ଆମ ଜିଲା ଖବର

ଜିଲାପାଳ କାର୍ଯ୍ୟାଳୟ ୨ ଦିନ ବନ୍ଦ

କଟକ ଅଫିସ,୨୬।୮: କଟକ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସଂକ୍ରମଣ ବ୍ୟାପିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ...

ଅନୁପ ସାଏ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ମଙ୍ଗଳବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଛତିଶଗଡ଼ ରାଜ୍ୟ ରାୟଗଡ ଜେଲ କର୍ତ୍ତୃପକ୍ଷ ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପ୍ରାଥମିକ ଚିକିତ୍ସା ପରେ...

ଏସ୍‌ସିବିରେ ଚିନ୍ତା ବଢ଼ାଇଲାଣି ସଂକ୍ରମଣ

କଟକ ଅଫିସ,୨୬ା୮: ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେଉଁ ପରିମାଣରେ ବଢ଼ିଚାଲିଛି, ତାହା ରୋଗୀ ଓ କର୍ତ୍ତୃପକ୍ଷଙ୍କୁ ଆଶଙ୍କାରେ ପକାଇଲାଣି। ରୋଗୀ ତ ଭୟଭୀତ, ଅନ୍ୟପକ୍ଷରେ କର୍ତ୍ତୃପକ୍ଷ ମଧ୍ୟ ମାନବ...

ଟେଷ୍ଟିଂ କିଟ୍‌ ଅଭାବ, ଫେରିଗଲେ ୪୦ ରୋଗୀ

କଟକ ଅଫିସ,୨୬ା୮: କରୋନାକୁ ନିୟନ୍ତ୍ରଣରେ ଆଣିବା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଏହା କେବଳ କଥାରେ ସୀମିତ ବୋଲି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ମଙ୍ଗଳବାର ଘଟିଥିବା ଘଟଣାରୁ ଜଣାପଡୁଛି। ଟେଷ୍ଟିଂ...

ଆଶାକର୍ମୀଙ୍କୁ ମାଡ଼ ମାମଲା, ଅଭିଯୁକ୍ତଙ୍କ ପତ୍ତାପାଉନି ପୋଲିସ

ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ ଥାନାରେ ଅଭିଯୋଗ କରିବା ସହ ଘଟଣାକୁ ୨ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କ ପତ୍ତାପାଇପାରୁନି...

ଦଶହରା ପୂଜାକୁ ନେଇ ବଢ଼ିଲା ଦ୍ୱନ୍ଦ୍ୱ

କଟକ ଅଫିସ,୨୬ା୮: କରୋନା କଟକଣା ଯୋଗୁ ଚଳିତବର୍ଷ କଟକ ସହରରେ ପ୍ରସିଦ୍ଧ ଦୁର୍ଗାପୂଜା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଭାଇଚାରାର ସହରରେ ସବୁଠୁ ବଡ଼ ପର୍ବକୁ ନେଇ ସହରବାସୀ ଅନେକ ଆଶା ବାନ୍ଧି ବସିରହିଛନ୍ତି। ଏଭଳି...

ବଢ଼ିଲା ରତ୍ନଅଳଙ୍କାର ଯାଞ୍ଚ ସମ୍ଭାବନା

ପୁରୀ ଅଫିସ,୨୬ା୮:ଖୋଲିବ କି ଭିତର ରତ୍ନଭଣ୍ଡାର? ଯାଞ୍ଚ ହେବ କି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର? ଦୀର୍ଘଦିନ ଧରି ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ଆଶା ଆଶଙ୍କା ଲାଗିରହିଛି ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିବାର ସମ୍ଭାବନା ସୃଷ୍ଟି କରିଛି ଆଇନ ବିଭାଗର ଚିଠି।...

ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ଦାବି କଲେ ଗ୍ରାମବାସୀ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଖୁରୀପାଣି ଗାଁରେ ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏଠାରେ କାର୍ଯ୍ୟରତ କର୍ମୀଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନ ଥିବାରୁ ସେ କାର୍ଯ୍ୟରେ...

ବିଦ୍ୟୁତ୍‌ ସଂଯୋଗ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ.) – ଦୀନ୍‌ଦୟାଲ ଉପାଧ୍ୟାୟ ଗ୍ରାମ୍ୟ ଜ୍ୟୋତି ଯୋଜନାରେ ମାଗଣା ବିଦ୍ୟୁତ୍‌ ସଂଯୋଗ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ସଂଯୋଗ ନାଁରେ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ ଆସିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀ...

ଟ୍ୟାକ୍ସ ଛୁଇଁପାରୁନି ଟାର୍ଗେଟ୍‌

ଅନୁଗୋଳ ଅଫିସ, ୨୬।୮ – ପ୍ରତି ଆର୍ଥିକ ବର୍ଷରେ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଟ୍ୟାକ୍ସ ଟାର୍ଗେଟ୍‌କୁ ଅନୁଗୋଳ ପୌରପାଳିକା ପୂରଣ କରିପାରୁ ନାହିଁ। ବିଶେଷକରି ହୋଲ୍ଡିଂ ଟ୍ୟାକ୍ସ ଆଦାୟ ଶତପ୍ରତିଶତ ହୋଇପାରୁ ନ ଥିବାରୁ ଉକ୍ତ ଧାର୍ଯ୍ୟଲକ୍ଷ୍ୟ ଛୁଇଁବା ଅସମ୍ଭବ...

ଦବୁଛି କପିଳାସ ମନ୍ଦିର

ଢେଙ୍କାନାଳ ଅଫିସ, ୨୬।୮ – ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଉପରେ ବିପଦ ଘନେଇବାରେ ଲାଗିଛି। ପୀଠକୁ ଯିବାକୁ ଥିବା ୧୩୫୨ ପାହାଚ ରାସ୍ତା ପାର୍ଶ୍ୱକୁ ମନ୍ଦିର ଧୀରେ...

ରାସ୍ତାରେ ଘାଇ,୩ ଗାଁ ଜଳବନ୍ଦୀ

ବନ୍ତ, ୨୬।୮(ଡି.ଏନ୍‌.ଏ.)-ଲଘୁଚାପଜନିତ ବର୍ଷା ଓ ରେବ ନଦୀର ଜଳପତ୍ତନ ବୃଦ୍ଧି ଯୋଗୁ ରାସ୍ତାରେ ଘାଇ ସୃଷ୍ଟି ହୋଇ ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ୩ଟି ଗ୍ରାମର ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ଏହି ବ୍ଲକର ମୁଗଗଢିଆ, କସଗଢିଆ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri