ଆମ ଜିଲା ଖବର

ପୀଡ଼ା ଭୋଗୁଛନ୍ତି ପ୍ରାଣୀଧନ

ବଇଣ୍ଡା, (ପରିକ୍ଷିତ ସାହୁ) ୩୦ା୮: କୃଷି ଅର୍ଥନୀତିର ପ୍ରମୁଖ ଅଙ୍ଗ ପ୍ରାଣୀ ସମ୍ପଦ। ଗୃହପାଳିତ ପ୍ରାଣୀଙ୍କ ଉପରେ ନିର୍ଭର କରେ ଚାଷୀଙ୍କ ସମୃଦ୍ଧି। ସେଥିପାଇଁ ଚାଷ ସହିତ ପଶୁପାଳନକୁ ଦିଆଯାଉଛି ଗୁରୁତ୍ୱ। ଏହାକୁ ଠିକଣା ଢଙ୍ଗରେ କାର୍ଯ୍ୟକାରୀ କରିବାକୁ ଅନେକ...

କଟକରୁ ଆଜି ୧୯୬ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୯।୮-କଟକ ସହରରୁ ଶନିବାର ୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୭୬ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା...

ସମ୍ବଲପୁର ସହରରେ ପଶିଲା ବନ୍ୟାଜଳ

ସମ୍ବଲପୁର,୨୯।୮(ବ୍ୟୁରୋ)-ଶନିବାର ହୀରାକୁଦ ଜଳଭଣ୍ଡାରରୁ ୪୬ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ମହାନଦୀ ପିଛିଲା ପାଣିରେ ସମ୍ବଲପୁର ଜିଲାର ନଦୀ ନାଳଗୁଡ଼ିକ ଫୁଲି ଉଠିଛି । ସମ୍ବଲପୁର ସହରର ତଳିଆ ଅଞ୍ଚଳରେ ବନ୍ୟା ଜଳ ପ୍ରବେଶ କରିଥିବାରୁ ପରିସ୍ଥିତି...

ବିପଦସଙ୍କେତ ତଳେ ବୈତରଣୀ

ଭଦ୍ରକ ଅଫିସ, ୨୯ା୮ -ବୈତରଣୀରେ ବନ୍ୟା ଜଳ କମିବାରେ ଲାଗିଛି। ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ସକାଳ ୭ଟା ସୁଦ୍ଧା ୧୮.୧୩ ମିଟର, ୮ଟା ସୁଦ୍ଧା ୧୮.୦୯ ମିଟର, ୯ଟା ସୁଦ୍ଧା ୧୮.୦୫ ମିଟର, ୧୦ଟା ସୁଦ୍ଧା...

୫ବର୍ଷ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା: ଜଙ୍ଗଲକୁ ନେଇ ହତ୍ୟା କରିଥିଲେ ସ୍ବାମୀ

ଭଞ୍ଜନଗର,୨୯।୮(ଡି.ଏନ.ଏ)- ଗଞ୍ଜାମ ଜିଲା ତାରସିଂ ଥାନା ଝାଲିଆଗୋଚ୍ଛା ଗ୍ରାମରେ ୨୦୧୫ରେ ଘଟିଥିବା ଏକ ଅପମୃତ୍ୟୁ ମାମଲା ୫ବର୍ଷ ପରେ ହତ୍ୟା ମାମଲାରେ ପରିଣତ ହୋଇଛି। ଅଭିଯୁକ୍ତ ସ୍ବାମୀ ରାଜୁ ନାଇକ ସ୍ତ୍ରୀ ମାଧୁରି ନାଇକଙ୍କୁ ହତ୍ୟା କରିଥିବା ପୋଲିସ ନିକଟରେ...

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨୩କୁ ବୃଦ୍ଧି

କୋରାପୁଟ,୨୯ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ଆଉ ୨୫ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨୩କୁ ବୃଦ୍ଧି ପାଇଛ। ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୨୧ ପୁରୁଷ ଥିବା ବେଳେ ୪ ଜଣ ମହିଳା...

ଜିଲାରେ ମାଓବାଦୀ କାର୍ଯ୍ୟକଳାପ କମିଛି: ଡିଜିପି ଅଭୟ

କୋରାପୁଟ,୨୯ା୮(ସ୍ବ.ପ୍ର.): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଆସି ସ୍ଥାନୀୟ ଜିଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲାର କରୋନା ସ୍ଥିତି, ମାଓବାଦୀ ସମସ୍ୟା, ଆଇନ ଶୃଙ୍ଖଳା, ଗଞ୍ଜେଇ ଚାଷ ଓ...

ଜାନୁୟାରୀ ଶେଷରୁ ଗଞ୍ଜାମରେ କିଣାଯିବ ଧାନ: ଜିଲାପାଳ

ଛତ୍ରପୁର,୨୯ା୮(ଡି.ଏନ୍‌.ଏ.): ଆସନ୍ତା ବର୍ଷ ଜାନୁୟାରୀ ଶେଷରୁ ମାର୍ଚ୍ଚ ୩୧ ମଧ୍ୟରେ ଗଞ୍ଜାମ ଜିଲାର ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିବ। ଏହାକୁ ଦୃଷ୍ଟିରେ ରଖି ଚାଷୀ ଯେପରି ସଂଘର୍ଷମୁକ୍ତ ହୋଇ ଧାନ ବିକ୍ରୟ କରିପାରିବେ ସେ ଦିଗରେ ସମସ୍ତ ଚୂଡ଼ାନ୍ତ...

ବଢ଼ିଲା ବିପଦ: ହୀରାକୁଦ ଡ୍ୟାମ୍‌ର ଆଉ ୨ ଗେଟ୍‌ ଖୋଲିଲା

ସମ୍ବଲପୁର,୨୯।୮(ବ୍ୟୁରୋ): ଫୁଲୁଛି ମହାନଦୀ। ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦକୁ ୮ ଲକ୍ଷ କ୍ୟୁସେକ୍‌ରୁ ଅଧିକ ଜଳ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ହୀରାକୁଦର ଆଉ ଦୁଇଟି ଗେଟ୍‌ ଖୋଲାଯାଇଛି। ଫଳରେ ଏବେ ମୋଟ...

ବାଙ୍କୀରେ ପଶିଲା ମହାନଦୀ ପାଣି: ଲୋକେ ଆତଙ୍କିତ

ବାଙ୍କୀ,୨୯।୮(ସ୍ବ.ପ୍ର.): ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କଟକ ଜିଲା ଡମପଡ଼ା ବ୍ଲକ ଅନ୍ତର୍ଗତ ଗୟଳବାଙ୍କଠାରେ ଶନିବାର ମହାନଦୀର ବନ୍ୟାଜଳ ଘାଇ ଭଙ୍ଗା ପୋଲଦେଇ ବିଲରେ ମାଡ଼ୁଛି। ବାଙ୍କିରେ ମହାନଦୀର ବନ୍ଧ ପାଠପୁରଯାଏ ରହିଛି। ଏବେ ମହାନଦୀରେ ବନ୍ୟାଜଳ ବୃଦ୍ଧି...

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ ବୋଲି ଆଶଙ୍କା କରି ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ମଧ୍ୟଦେଇ...

ବନ୍ୟାଜଳରେ ଭାସିଯାଇ ନିଖୋଜ ଥିଲେ ହେମନ୍ତ: ଉଦ୍ଧାର ହେଲା ମୃତଦେହ

ଧାମନଗର,୨୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଖଡ଼ିପଦା ପଞ୍ଚାୟତ ଦକ୍ଷିଣ କୋରୁଆ ଗ୍ରାମର ହେମନ୍ତ ଜେନା ଶୁକ୍ରବାର ସନ୍ଧ୍ୟାରେ ବନ୍ୟାଜଳରେ ଭାସି ଯାଇ ନିଖୋଜ ଥିଲେ। ତେବେ ଶନିବାର ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ସୂଚନାଯୋଗ୍ୟ, ବନ୍ୟା ଜଳ ମାଡି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri