ଆମ ଜିଲା ଖବର

ହାଇକୋର୍ଟଙ୍କ ଫୁଲ୍‌କୋର୍ଟରେ ନିଷ୍ପତ୍ତି: ସ୍ବାଭାବିକ ହେବ ତଳ କୋର୍ଟ କାର୍ଯ୍ୟ

କଟକ ଅଫିସ,୨୩।୮: କରୋନା କଟକଣା ଭିତରେ କୋର୍ଟଗୁଡ଼ିକ କିଭଳି କାର୍ଯ୍ୟ କରିବେ, ସେନେଇ ହାଇକୋର୍ଟର ଫୁଲ୍‌କୋର୍ଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ। ପୂର୍ବରୁ ଏହା ଅଗଷ୍ଟ ୨୧ ଯାଏ...

ପାକଳ ଧାନ କ୍ଷେତରେ ପୂଜା

ନୂଆଁଖାଇ କୃଷି ଓ କୃଷକର ପର୍ବ । ସେଥିପାଇଁ ଏହାକୁ କୃଷିଭିତ୍ତିକ ପର୍ବ ବୋଲି କୁହାଯାଏ । ନୂଆଁଖାଇ ଦିନ ଚାଷୀ ପୁଅ ପାକଳ ଧାନ କ୍ଷେତକୁ ଯାଇ ଅରୁଆ ଚାଉଳ, ଫୁଲ, ଦୀପ, ଧୂପ, ନାରିକେଳ ଦେଇ ପୂଜାର୍ଚ୍ଚନା...

ଫେସ୍‌ବୁକ୍‌ ଲାଇଭ୍‌ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ  ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ ଶ୍ରଦ୍ଧାଳୁ କରିଥାନ୍ତି । ହେଲେ କରୋନା କଟକଣା ଯୋଗୁ ଚଳିତ ବର୍ଷ...

ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ

ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ ଅର୍ଜନ କରିବାକୁ ଯାଉଥିବା ଆଠମଲ୍ଲିକ-ଧଳପୁର ସେତୁ। ଅନୁଗୋଳ ଜିଲା ଆଠମଲ୍ଲିକରୁ ବୌଦ୍ଧ ଜିଲା...

ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ

ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’...

ହାତୀ ଖୋଜୁଛନ୍ତି ଚଲାପଥ

ଢେଙ୍କାନାଳ ଅଫିସ, ୨୩ା୮: ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରୁ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଧୀନ ରସାସିଂହ ଅଞ୍ଚଳକୁ ପଶି ଆସିଥିବା ୩୯ ହାତୀ ଆବାସସ୍ଥଳୀକୁ ଫେରିପାରୁନାହାନ୍ତି। ବଢ଼ିପାଣିରେ ଭରା ବ୍ରାହ୍ମଣୀ ଏବଂ ରେଙ୍ଗାଳି ଦକ୍ଷିଣ...

ଭୟ ବଢ଼ାଉଛି ମୃତ୍ୟୁ ହାର

କାମାକ୍ଷାନଗର, ୨୩।୮ (ସୁଧୀର କୁମାର ପରିଡ଼ା): ଏଡ୍‌ସ ଭଳି ମାରାତ୍ମକ ବ୍ୟାଧି ରୋକିବାକୁ ବ୍ୟାପକ ହେଉଛି ସଚେତନତା। ସଭା ସମିତି, ବୈଠକ କରି ରୋଗୀଙ୍କ ପାଖରେ ପହଞ୍ଚତ୍ବାକୁ ଜାରିରହିଛି ପ୍ରୟାସ। ରୋଗୀ ନୁହେଁ, ରୋଗକୁ ଘୃଣା କର ବୋଲି ଦିଆଯାଉଛି...

ଶୌଚାଳୟ ଅବସ୍ଥା ଶୋଚନୀୟ

ମାଧପୁର, ୨୩ା୮:  ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ବଜାରରେ ପରିତ୍ୟକ୍ତ ଅବସ୍ଥାରେ ଥିବା ଶୌଚାଳୟକୁ ନେଇ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୪ବର୍ଷ ତଳେ ମାଧପୁର ପଞ୍ଚାୟତ ପ୍ରଶାସନ ପକ୍ଷରୁ ଏହି ଶୌଚାଳୟ ନିର୍ମାଣ କରାଯାଇଥିଲା। ରକ୍ଷଣାବେକ୍ଷଣ ଅଭାବରୁ...

ବସ୍ତାରେ ହାତୀ ଉପଦ୍ରବ: ଘଉଡ଼ାଇବାକୁ ଯାଇ ବନବିଭାଗ ନାକେଦମ୍‌

ବସ୍ତା,୨୨ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଳକ ପତ୍ରଝଡ଼ା ପଞ୍ଚାୟତରେ ହାତୀ ଉପଦ୍ରବ ଯୋଗୁ ଗ୍ରାମବାସୀ ଭୟଭୀତ ହୋଇଥିବା ଜଣାପଡ଼ିଛି। କିଛି ମାସ ଧରି ବାଲେଶ୍ୱର-ମୟୂରଭଞ୍ଜ ଜିଲା ସୀମାନ୍ତ ରାସଗୋବିନ୍ଦପୁର ବ୍ଲକରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ହାତୀମାନେ ଦିନରେ ବଣ ଭିତରେ...

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ

ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସେଠାରେ...

କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ...

କୋରାପୁଟରେ ୨୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୮୦ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୨୨ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୮୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫୦ ପୁରୁଷ ଏବଂ ୩୦ ମହିଳା ଅଛନ୍ତି। ଆଜି ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୪୩୦କୁ ବୃଦ୍ଧିପାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri