ଆମ ଜିଲା ଖବର

ଡିଏଫଓଙ୍କ କ୍ୱାର୍ଟର ମରାମତିରେ ଅର୍ଥ ଅପବ୍ୟୟ ଅଭିଯୋଗ: ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି

ନୟାଗଡ ଅଫିସ,୧୪।୯: ନୟାଗଡ଼ ଡିଏଫଓଙ୍କ କ୍ୱାର୍ଟର ମରାମତି ଓ ନୟାଗଡ଼ ରେଞ୍ଜରଙ୍କ ପୁରୁଣା କାର୍ଯ୍ୟାଳୟ ସଫେଇରେ ଅର୍ଥ ଅପବ୍ୟୟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସରକାରୀ ଅନୁଦାନ ଖର୍ଚ୍ଚର ଠିକ୍‌ ସମୀକ୍ଷା ହେଉ ନ ଥିବାରୁ ଅପବ୍ୟୟକୁ ରୋକା...

ବେଣୀପୁର ଘାଇ ମରାମତିରେ ଅନିୟମିତତା: ବାଲିବସ୍ତାରେ ପୋତା ହେଉଛି

କେନ୍ଦ୍ରାପଡା ଅଫିସ୍‌/ଡେରାବିଶ (ସ୍ବ.ପ୍ର,), ୧୪।୯: କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ଅଧୀନ ଡେରାବିଶ ବ୍ଲକ ବେଣୀପୁରଠାରେ ବିରୂପା ନଦୀ ଘେରିବନ୍ଧ ଗତ ବନ୍ୟାରେ ଭାଙ୍ଗିଯାଇଛି। ପ୍ରାୟ ୧୦୦ଫୁଟର ଏହି ଘାଇ ବିଭାଗ ପକ୍ଷରୁ ମରାମତି ଆରମ୍ଭ ହୋଇଥିବା ବେଳେ ନିର୍ମାଣ କାର୍ଯ୍ୟରେ...

ଧାବିକା ଦୂତୀ ଚାନ୍ଦଙ୍କୁ ବରଗଡରେ ସମ୍ବର୍ଦ୍ଧନା

ବରଗଡ ଅଫିସ,୧୪।୯: ଓଡିଶାର ଗର୍ବ ଓ ଗୌରବ ଅର୍ଜୁନ ପୁରସ୍କାରପ୍ରାପ୍ତ ଅଲିମ୍ପିଆନ ଧାବିକା ଦୂତୀ ଚାନ୍ଦଙ୍କୁ ସୋମବାର ବରଗଡରେ ସମ୍ବର୍ଦ୍ଧିତ କରାଯାଇଛି। ମାଷ୍ଟର୍ସ ଗେମ୍ସ ଆସୋସିଏସନ, ଓଡିଶା ପକ୍ଷରୁ ବରଗଡ଼ର ଅଗ୍ରଗାମୀ ଯୁବକ ସଂଘ ପରିସରରେ ଆୟୋଜିତ ଏହି ସମ୍ବର୍ଦ୍ଧନା...

ପଶ୍ଚିମ ଓଡ଼ିଶାରେ ଥମୁନି କରୋନା ପଜିଟିଭ୍‌ ସଂଖ୍ୟା, କଳାହାଣ୍ଡିରେ ଗୋଟିଏ ଦିନରେ ୮୦

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଅତି ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାସହ ପଜିଟିଭ୍‌ ସଂଖ୍ୟା ଦୁଇ ହଜାର ଅତିକ୍ରମ କରିଛି। ଗତ ୧୨ ତାରିଖରେ ଜିଲାରେ ୮୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଳାହାଣ୍ଡିରେ...

ବରଗଡ଼ରେ ପୁଣି ୧୪୬ କରୋନା ପଜିଟିଭ୍‌ : ଏକ ସେବାଶ୍ରମର ୮ ଶିଶୁ ଆକ୍ରାନ୍ତ

ବରଗଡ଼ ଅଫିସ,୧୩ା୯: ଜିଲାରେ ରବିବାର ପୁଣି ୧୪୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ସହର ଉପକଣ୍ଠ ବରଡୋଲ ସିମେଣ୍ଟ ନଗର ନିକଟ ବିମଳାଦେବୀ ସେବାଶ୍ରମର ୧୧ ଜଣ ଅନ୍ତେବାସୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୮ଜଣ...

ଖୋଲିଲା ବ୍ଲୁ ଫ୍ଲାଗ୍‌ ବେଳାଭୂମି

ପୁରୀ ଅଫିସ, ୧୩।୯: ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ବ୍ଲୁ ଫ୍ଲାଗ ବେଳାଭୂମି। ଶନିବାରଠାରୁ ପର୍ଯ୍ୟଟକମାନେ ଟିକେଟ୍‌ କାଟି ଏହି ପାଇଲଟ୍‌ ବ୍ଲୁ ଫ୍ଲାଗ ବେଳାଭୂମି ବୁଲିଛନ୍ତି। ଅନ୍ତର୍ଜାତୀୟ ପର୍ଯ୍ୟଟନ କ୍ଷେତ୍ର ପୁରୀକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମିଲ କରିବା ପାଇଁ...

ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭଦ୍ରକ ଅଫିସ,୧୩ା୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଣିତାଲ ଛକରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ୍‌ ଶନିବାର ବିଳମ୍ବିତ ରାତିରେ ଲୁଟ ଉଦ୍ୟମ ହୋଇଛି। ଗ୍ୟାସ କଟର ସାହାଯ୍ୟରେ ଏହାର ଚେଚିସ ବକ୍ସକୁ କଟା ଯାଇଥିବାର ଦେଖିବାକୁ ମିଳିଛି। ଗ୍ରାମାଞ୍ଚଳ...

ନକଲି ପୂଜା ସାମଗ୍ରୀ ତିଆରି କାରଖାନା ଠାବ: ବିପୁଳ ପରିମାଣର ଜିନିଷ ଜବତ, ମାଲିକ ଗିରଫ

କଟକ ଅଫିସ,୧୩ା୯: ମାଲଗୋଦାମ ଥାନା ଅଧୀନ ରାଣୀହାଟ କେନାଲରୋଡ ଚମଡା ଗୋଦାମ ଗଳିରେ ଥିବା ନକଲି ପୂଜା ସାମଗ୍ରୀ ତିଆରି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ସେଠାରେ ଥିବା ବିପୁଳ ପରିମାଣର ସାମଗ୍ରୀ ଜବତ କରାଯାଇଛି। ଏହି ଘଟଣାରେ...

ଜଳଭଣ୍ଡାରରେ ଲୀନ ହେବ ଅଷ୍ଟାଦଶ ଶତାବ୍ଦୀର ମନ୍ଦିର

କେନ୍ଦୁଝର, ୧୩ା୯ (ସ୍ବ.ପ୍ର.)-କୁହାଯାଉଛି ଏହା ଅଷ୍ଟାଦଶ ଶତାବ୍ଦୀର ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ମନ୍ଦିର। ବିଚ୍ଛନ୍ନାଞ୍ଚଳ ଷଢେଇକଳା ଗଡଜାତ ଅଞ୍ଚଳର ସୁରମ୍ୟ ବଣପାହାଡ ପରିବେଷ୍ଟିତ ଅଞ୍ଚଳରେ ନିର୍ମିତ ହୋଇଛି ଏହି ଉତ୍କଳୀୟ କଳାଭାସ୍କର୍ଯ୍ୟର ସପ୍ତଚୂଡା ଅଦ୍ୱିତୀୟ ଶ୍ରୀ ରଘୁନାଥ ରାମମନ୍ଦିର। ଏହି...

ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର

ରାଇସୁଆଁ, ୧୩।୯(ଡି.ଏନ.ଏ.)-କେନ୍ଦୁଝର ଜିଲାରୁ ସରକାର କୋଟି କୋଟି ଟଙ୍କା ରାଜସ୍ବ ପାଉଥିଲେ ମଧ୍ୟ ଅନେକ ଗଁା ଅଛି ଯେଉଁଠି ଗମନାଗମନ ସୁବିଧା ନାହିଁ। ଫଳରେ ଲୋକେ ବର୍ଷାଦିନେ ହୁଲି ଡଙ୍ଗାରେ ବିପଦସଙ୍କୁଳ ଅବସ୍ଥାରେ ଜୀବନକୁ ବାଜି ଲଗାଇ ଯାତାୟାତ କରୁଛନ୍ତି।...

କେନ୍ଦ୍ରାପଡା ବିଧାୟକ ଶଶୀ ବେହେରାଙ୍କୁ କରୋନା

ଭୁବନେଶ୍ୱର,୧୨।୯-କେନ୍ଦ୍ରାପଡା ବିଜେଡି ବିଧାୟକ ଶଶୀ ଭୂଷଣ ବେହେରା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସେ କୋଭିଡ ଟେଷ୍ଟ କରିଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ତାଙ୍କ ଫେସ୍‌ବୁକ ପେଜରେ ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ...

ଭୁବନ ଥାନାରେ ପଶିଲା କରୋନା : ୮ କର୍ମଚାରୀ ପଜିଟିଭ ଚିହ୍ନଟ

ଭୁବନ,୧୨।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ଭୁବନ ଥାନାର ୮ ଜଣ କର୍ମଚାରୀ ଶନିବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ଜଣେ କନେଷ୍ଟବଳ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଥାନାର ସମସ୍ତ କର୍ମଚାରୀ ଶନିବାର ଭୁବନ ଡାକ୍ତରଖାନାରେ ଆଣ୍ଟିଜେନ ଟେଷ୍ଟ କରିଥିଲେ। ସେଥିରୁ ୮...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri