ଆମ ଜିଲା ଖବର

‘କୌଣସି ଜନ୍ମରେ ବର୍ଷାଙ୍କୁ ଗ୍ରହଣ କରିବୁନି’

କଟକ ଅଫିସ,୧୨। ୯: ଟୁଇଟର ପ୍ଲାଟ୍‌ଫର୍ମରେ ବଢୁଛି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ। ଗୋଟିଏ ପରେ ଗୋଟିଏ ଟୁଇଟ୍‌ ଏହି ଘଟଣାକୁ ଅଧିକ ରୋମାଞ୍ଚକର ମୋଡ଼ ଦେଉଛି। ତେବେ ବର୍ଷାଙ୍କ ଏକ...

ଛତ୍ରପୁରରେ ଚାଷୀଙ୍କଠାରୁ କମ୍‌ରେ ପରିବା କିଣି ଚଢ଼ାଦରରେ ବିକୁଛନ୍ତି ବ୍ୟବସାୟୀ

ଛତ୍ରପୁର,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର୍ସ ଛତ୍ରପୁର ସହରରେ ଗତ କିଛି ଦିନ ହେଲା ପନିପରିବା ଦର ଅତ୍ୟଧିକ ବୃଦ୍ଧି ପାଇଛି। ବ୍ୟବସାୟୀମାନେ ଚାଷୀ ମାନଙ୍କ ଠାରୁ କମ୍‌ ଦରରେ ବିଭିନ୍ନ ପରିବା କିଣି ଲୋକଙ୍କୁ ମନଇଚ୍ଛା ଦରରେ ବିକୁଛନ୍ତି କୌଣସି...

ବରଗଡ଼ରେ ୪ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୧୧ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩୯ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ୫୦ଜଣ...

ସଂଘବଦ୍ଧ ଆକ୍ରମଣ ଓ ବନ୍ଧୁକ ଜବତ ମାମଲା: ୪ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମରେ କଲ୍ୟାଣମଣ୍ଡପ ଜମି ଚିହ୍ନଟକୁ କେନ୍ଦ୍ରକରି ବୁଧବାର ସକାଳେ ଘଟିଥିବା ସଂଘବଦ୍ଧ ଆକ୍ରମଣ ଓ ବନ୍ଧୁକ ଜବତ ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ କେସ୍‌ ନଂ ୧୯୭/୨୦ ଅନୁଯାୟୀ...

ମୁଖ୍ୟ ଶାସନ ସଚିବଙ୍କ ବାଲେଶ୍ୱର ଗସ୍ତ

ବାଲେଶ୍ୱର ଅଫିସ,୧୧ା୯: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ସହକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାନ୍ତି ଏବଂ ପ୍ରଫେସର ଡା. ସିବିକେ ମହାନ୍ତି ହେଲିକପ୍ଟର ଯୋଗେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ପୋଲିସ ଲାଇନ...

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା

ବରୀ,୧୧।୯ (ଡି.ଏନ୍‌.ଏ.): ଚଳିତ ବନ୍ୟାରେ ବରୀ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ହଜାର ହଜାର ହେକ୍ଟର ଚାଷ ଉଜୁଡ଼ି ଯାଇଥିବା ବେଳେଅନେକ ଲୋକଙ୍କ ଘର ଭାଙ୍ଗି ଯାଇଥିବାରୁ ସେମାନେ ବାସହରା ହୋଇଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟା...

ଏନ୍‌ଜିଟିରେ ସୁକିନ୍ଦା ରେଲ୍‌ୱେ ସାଇଡିଂ ମାମଲା: ୫ ସର୍ତ୍ତ ରଖି ମାମଲା ଫଇସଲା

ଯାଜପୁର ଅଫିସ,୧୧।୯: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଉଲ୍ଲଂଘନ ହେଉଥିବା ଅଭିଯୋଗ କରି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା (ଆବେଦନ ନମ୍ବର ୩୪/୨୦୨୦ ଇଜେଡ) ରୁଜୁ ହୋଇଥିଲା। ଏନ୍‌ଜିଟିର...

ଦାଦନ ଖଟିବାକୁ ତାମିଲନାଡୁ ଗଲେ ୩୦ ଶ୍ରମିକ

ନୟାଗଡ ଅଫିସ,୧୧ା୯: କରୋନା ଯୋଗୁ ଗାଁକୁ ଫେରିଥିବା ଶ୍ରମିକ ଏବେ ପୁଣି ଦାଦନ ମୁହାଁ ହେଲେଣି। ବୁଧବାର ରାତିରେ ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତର ୩୦ ଶ୍ରମିକ ବସ ଯୋଗେ ତାମିଲନାଡୁ ଯାଇଛନ୍ତି। ଗାଁରେ କାମ ନ ମିଳିବାରୁ ଏହି...

ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍‌ ମାମଲା: ୩ ଗିରଫ

ଖୋର୍ଦ୍ଧା ଅଫିସ,୧୧।୯: ଖୋର୍ଦ୍ଧା ପାନବରଜର ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍‌ ମାମଲାରେ ଆଦର୍ଶ ଥାନା ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ମାର୍ଥାସାହିର ଡି.ରାଇଡୁ ଓ ତାଙ୍କ ଭାଇ ଡି.କିରଣ ଏବଂ ନାହାତୋଟାର ଏମ.ଚିରଞ୍ଜିବୀ। ଏମାନଙ୍କଠାରୁ...

ବ୍ୟାଙ୍କରୁ ଟଙ୍କା ଚୋରି କରି କର୍ମଚାରୀ ବହିଷ୍କୃତ

ପୁରୀ ଅଫିସ,୧୧।୯: ପୁରୀ ଅର୍ବାନ କୋଅପରେଟିଭ ବ୍ୟାଙ୍କର ମାର୍କେଟ ଛକସ୍ଥିତ ଶାଖା କାର୍ଯ୍ୟାଳୟ ଲକରରୁ ୪୩ ହଜାର ଟଙ୍କା ଚୋରି ଅଭିଯୋଗ ହୋଇଛି। ଖୋଳତାଡ଼ ପରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏହି ଟଙ୍କା ନେଇଥିବା ଜଣାପଡ଼ିବା ପରେ ତାଙ୍କୁ...

କେନ୍ଦୁଝରରୁ ଛୁଆ ମାଈ ହାତୀର ମୃତଦେହ ଉଦ୍ଧାର

କେନ୍ଦୁଝର, ୧୧।୯(ସ୍ବ.ପ୍ର.): କେନ୍ଦୁଝର ବନ ଡିଭିଜନ ଅନ୍ତର୍ଗତ ସଦର ରେଞ୍ଜ ଜଂଘିରା ସେକ୍ସନ ବାରବାଙ୍କ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ବନବିଭାଗ ଏକ ଛୁଆ ମାଈ ହାତୀର ମୃତଦେହ ଉଦ୍ଧାର କରିଛି। ତାର ବୟସ ପ୍ରାୟ ୩ ହେବ। ତେବେ ମୃତ୍ୟୁର...

ବର୍ଷା-ଅନୁଭବଙ୍କୁ ଭେଟିଲେ ମାନବାଧିକାର କର୍ମୀ

କଟକ ଅଫିସ,୧୧ା୯:ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଗୁରୁବାର କେତେଜଣ ମାନବାଧିକାର କର୍ମୀ ଆଗେଇ ଆସିଛନ୍ତି। ସେମାନେ ଅନୁଭବଙ୍କ ଚୌଧୁରୀବଜାରସ୍ଥିତ ବାସଭବନକୁ ଯାଇ ଅନୁଭବ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri