ଆମ ଜିଲା ଖବର

ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨...

କରୋନା ନେଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ଦିଗପହଣ୍ଡି,୧୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ଯୁବ ଇଞ୍ଜିନିୟର ୟୁ.ସତ୍ୟନାରାୟଣ ରାଓ (୩୭) କରୋନାରେ ସଂକ୍ରମିତ ହୋଇ ସୋମବାର ମୃତ୍ୟୁବରଣ କରିଛନ୍ତି। ତାଙ୍କ ବାପା ୟୁ.ଶଙ୍କର ରାଓଙ୍କ ଗତ ୧୪ ତାରିଖରେ ମୃତ୍ୟୁ ଘଟିବା ପରେ ବେଙ୍ଗାଲୁରସ୍ଥିତ ସିଏ...

ଧାନ ବିଲ ଭ୍ରମ ସୃଷ୍ଟି କରୁଛି ସ୍ବାସ୍ଥ୍ୟକେନ୍ଦ୍ର ଛାତ

ଖଣ୍ଡପଡା,୧୦ା୮(ସ୍ବ.ପ୍ର.): ସରକାରୀ ବାସଭବନଗୁଡ଼ିକର ମରାମତି ବାବଦରେ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏଠାରେ ରହୁଥିବା କର୍ମଚାରୀଙ୍କ ଦାୟିତ୍ୱ ହୀନତା ଯୋଗୁ ଏହି ବାସଭବନଗୁଡ଼ିକର ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଯାହାର ଉଦାହରଣ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ବାସଭବନ...

ପ୍ରବାସୀ ହେବାକୁ ବାଧ୍ୟ ହେଉଛନ୍ତି ଶ୍ରମିକ

ଯାଜପୁର ଅଫିସ,୧୦।୮: ସାଧାରଣ ଓ ଗରିବ ଲୋକଙ୍କୁ କାମ ଯୋଗାଇ ଆର୍ଥତ୍କ ସ୍ତରରେ ଉନ୍ନତି ଆଣିବା ପାଇଁ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାର୍ଯ୍ୟକାରୀ ହୋଇଛି। ହେଲେ ଏହା ସଫଳତାର ସହ ହେଉ ନ ଥିବାରୁ ଲୋକେ...

ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ବରୀ,୧୦ା୮(ଡି.ଏନ.ଏ): ବନ୍ୟା ସମୟରେ ଲୋକମାନଙ୍କୁ ଉଦ୍ଧାର କରିବାକୁ ବ୍ୟବହୃତ ସରକାରୀ ବୋଟ୍‌ଗୁଡ଼ିକ ରାସ୍ତାକଡ଼ରେ ଦୀର୍ଘ ଦିନ ଧରି ଅଯତ୍ନ ଭାବେ ପଡ଼ିରହିଛି। ବରୀ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଖରସ୍ରୋତାର ଶାଖା ଦୁଧେଇ ନଦୀରେ ବନ୍ୟାଜଳ ପ୍ରବେଶ କରିସାରିଥିବା ବେଳେ...

ବିପଦପୂର୍ଣ୍ଣ ବ୍ରିଜ୍‌, ବାଜିରେ ଜୀବନ

ପୁରୀ ଅଫିସ, ୧୦।୮: ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ। ଓଡ଼ିଶା ମଧ୍ୟରେ ଥିବା ଜାତୀୟ ରାଜପଥ (ଏନ୍‌ଏଚ୍‌)ଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ ବ୍ୟସ୍ତବହୁଳ ରାସ୍ତା। କରୋନା କଟକଣା ପାଇଁ ଯଦିଓ ବର୍ତ୍ତମାନ ଏହି ରାଜପଥରେ ଗାଡ଼ି ଚଳାଚଳ ସଂଖ୍ୟା...

ଗାଁଠାରୁ ସହରରେ ସଂକ୍ରମଣ ଅଧିକ

କଟକ ଅଫିସ,୧୦।୮: କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୫୯୬ ଜଣଙ୍କ ସ୍ବାବ୍‌ ପରୀକ୍ଷା...

ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ସହିତ ଗୁଳି ବିନିମୟ ହୋଇଥିଲା।...

ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସାଧାରଣ ଜନତାଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମାମଲାକୁ...

‘ଓଡ଼ିଶା ମୋ ପରିବାର’ରେ ଫାଟ

ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଜିଲା କଳାକେନ୍ଦ୍ରଠାରେ...

୧୭୪ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ଥିଲେ ପଦକ୍ଷେପ

କଟକ ଅଫିସ, ୧୦ା୮ : ରାଜ୍ୟର ୧୭୪ଟି କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଯେଉଁଠି ନିରାପତ୍ତା ବ୍ୟବସ୍ଥାରେ ତ୍ରୁଟି ଥିବା ନଜରକୁ ଆସିଛି,...

ଅଭାବ ହେଲାଣି ଆଇସିୟୁ

କଟକ ଅଫିସ,୧୦।୮: କରୋନା ସଂକ୍ରମଣରେ ଗୁରୁତର ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ କଟକ ଜିଲାରେ ଆଉ ଇଣ୍ଟେନ୍ସିଭ୍‌ କେୟାର୍‌ ୟୁନିଟ୍‌ (ଆଇସିୟୁ) ନାହିଁ। ସବୁ ଆଇସିୟୁ ଭର୍ତ୍ତି ହୋଇଯାଇଛି। ଜିଲାରେ ଥିବା ୩୪ଟି ଆଇସିୟୁରୁ ସବୁଥିରେ ରୋଗୀଙ୍କ ଚିକିତ୍ସା ଚାଲିଛି। ସେହିଭଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri