ଆମ ଜିଲା ଖବର

ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ...

ପେଟ୍ରୋଲ ଢାଳିଦେଲେ ଡାକ୍ତର, ଆଙ୍ଗୁଠି ହରାଇଲେ ଯୁବକ

ଦେବଗଡ,୨୦।୮(ଡି.ଏନ.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଉଟୁଣିଆ ଗ୍ରାମର ତ୍ରିପୁରାରୀ ପ୍ରଧାନଙ୍କ ପୁଅ ସନ୍ଦୀପ ପ୍ରଧାନ (୧୮) ଡାହାଣ ପାଦର ବୃଦ୍ଧାଙ୍ଗୁଳି ହରାଇଛନ୍ତି। ଡାକ୍ତର ଓ ଫାର୍ମାସିଷ୍ଟଙ୍କ ଭୁଲ୍‌ ଚିକିତ୍ସାରୁ ତାଙ୍କୁ ଏହି ପରିଣାମ ଭୋଗିବାକୁ ପଡିଛି। ଏ...

ବଢୁଛି ଆପରାଧିକ କାର୍ଯ୍ୟକଳାପ

ପୁରୀ ଅଫିସ,୨୦ା୮: ପୁରୀରେ କୌଣସି ପ୍ରକାର ଅପରାଧକୁ ବରଦାସ୍ତ କରାଯିବ ନାହିଁ। ଆଧ୍ୟାତ୍ମିକ ସହର ପୁରୀରେ ଅପରାଧ କିମ୍ବା ଅପରାଧୀଙ୍କ କୌଣସି ସ୍ଥାନ ନାହିଁ। ଅପରାଧୀ ଯିଏ ବି ହୁଅନ୍ତୁ ନା କାହିଁକି କାହାକୁ ଛଡ଼ାଯିବ ନାହିଁ। ଆଇନ ଅନୁଯାୟୀ...

ବନ୍ୟା ବଢ଼ାଇଲା ଦୁର୍ଦ୍ଦଶା

ଭୁବନ, ୨୦।୮(ଡି.ଏନ.ଏ.): କରୋନା ସଙ୍କଟ ଭିତରେ ଚାଷୀକୂଳକୁ ଦାଉ ସାଜିଛି ବନ୍ୟା। ଆର୍ଥିକ ଅନଟନ ଭିତରେ ବଳଜୁଟାଇ କରିଥିବା ଚାଷକୁ ଧୋଇନେଇଛି ବଢ଼ି। ଜଳମଗ୍ନ ହୋଇପଡ଼ିଛି ଫସଲ। ବାଲିଚର ହୋଇଯାଇଛି ଜମି। କ୍ଷୟକ୍ଷତି ସୀମା ଟପିଥିବାବେଳେ ବନ୍ୟାପାଣିରେ ବୁଡ଼ି ରହିଥିବା...

ପଡ଼ୋଶୀ ଜିଲା ଅଧୀନରେ ଯାଜପୁରର ୧୨ ରାସ୍ତା

ଯାଜପୁର ଅଫିସ୍‌, ୨୦ା୮: ଯାଜପୁର ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ଅତିକ୍ରାନ୍ତ ହୋଇସାରିଛି। ରାଜନୈତିକ ମାନଚିତ୍ରରେ ଏହା ଏକ ସ୍ବତନ୍ତ୍ର ମାନ୍ୟତା ପାଇଛି। କିନ୍ତୁ ଆଜି ବି ଜିଲାର ୧୨ଟି ପ୍ରମୁଖ (ଶତାଧିକ କି.ମି. ବିଶିଷ୍ଟ) ରାସ୍ତା ପଡ଼ୋଶୀ...

ବିଧାୟକଙ୍କ ଚାଷକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ନବରଙ୍ଗପୁର ଜିଲା ଡାବୁଗଁ। ବିଧାୟକ ମନୋହର ରନ୍ଧାରୀ ପ୍ରତ୍ୟେକ ବର୍ଷ ଦୁଇ ମାସ ପାଇଁ ନିଜ ଜମିରେ ଚାଷ କରନ୍ତି। ସବୁଥର ଭଳି ଏଥର ମଧ୍ୟ ସେ ନିଜ ଜମିରେ ଚାଷ କରୁଥିବା ଦେଖିବାକୁ ମିଳିଛି। ସେ ଏହି...

ଦୁଇ ଗାଁ ଜଳବନ୍ଦୀ

ବାଲିଆପାଳ, ୨୦।୮(ସ୍ବ.ପ୍ର)- ଦୁଇଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳବନ୍ଦୀ ହୋଇ ଲୋକମାନେ ଜୀବନଯାପନ କରୁଛନ୍ତି। ଘରୁ ପଦାକୁ ବାହାରିଲେ ଆଣ୍ଠୁଏ ଜଳରେ ଯିବାକୁ ପଡୁଛି ତ’ କେଉଁଠି ପ୍ରଧାନମନ୍ତ୍ରୀ ସଡ଼କ ଉପରେ ଆଣ୍ଠୁଏରୁ ଅଧିକ ଜଳରେ...

ଗଞ୍ଜାମ ଜିଲାରେ ପାସ୍‌ ହାର ୮୪.୨୦ ପ୍ରତିଶତ

ବ୍ରହ୍ମପୁର ଅଫିସ,୨୦ା୮- ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ରାଜ୍ୟସ୍ତରରେ ଉତ୍କର୍ଷତା ହାସଲ କରିଛି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ରାଜ୍ୟର ମୋଟ ୪୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ...

ଡିଏସ୍‌ପି ସ୍ତରରେ ଅଦଳବଦଳ

କଟକ ଅଫିସ,୨୦ା୮: ଡିଏସ୍‌ପି ସ୍ତରରେ ଅଦଳବଦଳ ହୋଇଥିବା ନେଇ ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କନ୍ଧମାଳ ମୁଖ୍ୟାଳୟ ଡିଏସ୍‌ପି ଡି. ତିରୁପତି ରାଓ ପଟ୍ଟନାୟକଙ୍କୁ ଜି. ଉଦୟଗିରି ଏସ୍‌ଡିପିଓ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ପାରଳାଖେମୁଣ୍ଡି...

କନ୍ଧମାଳରେ ପାସ୍‌ ହାର ୬୦.୪୪%

ଫୁଲବାଣୀ ଅଫିସ, ୨୦ା୮- କନ୍ଧମାଳ ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ହାର ରହିଛି ୬୦.୪୪ ପ୍ରତିଶତ। ଜିଲାରେ ମୋଟ ୨୨୫ ଜଣ ପରୀକ୍ଷା ଦେଇଥିବା ବେଳେ ୧୩୬ ଜଣ ପାସ୍‌ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପ୍ରଥମ ଶ୍ରେଣୀରେ,...

କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍‌

ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ ଚା’ ପାନ ବିକ୍ରି କରି ପରିବାର ଚଳାଉଛନ୍ତି। ଏମିତି ଜଣେ ପ୍ରତିଷ୍ଠିତ ଯାତ୍ରା...

ମହଜୁଦ୍‌ ଥାଇ ବି ଚାଷୀଙ୍କୁ ଦେଲେନି ସାର

ବୁଗୁଡ଼ା,୨୦ା୮(ଡି.ଏନ୍‌.ଏ.)- ବୁଗୁଡ଼ାର କେତେକ ସାର ଦୋକାନରେ ସାର ମହଜୁଦ ଥାଇ ମଧ୍ୟ ଚାଷୀଙ୍କୁ ଦିଆଯାଉ ନ ଥିଲା। ଏ ନେଇ ଚାଷୀମାନେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ପ୍ରଶାସନର ହସ୍ତକ୍ଷେପ ଫଳରେ ଚାଷୀ ସାର ପାଇଥିବା ଜଣାପଡ଼ିଛି। ବର୍ତ୍ତମାନ ଚାଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri