ଆମ ଜିଲା ଖବର

ଡିଏସ୍‌ପି ସ୍ତରରେ ଅଦଳବଦଳ

କଟକ ଅଫିସ,୨୫।୮: ଓଡ଼ିଶା ପୋଲିସର ଡିଏସ୍‌ପି ସ୍ତରରେ ସୋମବାର ବଡ଼ ଧରଣର ଅଦଳବଦଳ ହୋଇଛି। ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ରେ ତାଲିମ୍‌ ପରେ ୮ଜଣ କ୍ୟାଡେଟ୍‌ ଡିଏସ୍‌ପିଙ୍କୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ସଞ୍ଜୟ ମହାପାତ୍ରଙ୍କୁ...

କୁଶେଇ ନଦୀରେ ଭାସୁଛି ଲକ୍ଷାଧିକ ଟଙ୍କାର ଗଛ ଚାରା: ତଦନ୍ତ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

କେନ୍ଦୁଝର, ୨୫।୮(ସ୍ବ.ପ୍ର.): ସରକାର ଜଙ୍ଗଲ ଓ ପରିବେଶର ସୁରକ୍ଷା ପାଇଁ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟରେ ଚାରା ସୃଷ୍ଟି କରିବା ପାଇଁ ନର୍ସରି ତିଆରି କରିଛନ୍ତି। ମାତ୍ର ଜଙ୍ଗଲ ବିଭାଗର ଅବହେଳା...

କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୟନ୍ତ

ପୁରୀ ଅଫିସ,୨୫।୮:  ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ଜଟିଳ ହୋଇପଡୁଛି। ଏହି ଧର୍ମଶାଳାର ଜମି ବିକ୍ରିକୁ ଭାଜପା, କଂଗ୍ରେସ ଏବଂ ସିପିଆଇ(ଏମ୍‌) ପକ୍ଷରୁ ବିରୋଧ, ବିକ୍ଷୋଭ ଓ ପ୍ରତିବାଦ ଜାରି ରହିଛି। ସୋମବାର ପୁରୀ ବିଧାୟକ...

ଗୋଟିଏ କୋଠାରୁ ୨୪ ପଜିଟିଭ ଚିହ୍ନଟ: ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ସିଏମ୍‌ସି

କଟକ ଅଫିସ,୨୫।୮: କଟକ ସହରର ୨୬ ନମ୍ବର ୱାର୍ଡ଼ସ୍ଥିତ କୁମ୍ଭାରସାହିର ଗୋଟିଏ କୋଠାରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ସେହି କୋଠାକୁ ସୋମବାର ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏଠାରେ ସମସ୍ତଙ୍କ କରୋନା...

ସମୟସୀମା ସ୍ପଷ୍ଟ କରନ୍ତୁ ସରକାର

କଟକ ଅଫିସ,୨୫।୮: କରୋନା ମହାମାରୀ ଯୋଗୁ ଦୀର୍ଘ ୫ ମାସ ଧରି ବନ୍ଦ ପଡ଼ିଥିବା ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ୨ଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହାର ଶୁଣାଣି କରି ମନ୍ଦିର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାରଙ୍କ...

ଡିସେମ୍ବର ୩୧ ଯାଏ ଗାଡ଼ି କାଗଜପତ୍ର ଅବଧି ବୃଦ୍ଧି

କଟକ ଅଫିସ,୨୫।୮: ସମସ୍ତ ପ୍ରକାର ଯାନବାହନ କାଗଜପତ୍ରର ବୈଧତାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଏନେଇ ଘୋଷଣା କରିବା ପରେ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ପକ୍ଷରୁ ସୋମବାର ବିଜ୍ଞପ୍ତି...

ଅର୍ଥ ଅଛି, ଅନୁମତି ନାହିଁ

ବଇଣ୍ଡା, ୨୫ା୮(ଡି.ଏନ୍‌.ଏ.)ବହୁ ଆପତ୍ତି ଅଭିଯୋଗ ପରେ ୨ ବ୍ଲକକୁ ଯୋଡ଼ୁଥିବା ୯.୪ କିଲୋମିଟର ସଡ଼କକୁ ପକ୍କା କରିବା ପାଇଁ ସରକାର ଅର୍ଥ ଯୋଗାଇ ଦେଇଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ଏ ନେଇ ଟେଣ୍ଡର ମଧ୍ୟ କରାଯାଇଛି। ହେଲେ କୋଭିଡ୍‌ କଟକଣା...

କେନ୍ଦୁପତ୍ର ବୋଝେଇ ଟ୍ରକ ଜବତ : ୨ ଗିରଫ

ବାଙ୍ଗିରିପୋଷି,୨୫ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଅଗ୍ନିଶମ ବିଭାଗ ରାସ୍ତାରୁ ଏକ କେନ୍ଦୁପତ୍ର ବୋଝେଇ ଟ୍ରକ୍‌କୁ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଟ୍ରକର ଚାଳକ ଝାଡ଼ଖଣ୍ଡ ରାଜ୍ୟ ଗିରିଡ଼ିହି ଜିଲା ଅନ୍ତର୍ଗତ ଗୌରାହଣ୍ଡ ଗ୍ରାମର ନରେଶ...

ଗ୍ରାମଦେବୀଙ୍କ ପାଇଁ ବାଦୁଡ଼ି ସୁରକ୍ଷା

କେନ୍ଦୁଝର, ୨୫ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଣପାହାଡରେ ଏକଦା ବହୁ ଜାତିପ୍ରଜାତିର ପକ୍ଷୀ ଦେଖିବାକୁ ମିଳୁଥିଲେ ା ଜଙ୍ଗଲ କ୍ଷୟ, ପ୍ରଦୂଷଣ ଓ ଶିକାର ଯୋଗୁ ବହୁ ପକ୍ଷୀଙ୍କୁ ଆଉ ଦେଖିବାକୁ ମିଳୁନାହିଁ। ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ପକ୍ଷୀମାନଙ୍କ...

ରୋଜଗାର ଚିନ୍ତାରେ ମାଛଧରାଳୀ

ଭଦ୍ରକ ଅଫିସ, ୨୫ା୮- କରୋନା ପ୍ରଭାବରେ ଦେଶରେ ସବୁ ବର୍ଗର ଲୋକ ପ୍ରଭାବିତ ହୋଇଥିବା ବେଳେ ମାଛଧରାଳୀ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ସବୁ ଶ୍ରେଣୀର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ହେଲେ ମତ୍ସ୍ୟଜୀବୀଙ୍କ ପାଇଁ ସରକାରୀ...

ରାସ୍ତା ମଝିରେ ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୫ା୮(ଡି.ଏନ୍‌.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା...

ହାତୀପଲଙ୍କ ଉପଦ୍ରବ: ଗ୍ରାମବାସୀ ଆତଙ୍କିତ

ପାଟଣା,୨୫।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୨୩ ଟିକିଆ ହାତୀ ପଲଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ହାତୀପଲ ଦିନବେଳେ ଜଙ୍ଗଲ ଭିତରେ ରହୁଥିବାବେଳେ ସାହେଲେ ଗାଁଭିତରକୁ ପଶି ଆଶି ଆତଙ୍କ ଖେଳାଉଛନ୍ତି। ଏହି ହାତୀପଲ ରବିବାର ପୁଣି କରଞ୍ଜିଆ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri