ଆମ ଜିଲା ଖବର

ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ଜୀବନ ହାରିଲେ ସ୍ବାମୀ

ବିଜେପୁର,୨୩ା୮(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ କଳହର କରୁଣ ପରିଣତି ପାଇଁ କ୍ରଧାନ୍ବିତ ସ୍ବାମୀ ସ୍ତ୍ରୀ ଓ ଝିଅଙ୍କୁ ବିଷ ଦେବା ସହ ନିଜେ ମଧ୍ୟ ବିଷ ପିଇ ଜୀବନ ହାରିବା ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ...

ରେଙ୍ଗାଳି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

କଣିହାଁ,୨୩ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଶନିବାର ରାତି ୯ଟାରେ ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଗୋଟିଏ ଗେଟ୍‌ ଖୋଲାଯାଇଛି। ଏହି ଡ୍ୟାମର ସମ୍ପୂର୍ଣ୍ଣ ଜଳଧାରଣ କ୍ଷମତା ୧୨୩.୫୦ ମିଟର ହୋଇଥିବାବେଳେ ଡ୍ୟାମର ଜଳସ୍ତର...

ବାଲିଚାଲାଣକୁ ନେଇ ଗ୍ରାମବାସୀ – ପୋଲିସ ମୁହାଁମୁହିଁ

ହିଞ୍ଜିଳିକାଟୁ,୨୩ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁରଠାରେ ବାଲି ଚାଲାଣ ନେଇ ଶନିବାର ରାତିରେ ପୋଡ଼ାଜଳା ହୋଇଥିଲା। ବାଲିଚାଲାଣକୁ ବିରୋଧ କରୁଥିବା ଗୋଷ୍ଠୀ ୩ ଟ୍ରକ, ଟ୍ରାକ୍ଟର ଓ ୨ ବାଇକ୍‌ ପୋଡ଼ି ଦେଇଥିଲେ। ପୋଲିସ ପୋଡ଼ାଜଳା ପାଇଁ ଗ୍ରାମର...

ସାନଭାଇ ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ଜୀବନଗଲା

କଣିହାଁ,୨୩ା୮(ଡି.ଏନ୍‌.ଏ.): ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲା ସମଲ ଥାନା ଶିପୁର ଗ୍ରାମରେ। ମୃତକଙ୍କ ନାମ ରଞ୍ଜନ ବାରିକ (୨୮)। ଘଟଣାରୁ ପ୍ରକାଶ ଯେ, ଦୁଃଖ...

ଭଦ୍ରକରେ ୨୦୯୯ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ୯୨ ପଜିଟିଭ୍‌ ସମସ୍ତେ ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୨୩ା୮: ଭଦ୍ରକ ଜିଲାରେ ରବିବାର ୯୨ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୯ ଛୁଇଁଛି। ଆଜି ଚି଼ହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରୁ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ସୂଚନାଯୋଗ୍ୟ,...

ମୃତବ୍ୟକ୍ତିଙ୍କ ନମୁନା ପଜିଟିଭ୍‌: ଗ୍ରାମବାସୀ ଭୟଭୀତ

ଚୌଦ୍ୱାର,୨୩।୮(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ୨ନଂ. ୱାର୍ଡ କୁମ୍ଭାରସାହିରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ପରିବାର ଲୋକେ ସାହିପଡ଼ିଶାଙ୍କ ସହାୟତାରେ ତାଙ୍କର ଅନ୍ତିମ ସଂସ୍କାର ସ୍ଥାନୀୟ ଶ୍ମଶାନରେ କରିଥିଲେ। ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ...

କଟକ ମହାନଗର ନିଗମର ଦାୟିତ୍ୱହୀନତା: ରାସ୍ତାରେ ପଡୁଛି ବ୍ୟବହୃତ ପିପିଇ କିଟ୍‌

କଟକ ଅଫିସ,୨୩।୮: କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ କିଟ୍‌) ବ୍ୟବହାର ହେଉଛି ସତ; କିନ୍ତୁ ଏହାପରେ ତାକୁ ରାସ୍ତା ଉପରେ ଫୋପାଡ଼ିଦେବା ଭଳି ଦାୟିତ୍ୱହୀନତା ଏବେ କଟକ ମହାନଗର ନିଗମ (ସିଏମ୍‌ସି)ରେ ଦେଖିବାକୁ ମିଳୁଛି।...

ବିଜୁ, ବିକାଶ ଭବନରେ ନିୟମକୁ ଫୁ: ଅଧିକାରୀଙ୍କ ଆଗରେ ଭାଙ୍ଗୁଛି କରୋନା ନିୟମ

କଟକ ଅଫିସ,୨୩।୮: କଟକ ସହରରେ ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ସହରରେ କରୋନା ନିୟନ୍ତ୍ରଣ ଓ ସଚେତନତା ପାଇଁ ଯେତିକି ସକ୍ରିୟ ଅଛି ବୋଲି କହୁଛି, ନିଜ କାର୍ଯ୍ୟାଳୟରେ ସେତିକି...

ବିକ୍ରି ନୁହେଁ, ଥଇଥାନ କରାଯାଇଛି

ପୁରୀ ଅଫିସ,୨୩।୮: ବଗଲା ଧର୍ମଶାଳା ଜମିକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ଭାଜପା ପକ୍ଷରୁ ବଗଲା ସମ୍ମୁଖରେ ଧାରଣା ଦିଆଯାଇଥିବାବେଳେ ଧୀରେ ଧୀରେ ଏହାକୁ ନେଇ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ତେବେ ଏହି ପ୍ରସଙ୍ଗରେ ଜିଲା...

ଅଟକିଲା ଦୁରନ୍ତୋ ଏକ୍ସପ୍ରେସ, କାରଣ ଅସ୍ପଷ୍ଟ

ବ୍ରହ୍ମପୁର ଅଫିସ,୨୩।୮: ବ୍ରହ୍ମପୁର ଦେଇ ଯାଉଥିବା ଦୁରନ୍ତ ଏକ୍ସପ୍ରେସ (ହାଓ୍ବଡା-ବେଙ୍ଗାଲୁର) ଶନିବାର ସନ୍ଧ୍ୟାରେ ଆମ୍ବପୁଆ ଲେବଲ କ୍ରସିଂରେ ହଠାତ୍‌ ଅଟକି ଯାଇଥିଲା। ଯାତ୍ରୀମାନେ କିଛି ବୁଝିପାରି ନ ଥିବାବେଳେ ଉଭୟ ପଟେ ଅଟକି ରହିଥିବା ଲୋକମାନେ ମଧ୍ୟ ଟ୍ରେନ ରହିବା...

ବାଲି ଚାଲାଣକୁ ବିରୋଧ: ପୋଡ଼ିଦେଲେ ଟ୍ରକ୍‌, ଟ୍ରାକ୍ଟର

ହିଞ୍ଜିଳିକାଟୁ,୨୩।୮(ଡ଼ି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ପୁରୁଷୋତ୍ତମପୁର ତହସିଲ କୋଳିଦାସପୁରରେ ଶୁକ୍ରବାର ରାତିରେ ବାଲି ଚାଲାଣକୁ ନେଇ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ୩ ଟ୍ରକ୍‌, ଗୋଟିଏ ଟ୍ରାକ୍ଟରକୁ ପୋଡି ଦେଇଛନ୍ତି। ଏଥିସହ ବାଲି ମାଫିଆଙ୍କ ୨ ବାଇକ୍‌...

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର ହେଲା

ପାଟଣା,୨୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ତେଣ୍ଡେରା ରାସ୍ତାର କରଞ୍ଜିଆପଡ଼ା ରିଜର୍ଭ ଫରେଷ୍ଟ ଶାଳ ଜଙ୍ଗଲ ମଧ୍ୟରୁ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ତେଣ୍ଡେରା ପଞ୍ଚାୟତ ନୂଆଗାଁର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri