବଅଁରପାଳ,୨୪ା୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ କୁକୁଡାଙ୍ଗ ପଞ୍ଚାୟତର ଟେଣ୍ଟଲୋଇ ଗ୍ରାମବାସୀ ବିଭିନ୍ନ ଦାବି ନେଇ ଗୁରୁବାର ରେଳରୋକୋ ଆନ୍ଦୋଳନ କରିଛନ୍ତି। ଗ୍ରାମବାସୀ ନାଲ୍‌କୋ-ଭରତପୁର ରେଳ ଲାଇନ୍‌ ଉପରେ ବସି ଏହି ଆନ୍ଦୋଳନ କରିଛନ୍ତି। ଫଳରେ ଆଜି ନାଲ୍‌କୋ...

ଅନ୍ଧବିଶ୍ୱାସ ଗଳିରେ ମଣିଷ: ସାପ କାମୁଡ଼ିଥିବା ଯୁବକଙ୍କୁ ଡାକ୍ତରଖାନା ପରିସରରେ ଝଡ଼ାଫୁଙ୍କା, ଭିଡିଓ ଭାଇରାଲ

ବାଲେଶ୍ୱର ଅଫିସ, ୨୬।୯- ଆଜିବି ଅନ୍ଧବିଶ୍ୱାସ ଗଳିରେ ମଣିଷ। ଏଭଳି ଏକ ଘଟଣା ବାଲେଶ୍ୱର ଜିଲାର ଜଳେଶ୍ବର ବ୍ଲକରେ ଦେଖିବାକୁ ମିଳିଛି। ଏଠାରେ ବିଷାକ୍ତ ସାପ କାମୁଡିବା ପରେ ଜଣେ ବ୍ୟକ୍ତିଙ୍କୁ ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ତାଙ୍କୁ ଝଡାଫୁଙ୍ଖା...

କୋଭିଡ୍‌ ସଚେତନତା ସପ୍ତାହ ଶୁଭାରମ୍ଭ କଲେ ଜିଲାପାଳ: ଗଞ୍ଜାମରେ କରୋନାରୁ ୯୭ ପ୍ରତିଶତ ସୁସ୍ଥ

ଛତ୍ରପୁର,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିଛି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ସପ୍ତାହ ପାଳନ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ ସମୟରେ ଜିଲାରେ କରୋନା ସଂକ୍ରମଣ କମିଆସିଛି ସତ କିନ୍ତୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri