ଆମ ଜିଲା ଖବର

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର

ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ମହାନ୍ତି ଜିଲାରେ ସର୍ବାଧିକ ୫୪୨ ନଂ. ରଖି ଟପ୍ପର ହୋଇଛନ୍ତି। ଚଳିତ...

ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ ରହିବ। ସ୍ଥାନୀୟ ହିଲପାଟଣାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧିବିନାୟକ ପୀଠରେ ଗଣେଶ ପୂଜା...

ପ୍ରବାସୀଙ୍କୁ ନେଇ ଚାଲିଥିବା ଉନ୍ନୟନ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୧୯ା୮(ଡି.ଏନ୍‌.ଏ.): ଭଣ୍ଡାରିପୋଖରୀ ବ୍ଲକର ସରସଦା ଓ ରଣଜିତ ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି ଭଦ୍ରକ ଜିଲା ଗ୍ରାମ୍ୟ ଉନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ପିଡିଙ୍କ ସହ ଭଣ୍ଡାରିପୋଖରୀ ବିଡିଓ ବିଜୟ କୁମାର...

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ଜାଣନ୍ତୁ କେନ୍ଦୁଝରରେ କେତେ ରହିଛି ପାସହାର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ଜିଲାରେ ମୋଟ ୮୩୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫୫୦ ଜଣ ପାସ କରିଛନ୍ତି॥ ସେଥିରୁ ୧୨୧...

ଆଣ୍ଟିଜେନ୍‌ ଟେଷ୍ଟରେ ୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ: ଏହି ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌

ପାଟଣା,୧୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତର ଦୁଇଜଣ ବ୍ୟକ୍ତିଙ୍କର ମଙ୍ଗଳବାର ଆଣ୍ଟିଜେନ୍‌ ଟେଷ୍ଟ ପରେ ପଜିଟିଭ୍‌ ବାହାରିବା ପରେ ଉଭୟଙ୍କୁ କେନ୍ଦୁଝର କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଜଣଙ୍କର ବୟସ ୧୮ ହୋଇଥିବା ବେଳେ...

ଭଦ୍ରକରେ ୧୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୯ା୮: ଭଦ୍ରକ ଜିଲାରେ ବୁଧବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୪ରେ ପହଞ୍ଚିଛି। ଆଜି ଚି଼ହ୍ନଟମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ପକ୍ଷରୁ...

ଏସ୍‌ସିବି କାଜୁଆଲଟି ସ୍ଥିତି ଖରାପ

କଟକ ଅଫିସ,୧୯ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର କାଜୁଆଲିଟି ଓ ଆଇସୋଲେଶନ ୱାର୍ଡରେ ସ୍ଥିତି ଖରାପ ରହିଛି। କାଜୁଆଲିଟିରୁ ସୋମବାର ଜଣେ ରୋଗୀ ଚିହ୍ନଟ ହୋଇଥିଲେ। ଅନେକ ଚେଷ୍ଟା ପରେ ତାଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର...

ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ନଗର...

ରାୟଗଡ଼ା ଡେପୁଟି କଲେକ୍ଟର ନିଲମ୍ବିତ

ରାୟଗଡ଼ା ଅଫିସ,୧୯ା୮: କାର୍ଯ୍ୟରେ ଅବହେଳା ପାଇଁ ରାୟଗଡ଼ା ଡେପୁଟି କଲେକ୍ଟର ପୂର୍ଣ୍ଣ ଚନ୍ଦ୍ର ଜେନାଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମୟରେ ସେ...

ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮:  ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ଗିରଫ କରିଛି। ତାଙ୍କ ନିକଟରୁ ୧ କେଜି ୩୨୦ ଗ୍ରାମର...

ଅଧାରେ ଅଟକିଛି ଗାନ୍ଧୀଙ୍କ ଥ୍ରୀ-ଡି ଭାସ୍କର୍ଯ୍ୟ

କଟକ ଅଫିସ,୧୯ା୮: କାଠଯୋଡ଼ି କୂଳରେ ବ୍ରୋଞ୍ଜ ତିଆରି ଥ୍ରୀ-ଡି ଭାସ୍କର୍ଯ୍ୟ କୃତୀ ସ୍ଥାପନ କରାଯିବ। ୨୦ ଫୁଟ ଚଉଡ଼ା ଓ ୧୦ ଫୁଟ ଉଚ୍ଚତା ବିଶିଷ୍ଟ ଏହି କଳାକୃତିରେ ସ୍ଥାନ ପାଇବ ଗାନ୍ଧୀଜୀଙ୍କ କଟକ ଗସ୍ତ ସମୟର ସ୍ମୃତି। କଟକର...

କ୍ଷତିଗ୍ରସ୍ତଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି

ପୁରୀ ଅଫିସ,୧୯ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବ୍ୟବସାୟ ପ୍ରତିଷ୍ଠାନ ହରାଇଥିବା କ୍ଷତିଗ୍ରସ୍ତଙ୍କୁ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜିଂ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri