ଆମ ଜିଲା ଖବର

କଟକ ଷ୍ଟେଶନରେ ଶହେ ଫୁଟ ଉଚ୍ଚରେ ଉଡ଼ିଲା ତ୍ରିରଙ୍ଗା

କଟକ ଅଫିସ,୧୪ା୮: କଟକ ରେଳଷ୍ଟେଶନ ନିକଟରେ ଗୁରୁବାର ଶହେ ଫୁଟ ଉଚ୍ଚରେ ଜାତୀୟ ପତାକା ଉଡ଼ିଛି। ହାଇକୋର୍ଟ ପରେ ରେଳଷ୍ଟେଶନଠାରେ ପ୍ରଥମ ଥର ପାଇଁ ଏହି ଉଚ୍ଚତମ ପତାକା ଲଗାଯାଇଛି। ତ୍ରିରଙ୍ଗାର ଦୈର୍ଘ୍ୟ ୩୦ ବର୍ଗଫୁଟ ଓ ପ୍ରସ୍ଥ ୨୦...

ବର୍ଷେ ବଢ଼ାଯାଉ ମାନ୍ୟତା ବୈଧତା

କଟକ ଅଫିସ,୧୪ା୮: ଘରୋଇ କଲେଜଗୁଡ଼ିକର ମାନ୍ୟତା ବୈଧତା ଅନ୍ତତଃ ଏକବର୍ଷ ବଢ଼ାଇବା ପାଇଁ ଦାବି କରାଯାଇଛି। ଏନେଇ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ଅନଙ୍ଗ କୁମାର ଓତାଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ମୁଖ୍ୟ ବିଚାରପତି ମହମ୍ମଦ...

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଖୋଲା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅଁଳା,...

ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌ ଲିମିଟେଡ୍‌ କମ୍ପାନୀ ଠାରୁ ଆଦାୟ ହୋଇପାରିଲା ନାହିଁ। ଏଣୁ ଯେଉଁ ସରକାରୀ ଅଧିକାରୀମାନେ...

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ : ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ...

ଡିଫେନ୍ସ ରୋଡ୍‌ ନିର୍ମାଣରେ ବାଧକ ଜବରଦଖଲ

  ବାଲେଶ୍ୱର ଅଫିସ,୧୪।୮- ବାଲେଶ୍ୱର ସହର ପୂର୍ବରୁ ଥିବା କୁରୁଡ଼ା ସ୍ଥିତ ଜ୍ୟୋତି ହସ୍‌ପିଟାଲଠାରୁ ପାତ୍ରପଡ଼ା ପର୍ଯ୍ୟନ୍ତ (୯.୨ କି.ମି.) ପ୍ରତିରକ୍ଷା ବିଭାଗ ଦ୍ୱାରା ଏକ ସ୍ବତନ୍ତ୍ର ବାଇପାସ୍‌ ରାସ୍ତା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷା ପରିସର)କୁ ନିର୍ମାଣ...

ଛତ୍ରପୁର ଉପଖଣ୍ଡରେ ୮୩% ସୁସ୍ଥ

  ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ଛତ୍ରପୁର ଉପଖଣ୍ଡରେ ଥିବା ୮ ବ୍ଲକ ଓ ୯ ସହରାଞ୍ଚଳରେ ଟେଷ୍ଟ ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଜୁଲାଇ ୨୩ରୁ ଗତ ୧୧ ତାରିଖ ମଧ୍ୟରେ ଉପଖଣ୍ଡର ସ୍ଥିତି ଏକ ଗ୍ରାଫ ମାଧ୍ୟମରେ ଦିଆଯାଇଛି।...

ଅଙ୍ଗଦାନ ନେଇ ପ୍ରିୟଙ୍କାରାଣୀଙ୍କ ପରିବାରକୁ ମିଳିଲା ୫ ଲକ୍ଷ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କୁ ମରଣୋତ୍ତର ସୁରଜ ସମ୍ମାନ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏଥିସହ ତାଙ୍କ ପରିବାରକୁ ପାଞ୍ଚଲକ୍ଷ...

କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି

ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍‌ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର ବ୍ୟବସ୍ଥା ହେବ। ଦୁଇଟି ପଞ୍ଚାୟତର ୭୦୦ ଚାଷୀଙ୍କ ଭାଗ୍ୟରେ ପରିବର୍ତ୍ତନ ଆଣିବାକୁ ଏପରି...

ବନ୍ୟାକୁ ବର୍ଷେ ପୂରିଲା: ମରାମତି ହେଲାନି ଚେକ୍‌ଡ୍ୟାମ

ଦେଓଗାଁ, ୧୪ା୮(ଡି.ଏନ.ଏ.)- ବଲାଙ୍ଗୀର ସଦର ବ୍ଲକ କୁଡାସିଂହା ଆଖପାଖ ଚାଷୀଙ୍କ ଏକମାତ୍ର ଭରସା ଶିରିଶ କେନାଲ। ଖରିଫ ଋତୁରେ ବର୍ଷା ନିଅଣ୍ଟ ହେଲେ ଏହି କେନାଲ ପାଖରେ ଥିବା ଚେକ୍‌ଡ୍ୟାମର ଗଚ୍ଛିତ ଜଳକୁ ଭରସା କରିଥାନ୍ତି କୁଡାସିଂହା, ଶିରିଶ, ଅର୍ଡା,...

କେନ୍ଦୁପତ୍ର କର୍ମଚାରୀ ସଂଘର ଦାବିପତ୍ର

ରେଢାଖୋଲ, ୧୪।୮(ଡି.ଏନ.ଏ.) କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଚପରାସୀମାନଙ୍କ ଦରମା ପ୍ରଦାନ, ଚେକରମାନଙ୍କ ଛଟେଇକୁ ନେଇ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଅସନ୍ତୋଷ ପ୍ରକାଶ କରିଛି। ମହାମାରୀ କରୋନା ପାଇଁ ସିଜନାଲ କର୍ମଚାରୀ, ତୋଳାଳି, ବନ୍ଧେଇ ଶ୍ରମିକ ଦୁର୍ଦ୍ଦିନରେ ରହିଛନ୍ତି। ଏ...

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ପ୍ରମୋଦ ବେହେରା (୪୮)। ପୋଲିସ କହିଛି,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri