ଆମ ଜିଲା ଖବର

ବଦଳି ପରେ ବି ଜଗତ୍‌ସିଂହପୁର ଛାଡୁନାହାନ୍ତି ଡିପିସି

ଜଗତ୍‌ସିଂହପୁର ଅଫିସ,୧୮।୯: ସର୍ବଶିକ୍ଷା ଅଭିଯାନ ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି) ସପନ ଜେନାଙ୍କ ପଦୋନ୍ନତି ହୋଇଛି। ସେ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପଦବୀ ଅଳଙ୍କୃତ କରିଛନ୍ତି। ପଦୋନ୍ନତି ପରେ ୮ ତାରିଖରେ ତାଙ୍କୁ ନୟାଗଡ଼ ଡିଇଓ ଭାବେ ଯୋଗଦେବାକୁ...

ସ୍କୁଟିକୁ ପଛରୁ ଧକ୍କା ଦେଲା ବସ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀ...

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର। ଜଣେ ଭାଇ ବାଲେଶ୍ୱରର ଜଳେଶ୍ୱରରୁ ବ୍ରାଉନ୍‌ସୁଗାର ଆଣନ୍ତି। ପରେ ଦୁଇଜଣ ମିଶି କଟକରେ...

ପାର୍କର ଭ୍ରମ ସୃଷ୍ଟି କରୁଛି ଶ୍ମଶାନ

ନୟାଗଡ଼ ଅଫିସ/ରଣପୁର, ୧୮ା୯(ସ୍ବ.ପ୍ର.): ରଙ୍ଗବେରଙ୍ଗର ଫୁଲ ଗଛ ସହ ବିଭିନ୍ନ ଔଷଧିୟ ଗଛରେ ଝଲଶୁଛି ଶ୍ମଶାନ। ଯାହାକି ପାର୍କର ଭ୍ରମ ସୃଷ୍ଟି କରୁଛି। ନୟାଗଡ଼ ଜିଲା ରଣପୁର ଏନଏସି ଅଞ୍ଚଳରେ ରହିଛି ଏହି ଶ୍ମଶାନ। ଏହା ମୋ ଜନ୍ମଭୂମି ମୋ...

ବେଆଇନ ଶ୍ମଶାନ ଚୁଲା, ମହିଳା ସମିତି ଘର ନିର୍ମାଣ

କୋଣାର୍କ,୧୮ା୯(ଡି.ଏନ୍‌.ଏ): କୋଣାର୍କ ଥାନା ଅଧୀନ ଅବଦାନ ପଞ୍ଚାୟତର ଏକ ଗୋଚର ଜମିରେ ଶ୍ମଶାନ ଚୁଲା ଓ ଗୋରୁ ପୋତା ହେଉଥିବା ଏକ ଜମିରେ ମହିଳା ସମିତି ଗୃହ ନିର୍ମାଣ ବେଆଇନ ଭାବେ ହେଉଥିବାର ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ...

ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଅବ୍ୟବସ୍ଥା

କଟକ ଅଫିସ,୧୮ା୯: ଏସ୍‌ସିବି ମେଡିକାଲର ଆଇସୋଲେଶନ ୱାର୍ଡରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଅସନ୍ତୁଷ୍ଟ ବ୍ୟକ୍ତ କରି କଂଗ୍ରେସ ନେତା ମାନସ ଚୌଧୁରୀ ଟୁଇଟରରେ ଗୁରୁବାର ଏକ ଭିଡିଓ ପୋଷ୍ଟ...

ହାତିଆ ପାହାଡ଼ରେ ପର୍ଯ୍ୟଟକ ଅସୁରକ୍ଷିତ

ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି।...

ନରେନ୍ଦ୍ର ପୁଷ୍କରିଣୀରେ ଭାସୁଛନ୍ତି ମଲା ମାଛ

ପୁରୀ ଅଫିସ,୧୮ା୯: ନରେନ୍ଦ୍ର ପୁଷ୍କରିଣୀ। କୋଟି କୋଟି ଶ୍ରଦ୍ଧାଳୁଙ୍କ ଆସ୍ଥା ଓ ବିଶ୍ୱାସର ପୁଷ୍କରିଣୀ। ଏହି ପବିତ୍ର ପୁଷ୍କରିଣୀରେ ମହାପ୍ରଭୁ ଜଳକ୍ରୀଡ଼ା କରନ୍ତି। ଶ୍ରଦ୍ଧାଳୁମାନେ ବୁଡ଼ ପକାଇଥାନ୍ତି। ହେଲେ ଏହାର ପାଣି ଏବେ ପ୍ରଦୂଷିତ ହୋଇଥିବା କୁହାଯାଉଛି। କାରଣ ନରେନ୍ଦ୍ର...

କଂଗ୍ରେସ ଛାଡ଼ିଲେ ରାଜକିଶୋର

ଜଗତ୍‌ସିଂହପୁର ଅଫିସ,୧୮।୯: ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ନଭେମ୍ବର ଶେଷ ସୁଦ୍ଧା ଉପନିର୍ବାଚନ ହେବା ନେଇ ସ୍ପଷ୍ଟ ହୋଇଛି। ଭାରତୀୟ ନିର୍ବାଚନ କମିଶନ ଏ ସମ୍ପର୍କିତ ସୂଚନା ଦେଲାପରେ...

୪ଫୁଟ ଉଚ୍ଚ ମୂର୍ତ୍ତି ନିର୍ମାଣ ପାଇଁ ୯୩ ପ୍ରତିଶତ ପୂଜା କମିଟି ରାଜି

କଟକ ଅଫିସ୍‌,୧୮ା୯: ଦଶହରା ପାଇଁ ଦେବୀଙ୍କ ମୃଣ୍ମୟ ମୂର୍ତ୍ତି ଉଚ୍ଚତାକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାକୁ ଆଧାର କରି ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ଗୁରୁବାର ଆଡ୍‌ଭୋକେଟ ଜେନେରାଲଙ୍କ ନିକଟରେ ଜବାବ ଦାଖଲ କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି...

କରୋନା: କଟକଣା ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୧୮ା୯: ଲକ୍‌ଡାଉନ ଉଠିଯିବା ପରେ କରୋନା କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେବାରେ ଲାଗିଛି। ବିଶେଷକରି କଟକ ଓ ଭୁବନେଶ୍ୱରରେ ସ୍ଥିତି ଜଟିଳ ହୋଇପଡୁଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ...

ଅଦରକାରୀ ଜରିରୁ ଜୀବିକା

କେନ୍ଦୁଝର, ୧୮ା୯ (ସ୍ବ.ପ୍ର.)-ନିର୍ମାଣ କାର୍ଯ୍ୟରେ ଲାଗୁଥିବା ସିମେଣ୍ଟ ବସ୍ତାଗୁଡ଼ିକ ପରବର୍ତ୍ତୀ ସମୟରେ ଅଦରକାରୀ ହୋଇପଡ଼େ। ତେଣୁ ଏହାକୁ ଏଣେ ତେଣେ ଫୋପାଡ଼ି ଦିଆଯାଏ। ଏହି ଜରି ବସ୍ତା ପରିବେଶ ପାଇଁ ହାନିକାରକ ହୋଇଥାଏ। କିନ୍ତୁ ତେଲକୋଇ ବ୍ଲକର ଛାମୁଣ୍ଡା ଗ୍ରାମର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri