ଆମ ଜିଲା ଖବର

ଧାନଜମିରେ କୁମ୍ଭୀର ଦେଖି ଚାଷୀ ଛାନିଆ

ଦିଗପହଣ୍ଡି,୧୨ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ତଲାସିଙ୍ଗୀ ଗ୍ରାମର ସିମାଞ୍ଚଳ ପାଣିଗ୍ରାହୀଙ୍କ ଧାନଜମିରୁ ଶନିବାର ଅପରାହ୍ନରେ ଦିଗପହଣ୍ଡି ବନବିଭାଗ ଓ ପୋଲିସ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏକ କୁମ୍ଭୀର ଉଦ୍ଧାର କରାଯାଇଛି। କୁମ୍ଭୀରଟି ନିକଟସ୍ଥ ଘୋଡ଼ାହାଡ଼ ଡ୍ୟାମରୁ...

କୋରାପୁଟରେ କରୋନା ସ୍ଥିତି ଅସମ୍ଭାଳ: ୪,୬୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୯୭

କୋରାପୁଟ,୧୨ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ କରୋନା ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଶନିବାର ଜିଲାରୁ ଆଉ ୯୭ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୩୨କୁ ବୃଦ୍ଧିପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୭୦ ପୁରୁଷ ଏବଂ...

ବୃଦ୍ଧାଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼ ଅଫିସ,୧୨ା୯: ବରଗଡ଼ ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଜନୈକା ବୃଦ୍ଧାଙ୍କୁ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ଶନିବାର ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଗୋବିନ୍ଦପୁର ଗ୍ରାମର ଗୋଲେଖ ଧରୁଆ(୨୮) ବୋଲି ବରଗଡ଼ ସଦର ଥାନା ଅଧିକାରୀ...

କରୋନା ଆକ୍ରାନ୍ତ ଏମ୍‌ପି ରମେଶ ମାଝିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନବରଙ୍ଗପୁର,୧୨ା୯(ବି.ପ୍ର.): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଶନିବାର ଅପରାହ୍ନରେ ଏକ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା...

ମହାନଦୀ ମଝି ପଠାରେ ହାତୀପଲ

ନାରାଜ,୧୨।୯(ଡି.ଏନ୍‌.ଏ.): କଟକ ଜିଲା ଭଗିପୁର ନିକଟ ମହାନଦୀ ପଠାରେ ହାତୀପଲ ଶନିବାର ସକାଳୁ ଦେଖିବାକୁ ମିଳିଛି। ଶୁକ୍ରବାର ରାତିରେ ଆଠଗଡ଼ ବନଖଣ୍ଡରୁ ପ୍ରାୟ ୧୫ରୁ ଅଧିକ ହାତୀ ମହାନଦୀ ପାର ହୋଇ ଚନ୍ଦକା ବନଖଣ୍ଡକୁ ଯିବା ସମୟରେ ଭଗିପୁର ନିକଟ...

ଗଞ୍ଜାମର ୧୨.୩୫ ଲକ୍ଷ ଲୋକଙ୍କ ହେଲାଣି ଅକ୍ସିଜେନ ସ୍ତର ଯାଞ୍ଚ

ଛତ୍ରପୁର,୧୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୮ ତାରିଖରୁ ଅକ୍ସିଜେନ ସ୍ତର ଯାଞ୍ଚ କ୍ୟାମ୍ପେନ ଚାଲିଛି। ପ୍ରତି ଘରକୁ ଘର ଟିମ ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ଅକ୍ସିଜେନ ସ୍ତର ଯାଞ୍ଚ କରୁଛି। ଏହାଦ୍ୱାରା କରୋନା ଲକ୍ଷଣ ଥିବା ବ୍ୟକ୍ତି ଚିହ୍ନଟ ହୋଇପାରିବେ...

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁନି ସୁଧାର: ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସ୍ଥାନାନ୍ତର

ଜୟପୁର,୧୨।୯(ଡି.ଏନ୍‌.ଏ): ରାଜ୍ୟ ହସ୍ତତନ୍ତ ଏବଂ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟ ଅଧିକ ଖରାପ ହୋଇବା ଯୋଗୁ ତାଙ୍କୁ ଶନିବାର ପୂର୍ବାହ୍ନରେ ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।ତାଙ୍କ ସ୍ବାମୀ ପୋଲିସ କର୍ମଚାରୀ...

କ୍ଷେତ୍ର ପରିଦର୍ଶନକୁ ନା

କଟକ ଅଫିସ,୧୨। ୯: କଟକ ଜିଲାରେ ଜଣେ ପ୍ରାଣୀଧନ ନିରୀକ୍ଷକଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରି ଜିଲା ପ୍ରାଣୀଧନ ନିରୀକ୍ଷକ ସଂଘ କ୍ଷେତ୍ର ପରିଦର୍ଶନ କାମ ଆସନ୍ତା ୧୨ତାରିଖରୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ଜିଲା...

ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ‘ଭିକୁ ସେଠ୍‌’

ଚୌଦ୍ୱାର,୧୨।୯(ଡି.ଏନ୍‌.ଏ.): ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠ୍‌ ଓରଫ ମହେନ୍ଦ୍ର ଦାସ। ଶନିବାର ସକାଳେ ଛାତିରେ ଯନ୍ତ୍ରଣା ହେବା ପରେ ଚୌଦ୍ୱାରରୁ କଟକ ନେବା ବାଟରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ବେଳକୁ ତାଙ୍କୁ...

ଏସ୍‌ଆର୍‌ସିଙ୍କ ପୂଜା ଗାଇଡ୍‌ଲାଇନ୍‌କୁ ଚ୍ୟାଲେଞ୍ଜ

କଟକ ଅଫିସ,୧୨। ୯: ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ ପୂଜା ଗାଇଡ୍‌ଲାଇନକୁ ଚ୍ୟାଲେଞ୍ଜ କରି ଶୁକ୍ରବାର ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ବାଲୁବଜାର ପୂଜା କମିଟି ପକ୍ଷରୁ ଏହି ମାମଲା ରୁଜୁ ହୋଇଥିବାବେଳେ ଏଥିରେ ସହରର ଅନ୍ୟ...

ଏଥର ହୋଇ ନ ପାରେ ହବିଷିଆଳି ଶିବିର

ପୁରୀ ଅଫିସ, ୧୨। ୯: ଧର୍ମମାସ କାର୍ତ୍ତିରେ ହବିଷ ବ୍ରତ କରିବା ପାଇଁ ପୁରୀକୁ ହବିଷିଆଳିମାନେ ଆସିଥାନ୍ତି। ଏଠାରେ ମାସେ ପର୍ଯ୍ୟନ୍ତ ରହି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ରାଇଦାମୋଦର ପୂଜା କରିଥାନ୍ତି। ୨୦୧୬ରୁ ରାଜ୍ୟ ସରକାର ହବିଷିଆଳି ଯୋଜନାରେ...

ଉଷା ପାଢ଼ୀଙ୍କ ବିରୋଧରେ ଗିରଫ ପରୱାନା

କଟକ ଅଫିସ,୧୨। ୯: ପ୍ରାଥମିକ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ତତ୍କାଳୀନ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ସଚିବ ଉଷା ପାଢ଼ୀଙ୍କ ବିରୋଧରେ ଶୁକ୍ରବାର ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ ସାନି ଜାମିନଯୁକ୍ତ ଗିରଫ ପରୱାନା(ବିଏଡବ୍ଲ୍ୟୁ) ଜାରି କରିଛି। ୨୦୧୨ରେ ପାଢ଼ୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri