ଆମ ଜିଲା ଖବର

ପରିବା ଦର ଆକାଶ ଛୁଆଁ : ଚାହିଦା ମେଣ୍ଟାଉଛି ପାହାଡ଼ି କାକୁଡ଼ି

କେନ୍ଦୁଝର, ୨୧ା୯ (ସ୍ବ.ପ୍ର.) -କେନ୍ଦୁଝରରେ ପନିପରିବା ଦର ଆକାଶ ଛୁଆଁ । ଏଭଳି ପରିସ୍ଥିତିରେ ବେପାରୀ ମାନେ ପରିବା ଦରକୁ ଆହୁରୀ ଅଧିକ ବଢାଇ ଦେଉଥିବାରୁ ଗ୍ରାହକ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ବାଇଗଣ, ଭେଣ୍ଡି, ଜହ୍ନି, କାକୁଡି,...

ପିଲାଙ୍କ ପାଇଁ ଶିକ୍ଷାର ମାଧ୍ୟମ : ରଘୁସାର୍‌ଙ୍କ ହାତ ତିଆରି ଶିକ୍ଷଣ ସରଞ୍ଜାମ

ଖଇରା, ୨୧।୯(ଡି.ଏନ୍‌.ଏ.)-ଶିକ୍ଷକତା ଥିଲା ତାଙ୍କର ପେଶା ା ହେଲେ ପିଲାମାନେ ଶିକ୍ଷଣ ସରଞ୍ଜାମ ମାଧ୍ୟମରେ କିଭଳି ଗଣିତ ବିଜ୍ଞାନ ସରଳ ଭାଷାରେ ବୁଝିପାରିବେ ସେହି ସରଞ୍ଜାମ ତିଆରି କରିବା ପାଇଁ ସେ ଲାଗିପଡୁଥିଲେ। ସରକାରଙ୍କୁ ତରଫରୁ ବିଦ୍ୟାଳୟକୁ ଅର୍ଥ ଆସୁ...

ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୩୪, ପୁରୀରୁ ୨୭୪, ବାଲେଶ୍ୱରରୁ ୧୯୪, କେନ୍ଦ୍ରାପଡାରୁ ୧୩୯, ସୋନପୁରରୁ ୧୩୬, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୦,...

୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତ ସଂଖ୍ୟା...

ସୋମବାର କୋରାପୁଟ ଏସ୍‌ଏଲ୍‌ଏନ୍‌ଏମ୍‌ସିଏଚ୍‌ରେ ହେବ ୭୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍‌ଘାଟନ

କୋରାପୁଟ,୨୦।୯(ସ୍ବ.ପ୍ର): କୋରାପୁଟ ଜିଲାର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ଏଲ୍‌ଏନ୍‌ଏମ୍‌ସିଏଚ୍‌)ରେ ସୋମବାର ୭୦ ଶର୍ଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍ପିଟାଲ ଉଦ୍‌ଘାଟନ୍‌ ହେବ। ଏ ନେଇ ଜିଲାପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜିଲାପାଳ ମଧୁସୂଧନ...

ମହିଳା ହୋମଗାର୍ଡଙ୍କୁ ଆକ୍ରମଣ ମାମଲା: ସ୍ବାମୀଙ୍କ ସମେତ ୨ ଦେଡ଼ଶୁର ଗଲେ ଜେଲ୍‌

ଦିଗପହଣ୍ଡି,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ କାର୍ଯ୍ୟରତ ମହିଳା ହୋମଗାର୍ଡ ନର୍ମଦା ପଣ୍ଡାଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ରବିବାର ତାଙ୍କ ସ୍ବାମୀ ରାଧାଶ୍ୟାମ ନନ୍ଦ, ଦେଡ଼ଶୁର ଜଗଦୀଶ ନନ୍ଦ, ପୀତବାସ ନନ୍ଦଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। କେସ...

ବୋହୂକୁ ବଳାତ୍କାର ଅଭିଯୋଗରେ ଶ୍ବଶୁର ଗଲେ ଜେଲ, ବାଳସୁଧାର ଗୃହରେ ଦିଅର

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁରଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୦୪/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌...

ଡଙ୍ଗରିଆଙ୍କ ପାଠପଢାରେ ନେଟୱାର୍କ ସାଜିଛି ବାଧକ, ନିୟମଗିରିରୁ ବହୁ ତଳକୁ ଓହ୍ଲାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ମୋବାଇଲ୍‌ ସେବା ଅପହଞ୍ଚ। ମାଓବାଦୀ ଭୟରେ କାମ କରୁନି ଘରୋଇ ମୋବାଇଲ ଟାୱାର । ଫଳରେ ନିୟମଗିରିକୁ ପହଞ୍ଚତ୍ ପାରିନି ମୋବାଇଲ ସେବା। କୌଣସି ଗାଁ ତ ଦୂରର କଥା ପାହାଡ, ଡଙ୍ଗର ଚଢିଲେ ବି ଆସୁନି ନେଟୱାର୍କ।...

ନରେନ୍ଦ୍ର ପୁଷ୍କରିଣୀରେ ମାଛ ମରିବା ଘଟଣା: ମୂଷାନଈ ପାଣିକୁ ଦାୟୀ କଲେ ଲୋକେ

ପୁରୀ ଅଫିସ,୨୦।୯: ପ୍ରଦୂଷିତ ହୋଇଯାଇଛି ପବିତ୍ର ନରେନ୍ଦ୍ର ପୁଷ୍କରିଣୀ ଜଳ। ଶହ ଶହ ସଂଖ୍ୟାରେ ମାଛ ମରି ଭାସୁଛନ୍ତି। ୩ଦିନ ହେବ ନରେନ୍ଦ୍ର ପୁଷ୍କରିଣୀରେ ଏଭଳି ଚିତ୍ର ଦେଖିବାକୁ ମିଳିଛି। ମଲା ମାଛ ପଚି ଯିବାରୁ ପ୍ରବଳ ଦୁର୍ଗନ୍ଧ ହେଉଛି।...

ଭବାନୀପାଟଣା ବଜାରରେ ବେକାବୁ ହେଉଛି ପନିପରିବା ଦର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ବର୍ଷା ଓ ବନ୍ୟା ପରିବା ବଜାରରେ ନିଆଁ ଲଗାଇଲା ଭଳି ସ୍ଥିତି ସୃଷ୍ଟି କଲାଣି। ରାଜ୍ୟ ବାହାରୁ ଆମଦାନୀ ହେଉଥିବା ପନିପରିବା ଦର ଆକାଶଛୁଆଁ ହେବାରେ ଲାଗିଥିବା ବେଳେ ଏପଟେ ରାଜ୍ୟ ଭିତରେ ଚାଷ ହହେଉଥିବା ପନିପରିବା ଦର...

କଟକ ମାଟିରେ ଫେଣ୍ଟା କାରିଗରର ଭାବନା: ପରମ୍ପରାକୁ ଭୁଲି ମୂର୍ତ୍ତି ଭାଙ୍ଗିବ କିଏ…

କଟକ ଅଫିସ୍‌, ୨୦।୯ : କଟକ ମାଟିରେ ଫେଣ୍ଟି ହୋଇଥାଏ କାରିଗରର ଭାବନା। ଭାଗମାପ ନୁହେଁ, ଭାବରେ ମା’ଙ୍କ ମୂର୍ତ୍ତି ତିଆରି କରାଯାଏ। ଯେତିକି ପୁରୁଣା ଏ ସହର, ସେତିକି ପୁରୁଣା ଏଠାକାର ପରମ୍ପରା ଆଉ ଦୁଗର୍ର୍ାପୂଜା। ପ୍ରତିବର୍ଷ କାରିଗର...

ହନୁମାନ ପଇସା ପରେ ନୂଆ ଗୁଜବ: ଲକ୍ଷପତି ହେବା ଆଶାରେ ପୁରୁଣା ଟିଭି-ଫୋନ ପଛରେ ପଡ଼ିଛନ୍ତି ଯୁବପିଢ଼ି

ପାଟଣା,୨୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳର ବିଭିନ୍ନ ବଜାର ଅଞ୍ଚଳରେ ନୂଆ ଗୁଜବ। ପୁରୁଣା ଟିଭି ଓ ଫୋନ ରେ ଥିବା ନାଲି ବଲ୍‌ବରେ ଏଜ  ତରଳ ଧାତୁ ରହିଛି, ଯାହା ବହୁ ମୂଲ୍ୟବାନ ବୋଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri