ଆମ ଜିଲା ଖବର

ସମ୍ବଲପୁର ଜିଲାର ପ୍ରଥମ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ସମ୍ବଲପୁର,୧୨।୮(ବ୍ୟୁରୋ): ସମ୍ବଲପୁର ଜିଲାରେ ପ୍ରଥମ କରୋନା ଯୋଦ୍ଧା ରେଙ୍ଗାଲି ଥାନାର କନଷ୍ଟେବଳ ପେଟ୍ରସ ଟିଗା (୪୦)ଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍‌ ଗୁରୁତର ହୋଇପଡ଼ିବା ପରେ ତାଙ୍କୁ ବୁର୍ଲା ମେଡିକାଲ ନିଆଯାଇଥିଲା। ସେଠାରେ କରୋନା...

ହାଇକୋର୍ଟଙ୍କୁ ପୁରୁଣା ମାମଲା ଅଡୁଆ

କଟକ ଅଫିସ,୧୨ା୮: ବହୁ ପୁରୁଣା ମାମଲାଗୁଡ଼ିକର ଶୁଣାଣି ବେଳେ ଏବେ ହାଇକୋର୍ଟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ମାମଲାଗୁଡ଼ିକ ପ୍ରାୟ ୧୬ରୁ ୨୦ ବର୍ଷ ହେଲା ଗଡୁଥିବା ବେଳେ ଆବେଦନକାରୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳୁନି। ଅନେକ ମାମଲାରେ ଆବେଦନକାରୀ...

ବଡ଼ଭାଇ ପରିବାରକୁ ମୂଳପୋଛ ଉଦ୍ୟମ

ବାମରା,୧୨।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ୍‌ ବାଉଁଶଲଗା ପଞ୍ଚାୟତ ତାଳଡ଼ିହି ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ନିଜ ବଡ଼ଭାଇ, ଭାଉଜ ଓ ପୁତୁରାକୁ ଆକ୍ରମଣ କରିବା ପରେ ଘରପାଖ ଅଙ୍ଗନଓ୍ବାଡି କେନ୍ଦ୍ର ପାଇଖାନା ଟାଙ୍କିରେ...

ଅନୁଗୋଳ ବଜାରରେ ହସ୍‌ଭର୍ନା ବାଇକ୍‌

ଅନୁଗୋଳ ଅଫିସ୍‌, ୧୨।୮ – ଅନୁଗୋଳ ବଜାରରେ ହସ୍‌ଭର୍ନା ମୋଟର ସାଇକେଲ ପ୍ରବେଶ କରିଛି। ଏହି ହସ୍‌ଭର୍ନା ଭିଟ୍‌ପିଲେନ୍‌ ଓ ସ୍ବାଟ୍‌ପିଲେନ୍‌ ଗାଡ଼ି ୨୫୦ ସିସିର ଉପଲବ୍ଧ ରହିଛି। ଅନୁଗୋଳ କେଟିଏମ୍‌ ଶୋ’ରୁମ୍‌ରେ ଏହି ମଡେଲ୍‌ ଗ୍ରାହକ ପାଇପାରିବେ। କେଟିଏମ୍‌...

ମଥା ଟେକିପାରୁନି ମନୋରଞ୍ଜନ ମାଧ୍ୟମ

ଉପେନ୍ଦ୍ର ରାଉତ ବଅଁରପାଳ,୧୨ା୮ – କାମର ଚାପ ହ୍ରାସ ପାଇଁ ହେଉ ଅବା ସୁସ୍ଥ ଜୀବନଯାପନ, ସଭିଙ୍କୁ ଲୋଡ଼ା ମନୋରଞ୍ଜନ। କିନ୍ତୁ ୫ ମାସ ହେଲା କରୋନା କଟକଣା ପାଇଁ ମନୋରଞ୍ଜନର ଏକ ବଡ଼ ମାଧ୍ୟମ ସିନେମା ହଲ୍‌ରେ ପକାଇ...

କ୍ରୀଡ଼ାରେ କରୋନା ବେଡ଼ି

ଢେଙ୍କାନାଳ ଅଫିସ, ୧୨।୮ –  କରୋନା ମାଡ଼ରେ ଦୋହଲିଯାଇଛି ସମଗ୍ର କ୍ରୀଡ଼ାଜଗତ। ଦୀର୍ଘ ୫ମାସ ହେଲା ଷ୍ଟାଡିୟମ ଶୂନଶାନ। ସଂକ୍ରମଣ ଆଶଙ୍କାରେ ବନ୍ଦ ହୋଇଯାଇଛି ସମସ୍ତ ପ୍ରତିଯୋଗିତା। କ୍ରୀଡ଼ାବିତ୍‌ଙ୍କ ଗହଳଚହଳରେ ଫାଟିପଡ଼ୁଥିବା ଅଭ୍ୟାସସ୍ଥଳ ନୀରବି ଯାଇଥିବାବେଳେ ହାତବାନ୍ଧି ବସିଛନ୍ତି ପେସାଦାର...

ବ୍ରହ୍ମପୁର ପୋଲିସ ଜିଲାରେ ୧୧୬ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୧୨ା୮- ଗଞ୍ଜାମ ଜିଲାରେ କରୋନା ଭୟାଭୟ ସ୍ଥିତିରେ ପହଞ୍ଚିଛି। ଅଗଷ୍ଟରେ ମଧ୍ୟ ଏଭଳି ସ୍ଥିତି ଜାରି ରହିଛି। ଏହିଧାରାରେ ବ୍ରହ୍ମପୁର ପୋଲିସ ଜିଲାରେ କରୋନା ଯୋଦ୍ଧା ଭାବେ ପରିଚିତ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସଂକ୍ରମିତ ହୋଇଛନ୍ତି। ବ୍ରହ୍ମପୁର...

ଘାଇରୁ ପାଣି ନେବାକୁ କେନ୍ଦ୍ର କରି ୨ ଗ୍ରାମବାସୀ ମୁହଁ।ମୁହିଁ

ବୁଗୁଡ଼ା,୧୨ା୮(ଡି.ଏନ୍‌.ଏ.)- ଘାଇରୁ ପାଣି ନେବାକୁ କେନ୍ଦ୍ରକରି ଦୁଇ ଗ୍ରାମବାସୀ ମୁହଁ।ମୁହିଁ ହେବା ପରେ ବିଭାଗୀୟ କର୍ତ୍ତୃପକ୍ଷ ପହଞ୍ଚତ୍ ସମାଧାନ କରିଛନ୍ତି। ଏଭଳି ଘଟଣା ଘଟିଛି ବୁଗୁଡା ଅଞ୍ଚଳରେ। ପ୍ରକାଶ ଯେ, କ୍ଷୁଦ୍ର ଜଳସେଚନ ବିଭାଗ ଅଧିନରେ ଥିବା ଜାଉପାଣିଆ ଘାଇ...

ସ୍କୁଲ ଖୋଲିଲେ ପିଲାଙ୍କୁ ଛାଡ଼ିବେନି ଅଭିଭାବକ

ଭଞ୍ଜନଗର,୧୨।୮(ଡି.ଏନ୍‌.ଏ.)- କେନ୍ଦ୍ର ସରକାର ସେପ୍ଟେମ୍ବରରେ ବିଦ୍ୟାଳୟ ଖୋଲିବା ପାଇଁ ଯୋଜନା କରୁଛନ୍ତି। ଏନେଇ ଅଭିଭାବକଙ୍କ ଫିଡ୍‌ବ୍ୟାକ୍‌ ମଗାଯିବ। କିନ୍ତୁ ଶେଷ ନିଷ୍ପତ୍ତି ରାଜ୍ୟ ସରକାର ନେବେ। ଏଭଳି ପରିସ୍ଥିତିରେ ସ୍କୁଲ ଖୋଲିଲେ ପିଲାମାନଙ୍କୁ ବିଦ୍ୟାଳୟ ନଛାଡିବାକୁ ଭଞ୍ଜନଗର ଅଞ୍ଚଳର ଅଧିକାଶଂ...

ପାରିବାରିକ ଗଣ୍ଡଗୋଳ, ଅଢେଇ ବର୍ଷର ଝିଅର ହାତ କଟିଲା

ଖଇରା,୧୨ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ଥାନା ଅଧୀନ ପାଇକପଡା ଗ୍ରାମରେ ଭାଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ବେଳେ ପୀଉସାଙ୍କ ଭୁଜାଲି ଆକ୍ରମଣରେ ଝିଆରୀ ଦୀପାଳି(୨ବର୍ଷ ୬ମାସ)ର ଡାହାଣ ହାତ କଟିଯାଇଛି। ସେହିଭଳି ଦୀପାଳିଙ୍କୁ କାଖେଇଥିବା ତାଙ୍କ ବାପାଙ୍କ ମଧ୍ୟ ହାତ ପାପୁଲି...

ନୂଆଁଖାଇ ପାଇଁ ସମ୍ବଲପୁରରେ ହଟିଲା ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା: ୩ ଦିନ ପାଇଁ ନିୟମ ବାତିଲ

ସମ୍ବଲପୁର,୧୧।୮(ବ୍ୟୁରୋ): ବଦଳିଲା ଶଟ୍‌ଡାଉନ୍‌ ନିୟମ। ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଏବଂ ଅଗଷ୍ଟ ୨୩ ନୂଆଁଖାଇରେ ଶଟ୍‌ଡାଉନ୍‌ ହେବନାହିଁ ସମ୍ବଲପୁର। ଏହାକୁ ନେଇ ୩ ଦିନ ଅଗଷ୍ଟ ୧୫,୨୨ ଓ ୨୩ ତାରିଖରେ ଶଟ୍‌ଡାଉନ୍‌ କଟକଣାକୁ ବାତିଲ କରାଯାଇଛି। ଏହା...

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଉଛି। ସେଥିରୁ ୮୭୦...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri