ଆମ ଜିଲା ଖବର

ଅମାନିଆଙ୍କୁ ୮୫,୦୦୦ ଜରିମାନା

ବ୍ରହ୍ମପୁର ଅଫିସ,୧୩ା୮: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହ ଦିନକୁ ଏହାର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି। ଏପରିକି ଅପରାହ୍ନ ୪ ଟାଠାରୁ ତା’ପରଦିନ ସକାଳ ୬...

ନିର୍ଗୁଣ୍ଡି ପଞ୍ଚାୟତର ଏହି ଗାଁ ଶଟ୍‌ଡାଉନ୍‌

ଭଣ୍ଡାରିପୋଖରୀ,୧୩ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ପିରିଜିପୁର ଗାଁରେ ଜନୈକ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ନମିତା ପାତ୍ର ଗୁରୁବାରଠାରୁ ସୋମବାର ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ବ୍ଲକ ଅଞ୍ଚଳରେ ଦିନକୁ ଦିନ...

ତାଗିଦ ସତ୍ତ୍ୱେ କରୁଥିଲେ କୋଭିଡ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମୋବାଇଲ୍‌ ଦୋକାନ

ଗଞ୍ଜାମ,୧୩।୮(ଡି.ଏନ୍‌.ଏ. ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହୋଇ ପଡିଥିବା ବେଳେ ଗଞ୍ଜାମ ସହରର କିଛି ବ୍ୟବସାୟୀ କୋଭିଡ ନିୟମ ମାନୁନାହାନ୍ତି । ଫଳରେ ପ୍ରଶାସନ ବାଧ୍ୟ ହୋଇ କଡା ପଦକ୍ଷେପ ଗ୍ରହଣ କରୁଛି । ବଡ଼ ବଜାରଠାରେ...

ଅଳିଆଗଦାରେ ପଡ଼ିଛି ମହାପ୍ରସାଦ

ପୁରୀ ଅଫିସ,୧୩।୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ମହାପ୍ରସାଦ ସେବନରେ ସେତିକି ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଶ୍ରୀମନ୍ଦିର ନିକଟରେ ହିଁ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ଅସମ୍ମାନ ପରିଲକ୍ଷିତ ହୋଇଛି। ବିକ୍ରି ନ ହୋଇ...

ନନ୍ଦନକାନନ ପାଳିଲା ବିଶ୍ୱ ହସ୍ତୀ ଦିବସ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ନନ୍ଦନକାନନରେ ବୁଧବାର ବିଶ୍ୱ ହସ୍ତୀ ଦିବସ ନିରାଡ଼ମ୍ବରରେ ପାଳିତ ହୋଇଯାଇଛି। ମହାମାରୀ କରୋନା ପାଇଁ ସବୁ କିଛି ଫିକା ପଡ଼ିଯାଇଥିଲା। ଏଥର ହାତୀମାନଙ୍କୁ ସାଜସଜ୍ଜା କରାଯାଇ ନ ଥିଲା। କେବଳ ସେମାନଙ୍କୁ ସୁସ୍ବାଦ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ଏହାକୁ...

ମୁଣ୍ଡ ଟେକିଲାଣି ଡି-ବ୍ରଦର୍ସ ଗ୍ୟାଙ୍ଗ୍‌

କଟକ ଅଫିସ,୧୩।୮: ଅନେକ ଦିନର ବ୍ୟବଧାନ ପରେ ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଡି-ଗ୍ୟାଙ୍ଗ ସହରରେ ପୁଣି ମୁଣ୍ଡ ଟେକିଲାଣି। ଗ୍ୟାଙ୍ଗର ପୂର୍ବତନ ସଦସ୍ୟଙ୍କୁ ଫେରାଇଆଣି ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟକୁ ପୁଣିଥରେ ମଜଭୁତ୍‌ କରିବା ପାଇଁ ଉଦ୍ୟମ ଚାଲିଛି। ବିଭିନ୍ନ...

ଦଳେଇପୁଟରେ ବୋମା ମାଡ଼

ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ...

ନିଜସ୍ବ ଆଇନ ଆଣିବ ଅଗ୍ନିଶମ ବିଭାଗ

କଟକ ଅଫିସ,୧୩।୮: ପୋଲିସ ଓ ଜେଲ୍‌ ମାନୁଆଲ ଭଳି ଅଗ୍ନିଶମ ବିଭାଗ ନିଜସ୍ବ ମାନୁଆଲ ବା ଆଇନ ଲାଗୁ କରିବା ପାଇଁ ଯୋଜନା କରୁଛି। ପୂର୍ବରୁ ପୋଲିସ ମାନୁଆଲ୍‌ ହିଁ ଅଗ୍ନିଶମ ବିଭାଗରେ କାର୍ଯ୍ୟକାରୀ ହେଉଥିଲା। କିନ୍ତୁ ସଙ୍ଗଠନର ସୁପରିଚାଳନା...

ରହିତାଦେଶ ଉଠାଇବାକୁ ସାନି ମାମଲା

କଟକ ଅଫିସ,୧୩।୮: ବାରିପଦା ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ବଢ଼ିବାରେ ଲାଗିଛି। ଉଚ୍ଚତମ ନ୍ୟାୟାଳୟରେ ଏହି ମାମଲା ବିଚାରାଧୀନ ଥିବାବେଳେ ମଙ୍ଗଳବାର ପୁଣି ଏକ ସାନି ମାମଲା ହୋଇଛି। ଏଥିରେ ପକ୍ଷଭୁକ୍ତ ହେବା ପାଇଁ ମଙ୍ଗଳବାର...

ଝାରସୁଗୁଡ଼ାରେ ଧଳା କୁଆ

ଝାରସୁଗୁଡ଼ା ଅଫିସ,୧୩।୮: ଝାରସୁଗୁଡ଼ା ସହରର ମୁଙ୍ଗାପଡାସ୍ଥିତ ଦିପ୍ତେଓ ସୋନିଙ୍କ ଘର ନିକଟରେ ଏକ ବିରଳ ଧଳା କୁଆ ବସିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। କୁଆ ଦୀର୍ଘ ସମୟ ଧରି ବସି ରହିବା ଓ ଉଡି ନ ପାରିବାରୁ ଦିପ୍ତେଓ ତାକୁ...

ଦୁର୍ଦ୍ଦିନରେ ଟସର ବୁଣାକାର

ବାଲେଶ୍ୱର ଅଫିସ, ୧୩।୮-ଟସରରେ ପ୍ରସ୍ତୁତ ଧୋତି, ଶାଢ଼ି, ଯୋଡ଼, ସ୍କାର୍ଫ, ଉତ୍ତରୀୟ, ଶାର୍ଟ କପଡ଼ା, ଚାଦର ଆଦି ତିଆରି କରି ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବୁଣାକାର ଏବେ ଦୁର୍ଦ୍ଦିନ ମଧ୍ୟରେ କାଳାତିପାତ କରୁଛନ୍ତି। ଗତ ୪ ମାସ...

‘ଔଷଧର ନାଁ କ୍ୟାପିଟାଲ ଲେଟରରେ ଲେଖ’

କଟକ ଅଫିସ,୧୩।୮: ଏକ ଅନ୍ତରୀଣ ଜାମିନ ଆବେଦନର ଶୁଣାଣିବେଳେ ଡାକ୍ତରମାନଙ୍କ ଖରାପ ହସ୍ତାକ୍ଷରକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଡାକ୍ତରମାନେ ଛୋଟ ଅକ୍ଷରରେ ଔଷଧ ନାଁ ଲେଖୁଥିବା ଯୋଗୁ କେବଳ ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟ ନୁହନ୍ତି, ବରଂ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri