ଆମ ଜିଲା ଖବର

ଉଚ୍ଛେଦରେ ସୀମିତ ସମ୍ପ୍ରସାରଣ

ବଇଣ୍ଡା, ୧୦ା୮(ପରିକ୍ଷିତ ସାହୁ):  ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥକୁ ୪ ଲେନ୍‌ କରାଯାଉଛି। ହେଲେ କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ଭାଙ୍ଗମୁଣ୍ଡା ଯାଏ ଦୀର୍ଘ ୪୦ କିଲୋମିଟର ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଥିବା ଅଭିଯୋଗ...

ବଢୁଛନ୍ତି ଅହିରାଜ, ଅଜଗର

ଢେଙ୍କାନାଳ ଅଫିସ, ୧୦।୮: ଢେଙ୍କାନାଳର ପ୍ରାକୃତିକ ପରିବେଶ ସର୍ପବଂଶ ବୃଦ୍ଧିରେ ସହାୟକ ହୋଇଛି। ଏଠାକାର ସଂରକ୍ଷିତ ଜଙ୍ଗଲ, ପାହାଡ଼ ଖୋଲ ସାପଙ୍କ ସୁରକ୍ଷିତ ଆବାସସ୍ଥଳୀ ପାଲଟିଛି। ବୁଦୁବୁଦିଆ ଜଙ୍ଗଲ, ଜମି, ଜଳାଶୟ ଅବବାହିକାରେ ପର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ ମିଳୁଥିବାରୁ ଗତ...

ନଅଣ ପୋଖରୀରେ ବିସର୍ଜନ ହେଲା କବି ବାଞ୍ଛାନିଧିଙ୍କ ଭଗ୍ନ ପ୍ରତିମୂର୍ତ୍ତି

ବାସୁଦେବପୁର, ୧୦ା୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା ପ୍ରଶସ୍ତୀକରଣ ବେଳେ ହାଇସ୍କୁଲ ଛକରେ ଥିବା କବି ତଥା ସ୍ବାଧୀନତା ସଂଗ୍ରାମୀ ବାଞ୍ଛାନିଧି ମହାନ୍ତିଙ୍କ ପ୍ରତିମୂର୍ତ୍ତିକୁ ପ୍ରଶାସନ ଭାଙ୍ଗି ଦେଇଥିବା ବେଳେ ଶହୀଦ ତୀର୍ଥ ଯାତ୍ରୀ ସଂଘ ପକ୍ଷରୁ କବିଙ୍କର ଏହି ଭଗ୍ନ...

ବଦଳୁନି ଆଦିବାସୀଙ୍କ ଜୀବନଧାରା

କେନ୍ଦୁଝର, ୧୦ା୮(ସ୍ବ.ପ୍ର.)-ଆଦିବାସୀଙ୍କ ବିକାଶ ଲାଗି ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି, ହେଲେ ଉପଯୁକ୍ତ ତଦାରଖ ଅଭାବରୁ ସେସବୁ ଫଳପ୍ରଦ ହେଉନାହିଁ। ଫଳରେ ସେମାନଙ୍କ ଜୀବନଧାରା ବଦଳିପାରୁନି। କେନ୍ଦୁଝର ଜିଲାରେ ବଣପାହାଡ଼ ଘେରା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀମାନେ ଏବେବି...

ଜୁଲାଇ ତୃତୀୟ ସପ୍ତାହରୁ ଗଞ୍ଜାମ ଜିଲାରେ କମୁଛନ୍ତି ଆକ୍ରାନ୍ତ

ଛତ୍ରପୁର,୧୦ା୮(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ନେଇ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ଗ୍ରାଫ୍‌ ଓ ତଥ୍ୟ ମାଧ୍ୟମରେ ରବିବାର ସୂଚନା ଦିଆଯାଇଛି। ଗତ ସପ୍ତାହକ ମଧ୍ୟରେ ଟେଷ୍ଟ ଅଧିକ ହୋଇଥିବା ବେଳେ ସେହି ତୁଳନାରେ...

ମଧୁର ଜଳ ମୁକ୍ତା ଚାଷ

ବାରିପଦା ଅଫିସ, ୧୦।୮- କରୋନା ଯୋଗୁ ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା। ଏହିଭଳି ପରିସ୍ଥିତିରେ ନିଜେ ଆତ୍ମନିର୍ଭରଶୀଳ ହେବା ସହ ୩୫ ଜଣଙ୍କୁ ରୋଜଗାର ଯୋଗାଇ ଦେବା କମ୍‌ ବଡ଼ କଥା ନୁହେଁ। ଆତ୍ମନିଭରଶୀଳତାର ମାର୍ଗ ଦେଖାଇ ଅନ୍ୟମାନଙ୍କ ପାଇଁ ପ୍ରେରଣା...

କ୍ରାନ୍ତି ଦିବସରେ ୩ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧନା

ଧାମନଗର, ୧୦ା୮(ଡି.ଏନ.ଏ.)-କ୍ରାନ୍ତି ଦିବସ ଉପଲକ୍ଷେ ଭଦ୍ରକ ଜିଲା ଧାମନଗର ବ୍ଲକର ୩ଜଣ ବରିଷ୍ଠ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସଂଗ୍ରାମୀ ରାମହରି ଗୋସ୍ବାମୀ, ବ୍ରଜକିଶୋର ରାଉତ ଏବଂ ଗୌରିଶ୍ୟାମ ଗୋସ୍ବାମୀଙ୍କୁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ମାନପତ୍ର ଓ ଉପଢୌକନ ଜିଲାପାଳଙ୍କ...

ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ ମଧ୍ୟ କରୋନା ପଶିଥିବା ଜଣାପଡ଼ିଛ। ଜେଲର୍‌ ସମେତ ଉପକାରାଗାରରେ ୬ଜଣ ସଂକ୍ରମିତ ହୋଇଥିବା...

ଗୁଣିଆ ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା

ମାଲକାନଗିରି,୯ା୮(ଡି.ଏନ.ଏ/ସ୍ବ.ପ୍ର.)-ମାଲକାନଗିରି ସଦର ଥାନା ତୁମସାପାଲି ଗ୍ରାମରେ ଗୁଣିଆ ସନ୍ଦେହରେ ଜଣେ ବୃଦ୍ଧାଙ୍କୁ ଶନିବାର ରାତିରେ ହତ୍ୟା କରାଯାଇଛି। ତାଙ୍କ ନାମ ମୁକା ମାଡକାମୀ (୫୫)। ସେ ଘରେ ଶୋଇଥିବା ବେଳେ ଗ୍ରାମର ରାମା ସୋଡି (୬୦) ଏକ ଧାରୁଆ ଅସ୍ତ୍ରରେ...

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର,୯ା୮(ବ୍ୟୁରୋ)-ହୀରାକୁଦ ଡ୍ୟାମ୍‌ର ଜଳସ୍ତର ରବିବାର ସନ୍ଧ୍ୟା ସୁଦ୍ଧା ୬୦୮.୫୮ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୪୯ ହଜାର ୪୬୨ କ୍ୟୁସେକ ଜଳ ପ୍ରବେଶ କରୁଛି । ଡାହାଣ ପାର୍ଶ୍ୱର ୩ଟି ଓ ବାମ ପାର୍ଶ୍ୱର...

ମୁମ୍ବାଇରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୯ା୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଭୀମପୁର ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେ ହେଲେ ଲୋକନାଥ ସାହୁ (୫୫)। ଲୋକନାଥ ମୁମ୍ବାଇରେ ପରିବାର ସହ ରହୁଥିଲେ। ଗତ ୬ ତାରିଖରେ ଅସୁସ୍ଥତା ଯୋଗୁ ତାଙ୍କର...

ଗତ ସପ୍ତାହରେ କଣ୍ଟେନମେଣ୍ଟ ଜୋନ୍‌ରୁ ୨୯୮ ଆକ୍ରାନ୍ତ ଚିହ୍ନଟ: ସିଏମ୍‌ସି କମିଶନର

କଟକ ଅଫିସ,୯ା୮-କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୫୯୬ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri