ଆମ ଜିଲା ଖବର

ସପକ୍ଷରେ ୨୧, ବିପକ୍ଷରେ ୮ ଗାଁ

ବଇଣ୍ଡା, (ପରିକ୍ଷିତ ସାହୁ ) ୩ା୯: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ଧଉରାଗୋଠ ବାରବାଙ୍କିଆ ନାଳଠାରେ ହେବାକୁ ଥିବା ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତି ଏଯାଏ ସ୍ପଷ୍ଟ ହୋଇପାରି ନାହିଁ। ଏହି ପ୍ରକଳ୍ପକୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକର ୨୧ ଖଣ୍ଡ...

ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢୁଛି

ଖୋର୍ଦ୍ଧା ଅଫିସ, ୩ା୯:ରାଜୁଆ ଓ ଦୟା ଆଣିଛି ଦୁଃଖ। ଏହି ଦୁଇ ନଦୀରେ ଘାଇ ସୃଷ୍ଟି ହୋଇ ବନ୍ୟାଜଳ ଖୋର୍ଦ୍ଧା ଜିଲାର ଖୋର୍ଦ୍ଧା, ଜଟଣୀ, ବାଲିଅନ୍ତା, ବାଲିପାଟଣା ଓ ବେଗୁନିଆ ବ୍ଲକରେ ପ୍ରବେଶ କରି ବ୍ୟାପକ କ୍ଷତି ଘଟାଇଛି। ଖୋର୍ଦ୍ଧା...

ଖୋଲା ଆକାଶ ତଳେ ବିପନ୍ନ

ପୁରୀ ଅଫିସ/କଣାସ(ସ୍ବ.ପ୍ର.),୩ା୯:ପୁରୀ ଜିଲାରେ ବନ୍ୟା ପରିସ୍ଥିତି ସ୍ଥିର ରହିଛି। ଜିଲାର ପ୍ରମୁଖ ନଦୀରେ ଯଦିଓ ବନ୍ୟା ପାଣି ଏତେଟା ବଢୁନାହିିଁ କିନ୍ତୁ ସ୍ଥିତିରେ କୌଣସି ସୁଧାର ଆସିନାହିିଁ। କାରଣ ପୂର୍ଣ୍ଣିିମା ଯୋଗୁ ସମୁଦ୍ର ପାଣି ଟାଣୁନି। ତେଣୁ ବିଭିନ୍ନ ଅଞ୍ଚଳରୁ...

ପୁରୀ ବେଳାଭୂମି ପାଇଁ ‘ବ୍ଲୁ ଫ୍ଲାଗ୍‌’ ମାନ୍ୟତା ସୁପାରିସ କଲା କେନ୍ଦ୍ର

ପୁରୀ ଅଫିସ,୩ା୯:ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବେଳାଭୂମି ପରିବେଶ ଏବଂ ସୌନ୍ଦର୍ଯ୍ୟ ପରିଚାଳନା ସେବା (ବିମ୍‌ସ) କାର୍ଯ୍ୟକ୍ରମ ଅଧୀନରେ ‘ବ୍ଲୁ ଫ୍ଲାଗ୍‌’ ମାନ୍ୟତା ପାଇବା ଲାଗି ଅନ୍ତର୍ଜାତୀୟ ଜୁରୀ (ଡେନ୍‌ମାର୍କ)କୁ ଦେଶର ୮ଟି ବେଳାଭୂମିର ନଁା ସୁପାରିସ କରାଯାଇଛି। ଭାରତ...

କଟକ ସହରରୁ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨।୯-କଟକ ସହରରୁ ବୁଧବାର ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରାଣ୍ଟାଇନରୁ ୧୩୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୭୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ୧୫ ଜଣ କୋଭିଡ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଏହାସହିତ ଏସ୍‌ସିବି ମେଡିକାଲ...

ରାସ୍ତାରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ

ଢେଙ୍କିକୋଟ/କେନ୍ଦୁଝର,୨ା୯(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବୁଢ଼ାବଣ ଗ୍ରାମର ଜଣେ ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି କେହି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରିଥିବା ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାସ୍ତାରେ ଗଣ୍ଡିଟି ପଡ଼ିଥିବା ବେଳେ ସେଠାରେ ମୁଣ୍ଡ ନ...

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୯୭ରେ ପହଞ୍ଚିଲା

କୋରାପୁଟ,୨ା୯(ସ୍ବ.ପ୍ର.): ଜିଲାରେ ବୁଧବାର ପୁଣି ୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୬୧ ପୁରୁଷ ଏବଂ ୨୮ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୯୭କୁ ବୃଦ୍ଧିପାଇଛି। କୋରାପୁଟ ଭାରତୀୟ ଷ୍ଟେଟ୍‌...

ପଦୋନ୍ନତି ପାଇଲେ ୪ ବରିଷ୍ଠ ରାଜସ୍ବ ସହାୟକ

ବରଗଡ଼,୨ା୯: ବରଗଡ଼ ଜିଲାର ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ୪ ବରିଷ୍ଠ ରାଜସ୍ବ ସହାୟକଙ୍କ ପଦୋନ୍ନତି ସହିତ ବଦଳି ହୋଇଛି। ଏହି କ୍ରମରେ ବରଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସଞ୍ଜିବ କୁମାର ଷଡ଼ଙ୍ଗୀଙ୍କୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା(ଡିଆରଡିଏ) ଅଫିସକୁ ବଦଳି...

ଆଜି ଦିନକରେ ବରଗଡ଼ରେ ୧୮୫ ନୂଆ ଆକ୍ରାନ୍ତ ଚିହ୍ନଟ

ବରଗଡ଼ ଅଫିସ,୨ା୯: ବରଗଡ଼ରେ ଦିନକରେ ୧୮୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୦୯ ଜଣ ରହିଛନ୍ତି। ସେହିପରି ବରଗଡ଼ ବ୍ଲକର ୧୨, ବରପାଲି ଏନ୍‌ଏସିର ୧୧, ବରପାଲି ୮, ଭେଡେନ୍‌ ୍‌୩,...

ନାଳକୁ ଗାଧୋଇ ଯାଇଥିବା ବେଳେ ପଥର ସନ୍ଧିରେ ଫସିଲା ବାଳକଙ୍କ ଗୋଡ଼: ୪ ଘଣ୍ଟା ନାକେଦମ୍‌ ହେବା ପରେ ଉଦ୍ଧାର

ହରଭଙ୍ଗା,୨।୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗାବ୍ଲକ ତିଲେଶ୍ବର ପଞ୍ଚାୟତର ବୁରୁବୁଡା ଗ୍ରାମର ଜଣେ ବାଳକ ନିକଟସ୍ଥ ଲକ୍ଷ୍ମିନାଳକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡଟି ପଥର ସନ୍ଧିରେ ରହିଯାଇଥିଲା। ପୂର୍ବାହ୍ନ ୧୧ଟାରୁ ଏପରି ଘଟିଥିବା ବେଳେ ଦୀର୍ଘ ୪ ଘଣ୍ଟାର ପ୍ରଚେଷ୍ଟା ପରେ...

ଟ୍ରକ ସହ ମୁହାଁମୁହିଁ: ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିଲା ବସ୍‌

ଛେଣ୍ଡିପଦା,୨ା୯(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ତୁକୁଡ଼ା ଗ୍ରାମ ନିକଟ ଦେଇ ଯାଇଥିବା ଅନୁଗୋଳ – ସମ୍ବଲପୁର ୫୫ନଂମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିପଡ଼ିଛି। ତେବେ ଏହି ଦୁର୍ଘଟଣାରୁ ୪୦ ଜଣରୁ...

ଗଞ୍ଜାମରୁ ଅନ୍ୟ ଜିଲାକୁ ଯିବା ପାଇଁ ଆଉ ଦରକାର ପଡ଼ିବନି ପାସ୍‌

ଛତ୍ରପୁର,୨ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ଅନ୍ୟ ଜିଲାକୁ ଗାଡ଼ିରେ ଯାତ୍ରା କରିବା ପାଇଁ ଅନୁମତି ସହ ପାସ ଆଉ ଦରକାର ପଡ଼ିବନି। ଏହି ନିୟମ ତଥା ବ୍ୟବସ୍ଥାକୁ ଗଞ୍ଜାମ ଜିଲାରୁ ମଙ୍ଗଳବାରଠାରୁ ଉଠାଇ ଦିଆଯାଇଛି। ଗଞ୍ଜାମରେ କରୋନା ସ୍ଥିତିରେ ସୁଧାର ଆସିଥିବାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri