ଆମ ଜିଲା ଖବର

ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି...

ବାଣ ବିସ୍ଫୋରଣରେ ଭୁଶୁଡ଼ି ପଡିଲା ଘର

ବେଗୁନିଆ,୧୬ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା କଣ୍ଟାବାଡ଼ ଗ୍ରାମରେ ଶନିବାର ରାତିରେ ବାଣ ବିସ୍ଫୋରଣ ଘଟି କାଶୀନାଥ ମହାପାତ୍ରଙ୍କ ଘର ସହ ପଡୋଶୀଙ୍କ ୪ ବଖରା କ୍ଷତିଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି। ପୋଲିସ...

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ...

ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି,୧୬ା୮(ଡି.ଏନ୍‌.ଏ.): ଶନିବାରଠାରୁ ହେଉଥିବା ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ନାଳ, ଯୋର ଏବଂ ଜଳାଶୟରେ ପାଣି ଭର୍ତ୍ତି ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁ ବ୍ଲକର ହରିହର ଯୋର, ଘୁଙ୍ଗିନାଳ, ବାଇଗଣି ଯୋର ଆଦିରେ ବନ୍ୟାଜଳ ପ୍ରବାହିତ...

୧୦ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ବର୍ଷାଜଳ, ଫସଲ ନଷ୍ଟ ଆଶଙ୍କା

ଡେରାବିଶ,୧୬ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରୁ ହେଉଥିବା ଲଗାଣ ବର୍ଷା ନାହିଁ ନ ଥିବା କ୍ଷତି ପହଞ୍ଚାଇଛି। ଏହି ବ୍ଲକ ଅଞ୍ଚଳରେ ଚଳିତ ସପ୍ତାହରେ ବିଲରେ ରୁଆ ହୋଇଥିବା ଧାନ ଫସଲ ସମ୍ପୂର୍ଣ୍ଣ ପାଣିରେ ବୁଡ଼ି...

ଜେସିବି ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଘର ଭାଙ୍ଗିବା ଘଟଣା: ଜେଲ ଗଲେ ସରପଞ୍ଚ, ତାଙ୍କ ସ୍ବାମୀ

ଲୋଇସିଂହା,୧୬।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଗ୍ରାମର କେତେକ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଘରକୁ ସ୍ଥାନୀୟ ସରପଞ୍ଚ ଓ କେତେକ ମୁଷ୍ଟିମେୟ ବ୍ୟକ୍ତି ଜେସିବି ମେଶିନ ଲଗାଇ ଭାଙ୍ଗି ଦେଇଥିଲେ ।ଏହି...

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ : ଆଖିବୁଜିଲେ ଝିଅ, ପରିବାରର ୪ ଗୁରୁତର

ପାଟଣାଗଡ଼,୧୬।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ଦେଉଲଗାଁ ପଞ୍ଚାୟତ ଘୁନଘୁଟିପାଲି ଗ୍ରାମରେ ଶୁକ୍ରବାର ଲଗାଣ ବର୍ଷା ଯୋଗୁ କାନ୍ଥ ଭୁଶୁଡି ପଡ଼ିଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।...

ଛତ୍ରପୁର ସବ୍‌ ଜେଲ୍‌ ପରିଦର୍ଶନ କଲେ ଜିଲା ଜଜ

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଜ୍‌ ରାମ ଶଙ୍କର ହୋତା ରବିବାର ଛତ୍ରପୁର ସବ୍‌ ଜେଲ ପରିଦର୍ଶନ କରିଛନ୍ତି। ଏହି ସବ୍‌ ଜେଲରେ ୧୩୨ ଜଣ ପୁରୁଷ ଓ ୫ ଜଣ ମହିଳା ସମୁଦାୟ ୧୩୭ ଅନ୍ତେବାସୀ ଅଛନ୍ତି ପରିଦର୍ଶନ...

ହାତୀ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନଫସଲ

ପାଟଣା,୧୬ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍‌ ଅଞ୍ଚଳର ବିନିଦା, ବାଲିପଶି ଓ ମଙ୍ଗଳପୁର ଗାଁରେ ୨୨ଟି ବଣୁଆ ହାତୀ ଉପଦ୍ରବ କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଏହି ୨୨ ଟିକିଆ ହାତୀପଲ ଜଣଙ୍କ...

ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା ଛତ୍ରପୁର ତମ୍ପରା ହ୍ରଦରେ। ରବିବାର ସକାଳୁ ତରେଇ ପାଟପୁର ଗ୍ରାମର କନ୍ଧ...

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ ଫୁଟକୁ ବୃଦ୍ଧି ପାଇଛି। ସେହିପରି...

କନ୍ତିଆ ଗ୍ରାମର ୨ ସାହି କଣ୍ଟେନମେଣ୍ଟ, ଗଣିଜାଙ୍ଗ ବଜାର ୭ ଦିନ ଶଟ୍‌ଡାଉନ୍‌: ଜାଣନ୍ତୁ କାହିଁକି

ବନ୍ତ,୧୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ କନ୍ତିଆ ଗ୍ରାମର ଦୁଇ ସାହି ଯଥା ରାଉତ ଓ ବିଶ୍ୱାଳ ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଶନିବାର ୬ ପଜିଟିଭ୍‌ ଚିହ୍ନଟ ହେବା ପରେ କନ୍ତିଆ ଗ୍ରାମର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri