ଆମ ଜିଲା ଖବର

ଦୁର୍ଦ୍ଦଶା ବଢ଼ାଇଲା ବନ୍ୟା ସ୍ଥିତି

କେନ୍ଦ୍ରାପଡ଼ା ଅଫିସ, ୨୮। ୮: କେନ୍ଦ୍ରାପଡ଼ା ଜିଲାରେ ଗତ ତିନିଦିନ ମଧ୍ୟରେ ୧୮୮୦ ମିଲିମିଟର ବର୍ଷା ହୋଇଛି। ଏଥିସହିତ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଜଳ...

ବିପଦପୂର୍ଣ୍ଣ ନଦୀ ଡେଇଁ ପାଣି ଆଣୁଛନ୍ତି ମହିଳା

ଯାଜପୁର ଅଫିସ୍‌, ୨୮।୮: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖରଖରି ଓ ରଗଡ଼ା ଗ୍ରାମ ଢେଙ୍କାନାଳ ଜିଲା ସୀମାନ୍ତରେ ରହିଛି। ଏହି ୨ ଗ୍ରାମରେ ପ୍ରାୟ ୩୫ ପରିବାର ବସବାସ କରୁଛନ୍ତି। ମହନ୍ତସାହିବାସୀଙ୍କ କହିବା ଅନୁସାରେ, ସେଠାରେ ୨ଟି ନଳକୂପ...

ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ

ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍‌ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ ମାଛ ବ୍ୟବସାୟୀଙ୍କୁ ଗୋଟିଏ ଛାତ ତଳେ ରଖିବା ଲକ୍ଷ୍ୟ ନେଇ ମତ୍ସ୍ୟ ବିଭାଗ...

ଆଣ୍ଟିଜେନ କିଟ୍‌ ଅଭାବରୁ ଫେରୁଛନ୍ତି ରୋଗୀ

କଟକ ଅଫିସ,୨୮।୮: ସରକାର କହୁଛନ୍ତି ଟେଷ୍ଟ ସଂଖ୍ୟା ବଢିଲେ ପଜିଟିଭ ସଂଖ୍ୟା ବଢିବ। ତେବେ ଯାଇ ଶୀଘ୍ର କରୋନାକୁ ମାତ୍‌ ଦେଇହେବ। କିନ୍ତୁ କଟକରେ ଏହି କଥାର କିଛି ଗୁରୁତ୍ୱ ଥିଲା ପରି ମନେ ହେଉ ନାହିଁ। କାରଣ ଏଠାରେ...

୩୧ ଯାଏ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବନ୍ଦ

କଟକ ଅଫିସ, ୨୮।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଗୁରୁବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କୁଳପତି ପ୍ରଫେସର ଈଶାନ କୁମାର ପାତ୍ର। କିଛିମାସ ପୂର୍ବରୁ ଜଣେ ହଷ୍ଟେଲ କର୍ମଚାରୀଙ୍କ...

ହାତୀପଲଙ୍କ ଦ୍ୱାରା ଧାନ ଫସଲ ନଷ୍ଟ

ଅମରପାଲି,୨୮।୮(ଡି.ଏନ.ଏ)-ସୁବର୍ଣ୍ଣପୁର ବନଖଣ୍ଡ ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ହାତିଲିମୁଣ୍ଡା ବିଟର ଗୌଡଗାଡ ଗ୍ରାମରେ ହାତୀପଲ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି । ବୁଧବାର ରାତିରେ ହାତୀପଲ ଆସି ଗ୍ରାମର ମାଗୁଣି ଦୀପ ଓ ରାତ୍ର ଦୀପଙ୍କର ପ୍ରାୟ ୩...

ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ ବଡ ଯୋର ସବୁ ଫୁଲିବାରେ ଲାଗିଛି । ହୀରାକୁଦର ୧୬ଟି ଗେଟ୍‌...

ତମ୍ବା ପଇସାକୁ ନେଇ ହୋଇଥିଲା ହତ୍ୟାକାଣ୍ଡ

ନୂଆପଡା ଅଫିସ,୨୮ା୮ ବହୁ ଚର୍ଚ୍ଚିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ନୂଆପଡା ପୋଲିସ । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ କେରମେଲି ଗାଁର ଅଚ୍ୟୁତ ମାଝୀ(୩୪), ନିରଞ୍ଜନ ମାଝୀ(୨୫)...

କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ୫୩ ନମ୍ବର ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି...

ଭଦ୍ରକରେ ବନ୍ୟା,୧୧୩ ଗାଁ ପ୍ରଭାବିତ

ଭଦ୍ରକ ଅଫିସ, ୨୮ା୮- ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦାଠାରେ ଏହି ନଦୀର ବିପଦ ସଙ୍କେତ ୧୭.୮୩ ରହିଥିବା ବେଳେ ଗୁରୁବାର ଅପରାହ୍ନ...

ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା

ଜଳେଶ୍ୱର, ୨୮ା୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ନିକଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇ ରାଜଘାଟଠାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୯.୬୩ ମିଟରରେ ପହଞ୍ଚିଛି ା ବିପଦସଂକେତ ୧୦.୩୬ ମିଟର ଥିବା ବେଳେ ଆସନ୍ତା ସକାଳ ସୁଦ୍ଧା ୧୧.୦ ମିଟର ହୋଇପାରେ...

କମୁଛି ପାଣି, ଟଳିନି ବିପଦ

ବାରିପଦା ଅଫିସ,୨୮ା୮- ଲଘୁଚାପ ଜନିତ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ, ଜମ୍ଭୀରା ଓ ଗଙ୍ଗାହାର ନଦୀରେ ବୃଦ୍ଧି ପାଇଥିବା ବନ୍ୟାଜଳ ଗୁରୁବାର ଅପରାହ୍ନ ସୁଦ୍ଧା କମିବାରେ ଲାଗିଛି ା ଜିଲାର ବଡ଼ସାହି, ଗୋପବନ୍ଧୁନଗର, ରାସଗୋବିନ୍ଦପୁର ଆଦି ବ୍ଲକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri