ଆମ ଜିଲା ଖବର

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ‘ବ୍ଲୁ ଲେକ୍‌’

ବାଲେଶ୍ୱର ଅଫିସ, ୨୬।୮-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କେପିଲାଖରାଜପୁର ପଞ୍ଚାୟତ କାଠଗୋଚ୍ଛି ଅଞ୍ଚଳରେ ଥିବା ମନୁଷ୍ୟକୃତ ‘ବ୍ଲୁ ଲେକ୍‌’ ପର୍ଯ୍ୟଟକଙ୍କ ଲାଗି ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ୪ ଏକର ଜମି ଉପରେ ସୃଷ୍ଟି ହୋଇଥିବା ବିଶାଳ କୃତ୍ରିମ ପୋଖରୀ, ଯାହାର...

ସ୍ବାସ୍ଥ୍ୟସେବା ନ ସୁଧାରିଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୬।୮-ବାଲେଶ୍ୱର ସରକାରୀ ମେଡିକାଲ୍‌ କଲେଜ୍‌ ହସ୍ପିଟାଲ୍‌କୁ ଆସୁଥିବା ରୋଗୀମାନେ ଆବଶ୍ୟକ ଚିକିତ୍ସା ନ ପାଇ ମୃତ୍ୟୁବରଣ କରୁଥିବା ଅଭିଯୋଗ ପରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ସ୍ବତନ୍ତ୍ର ବୈଠକ ବସିଥିଲା। ଅନୁଷ୍ଠାନ ସମ୍ପାଦକ ନିରଞ୍ଜନ ରାଉତ ଅଧ୍ୟକ୍ଷତା...

ସିଏମ୍‌ସି ଅଞ୍ଚଳରୁ ଆଉ ୧୨୫

କଟକ ଅଫିସ,୨୫।୮: କଟକ ମହାନଗର ନିଗମରୁ ମଙ୍ଗଳବାର ୧୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ କୁମ୍ଭାରସାହି କଣ୍ଟେନ୍‌ମେଣ୍ଟ ଅଞ୍ଚଳର ଥିବା ବେଳେ ୨୪ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୩୩ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୩୪ଜଣ ଲୋକାଲ କେସ୍‌...

ଚିତ୍ରକୋଣ୍ଡା ସହରରୁ ହଟିଲା କଣ୍ଟେନମେଣ୍ଟ ଜୋନ୍‌

ଚିତ୍ରକୋଣ୍ଡା,୨୫।୮(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ସହର ତଥା କଲୋନୀରେ ଗଯାଇଛି।ତଯାଇଛି। ଜୁଲାଇ ଶେଷ ସପ୍ତାହରୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ହୋଇଥିଲା। ତେବେ ଦୀର୍ଘ ଦିନ ପରେ ମଙ୍ଗଳବାର ସହରରୁ...

ଗ୍ୟାସ ଗାଡ଼ିକୁ ଅଟକାଇବା ପଡ଼ିଲା ମହଙ୍ଗା: ୨ ଯୁବକ ଗିରଫ

ବନ୍ତ,୨୫।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଜାମବଣି ଛକଠାରେ ସୋମବାର ଅପରାହ୍ନରେ ଆଗରପଡାରୁ ଆସୁଥିବା ଗ୍ୟାସ ସିଲିଣ୍ଡର ବୋଝେଇ ଗାଡିକୁ ୩ ଜଣ ଯୁବକ ଅଟକାଇ ଟଙ୍କା ମାଗିଥିଲେ। ଏହା ସହ ଚାଳକଙ୍କୁ ମାଡ ମାରିଥିଲେ। ପରେ ଗାଡି...

ଡରାଇଲାଣି ଭଦ୍ରକ : ଆଜି ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲାରେ ମଙ୍ଗଳବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୨୨୩ରେ ପହଞ୍ଚିଛି। ପ୍ରାୟ ସବୁଦିନ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ରହିଥାନ୍ତି। ମାତ୍ର ଆଜିର...

ପେଟ୍ରୋଲପମ୍ପରେ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରି ଲୁଟିନେଲେ ଟଙ୍କା: କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ

ବାଲେଶ୍ୱର ଅଫିସ, ୨୫।୮: ବାଲେଶ୍ବର ଜିଲା ଚାନ୍ଦିପୁର ରାସ୍ତାରେ ଥିବା ଏକ ପେଟ୍ରୋଲପମ୍ପରେ ସୋମବାର ରାତିରେ ୩ ଦୁର୍ବୃତ୍ତ ପଶି ମ୍ୟାନେଜରଙ୍କୁ ଆକ୍ରମଣ କରିଛନ୍ତି। ଏହା ସହ ଟଙ୍କା ଲୁଟି ନେଇଛନ୍ତି । ଏହି ଘଟଣାରେ ପେଟ୍ରୋଲପମ୍ପର କର୍ମଚାରୀଙ୍କ ସମ୍ପୃକ୍ତିଥିବା...

ଝାରସୁଗୁଡା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ

ଝାରସୁଗୁଡା ଅଫିସ,୨୫।୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଜରିଆରେ ଚିକିତ୍ସା ଆରମ୍ଭ କରାଯାଇଛି। ସୋମବାର ଏହି ହସ୍ପିଟାଲରେ ଦୁଇ ଜଣ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା କରାଯାଇଥିଲା। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌କରି...

ଦେଶୀ ଭାଲୁ ଖଣ୍ଡି ଆଇସିୟୁରେ ଭର୍ତ୍ତି

ବାରଙ୍ଗ,୨୫।୮(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଶୀ ମାଈ ଭାଲୁ ଖଣ୍ଡିକୁ ସୋମବାର ଆଇସିୟୁରେ ଭର୍ତ୍ତି କରାଯାଇଛି। ସେ ଅସୁସ୍ଥତା ଅନୁଭବ କରିବାରୁ ବହୁଦିନ ହେବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲା। ସ୍ବାସ୍ଥ୍ୟରେ ସୁଧାର ନ ଆସିବାରୁ ତାକୁ ଆଇସିୟୁ...

ବଗଲାକୁ ନେଇ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ

ପୂରୀ ଅଫିସ, ୨୫।୮: ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ତୀବ୍ର ହେଉଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିଭିନ୍ନ ରାଜନୈତିକ ଦଳ ବିରୋଧ କରୁଛନ୍ତି। ୪ ଦିନ ହେଲା ଭାଜପା ପକ୍ଷରୁ ଧର୍ମଶାଳା ସମ୍ମୁଖରେ ଧାରଣା ଦିଆଯାଉଥିବା...

ପୋଲିସ ଉପସ୍ଥିତିରେ ଅସ୍ଥି ଚିକିତ୍ସାକେନ୍ଦ୍ରକୁ ପଥର ମାଡ଼

ଖୁଣ୍ଟୁଣୀ,୨୫।୮(ଡି.ଏନ୍‌.ଏ.): ପୋଲିସ ଉପସ୍ଥିତିରେ ରବିବାର ସନ୍ଧ୍ୟାରେ ଆଠଗଡ଼ ଥାନା ଅଧୀନ କୁଲାଇଲୋର ଅସ୍ଥି ଚିକିତ୍ସାକେନ୍ଦ୍ର ପରିସରକୁ ତିନିଜଣ ଯୁବକ ଏକଘଣ୍ଟା ଧରି ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି। ଚିକିତ୍ସାକେନ୍ଦ୍ରର ପରିଚାଳକ ଗିରିଶ ଚନ୍ଦ୍ର ବେଉରାୟଙ୍କ ଅଭିଯୋଗକ୍ରମେ ପୋଲିସ ଏକ...

ପୁଣି ଘାରିଲା ଦାଦାବଟି ଡର

କଟକ ଅଫିସ,୨୫।୮: କଟକ ସହରର ବ୍ୟବସାୟୀଙ୍କୁ ଏବେ ପୁଣି ଘାରିଛି ଦାଦାବଟି ଡର। ଗତ କିଛି ଦିନ ଭିତରେ ଦାଦାବଟି ଆଦାୟ ନେଇ ଅଭିଯୋଗର ତାଲିକା ବଢ଼ିବାରେ ଲାଗିଛି। ସୋମବାର ସମାନ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ୩ ଜଣଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri