ଆମ ଜିଲା ଖବର

ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସେହି ଗ୍ରାମ ସଂଲଗ୍ନ ହରିଡ଼ାପଦର ଗ୍ରାମର ରଞ୍ଜିତା ନାହାକ।...

ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେଥିରୁ ସର୍ବାଧିକ ୪୮୮ଜଣ ଖୋର୍ଦ୍ଧାର ରହିଛନ୍ତି। ହେଲେ ଗଞ୍ଜାମରୁ ୩୧୮...

ଆଗରପଡ଼ାରେ ହେଲା ଆଣ୍ଟିଜେନ୍‌ ଟେଷ୍ଟ: ଜାଣନ୍ତୁ କେତେ ହେଲେ ପଜିଟିଭ୍‌

ବନ୍ତ,୧୬।୮(ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶନିବାର କରୋନା ପରୀକ୍ଷଣ କ୍ୟାମ୍ପ ପଡ଼ଇଥିଲା। ଏଥିରେ ୪୯ ଜଣଙ୍କର ଆଣ୍ଟିଜେନ୍‌ ପରୀକ୍ଷା କରାଯାଇଥିଲାା ସେଥିମଧ୍ୟରୁ ଗୋପିନାଥପୁର ପଞ୍ଚାୟତ ଅଧୀନ ଶ୍ରୀରାମପୁରରେ ୩ ଓ ବଡ଼ସନ୍ଦାଡୋରେ ୨...

କରୋନା ନେଲା ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ଜୀବନ

ପୁରୁଷୋତ୍ତମପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରବିବାର ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ବି . କ୍ରିଷ୍ଣା (୪୫)। ଏହାକୁ ମିଶାଇ ଏଠାରେ କରୋନା ଜନିତ ମୃତ୍ୟୁ...

ଭୋଜି ଖାଇ ୨୪ ଗୁରୁତର ଘଟଣା: ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବାଲେଶ୍ୱର ଏମ୍‌ପି...

କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ...

ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଂଗଠନ: ପୋଷ୍ଟର ଜାରି କରି ଲେଖିଲା ଏମିତି…

ବାଲିଗୁଡ଼ା,୧୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଦାରିଙ୍ଗବାଡ଼ି ଛକ ନିକଟ ଧୁଙ୍ଗିଆଦିଆ ଘାଟିରେ ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ବେଳେ ଏଥିରେ ଅଗଷ୍ଟ ୧୮ରୁ...

ନୟାଗଡ଼ ଜିଲା: ସଙ୍କଟରେ ଚାଷୀ ଓ ଚାଷ  

ନୟାଗଡ଼ ଅଫିସ,୧୫ା୮: କୃଷିପ୍ରଧାନ ନୟାଗଡ଼ ଜିଲାରେ ଚାଷୀ ଓ ଚାଷ ସଙ୍କଟରେ। ପ୍ରତିକାର ନ ଥିବାରୁ ଚାଷୀ ଚାଷ ପ୍ରତି ବୀତସ୍ପୃହ ହୋଇପଡୁଛି। ଏହାର ସମାଧାନ ପାଇଁ ଜିଲାର କେତେଜଣ ଚାଷୀ ମୁଖ୍ୟମନ୍ତ୍ରୀ ଓ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଭାଜପା...

ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଓମ୍‌ସା

କେନ୍ଦ୍ରାପଡ଼ା ଅଫିସ, ୧୫ା୮: ଓଡିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା) ପକ୍ଷରୁ ଶୁକ୍ରବାର ଟାଉନ ଥାନା ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଓମ୍‌ସା କର୍ମକର୍ତ୍ତା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଗତ ୩୧ ତାରିଖ ରାତିରେ ଟାଉନ ଥାନା...

ନୟାଗଡରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ନୟାଗଡ଼ ଅଫିସ,୧୫ା୮-ନୟାଗଡ଼ ଜିଲାରେ ଶନିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୧ରେ ପହଞ୍ଚିଛି। ଅନ୍ୟପକ୍ଷେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରଣପୁର ବ୍ଲକ ରାଜସୁନାଖଳା ଗୋପୀନାଥ ସାହି ଅଞ୍ଚଳର ୭୫ ବର୍ଷିୟ...

୪ ମାସ ପରେ ଖୋଲିଲା ରାହାମା ସାପ୍ତାହିକ ହାଟ

ରାହାମା,୧୫ା୮(ଡି.ଏନ.ଏ.):କଟକ-ପାରାଦୀପ ରାସ୍ତାର ରାହାମାଠାରେ ସପ୍ତାହର ସୋମବାର ଓ ଶୁକ୍ରବାର ଦୁଇଦିନ ଧରି ସାପ୍ତାହିକ ହାଟ ବସୁଥିଲା। ତେବେ କରୋନା ସଂକ୍ରମଣ ଯୋଗୁ ଜିଲାପାଳଙ୍କ ନିର୍ଦ୍ଦେଶରେ ମାର୍ଚ୍ଚ ମାସରୁ ଏହାକୁ ବନ୍ଦ କରି ଦିଆଯାଇଥିଲା। ସ୍ଥାନୀୟ କୃଷିଜୀବୀ, ବ୍ୟବସାୟୀ, ରାହାମା ବଜାର...

କୋଭିଡ୍‌ ନିୟମ ପାଳନ କରାଯାଇ ଉଡ଼ାଗଲା ତ୍ରିରଙ୍ଗା

ଡାବୁଗାଁ,୧୫ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟ, ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ଓ ବିଦ୍ୟାଳୟରେ ସରକାରଙ୍କ କୋଭିଡ-୧୯ ନିୟମ ପାଳନ କରାଯାଇ ସାମାଜିକ ଦୂରତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri