ଆମ ଜିଲା ଖବର

ନାଲ୍‌କୋକୁ ଘରୋଇକରଣ ଚକ୍ରାନ୍ତ ବିରୋଧରେ ଶ୍ରମିକ ସଂଗଠନର ବିକ୍ଷୋଭ

ବଅଁରପାଳ,୯ା୮(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋକୁ ଘରୋଇକରଣ କରିବା ପାଇଁ ଚକ୍ରାନ୍ତ କରାଯାଉଥିବା ବିଭିନ୍ନ ଶ୍ରମିକ ସଂଘ ପକ୍ଷରୁ ଅଭିଯୋଗ ହେଉଛି। କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ଏବଂ ରାଷ୍ଟ୍ରାୟତ ଉଦ୍ୟୋଗ ସେବାମୂଳକ ସଂସ୍ଥାର ଘରୋଇକରଣ...

ମନ୍ଦିର ହୁଣ୍ଡି ଭାଙ୍ଗି ୧୨ ହଜାର ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ପଞ୍ଚାୟତ ଧାନ୍ୟରାଶି ଗ୍ରାମ ଶ୍ରୀ ଚନ୍ଦ୍ରକଳ୍ପେଶ୍ୱର ଶୈବପୀଠର ଦାନ ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତମାନେ ୧୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଚୋରି କରିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘଦିନ ହେଲା ଭକ୍ତମାନେ ଶୈବପୀଠକୁ ଯାଉ...

ଲଗାଣବର୍ଷାରେ ପୋଲ ଉପରେ ୩ ଫୁଟର ପାଣି

ମାଲକାନଗିରି,୯ା୮(ଡି.ଏନ୍‌.ଏ.): ବାଲିମେଳା ମୁଖ୍ୟ ରାସ୍ତାର ଏମ୍‌ଭି-୩୭ଠାରେ ରବିବାର ପୋଲ ଉପରେ ପ୍ରାୟ ୩ ଫୁଟ ଉପରେ ପାଣି ଚାଲୁଥିବାର ଦେଖିବାକୁ ମିଳିଛି। ତେବେ ଉପର ମୁଣ୍ଡରୁ ପାଣି ଅତ୍ୟଧିକ ମାତ୍ରାରେ ଆସୁଥିବା ହେତୁ ବନ୍ୟାଜଳ ପୋଲ ଉପରେ ଚାଲୁଛି। ଫଳରେ...

ନୂଆଁଖାଇରେ କୋଭିଡ୍‌ କଟକଣା କୋହଳ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ପଶ୍ଚିମ ଓ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ କୋଭିଡ୍‌ କଟକଣା କୋହଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି। ସେହି ଚିଠିରେ ଏମ୍‌ପି ଉଲ୍ଲେଖ କରିଛନ୍ତି ଯେ,...

‘ଏମ୍‌ପି ସୁରେଶ ପୂଜାରୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ କ୍ୱାରାଣ୍ଟାଇନ୍‌ରେ ରୁହନ୍ତୁ’

ଝାରସୁଗୁଡ଼ା ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କ କରୋନା ପଜିଟିଭ୍‌ ଆସିଥିବା ଶନିବାର ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ଏଥିପାଇଁ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ତେବେ ଝାରସୁଗୁଡ଼ା ଗସ୍ତରେ ଆସିଥିବା...

ଗନ୍ଧମାର୍ଦ୍ଧନରେ ଯବାନ-ମାଓବାଦୀ ଗୁଳି ବିନିମୟ: ୪ ମାଓବାଦୀ କ୍ୟାମ୍ପ ଠାବ

ବରଗଡ଼ ଅଫିସ,୯।୮: ବରଗଡ଼ ଜିଲା ପାଇକମାଳ ନିକଟ ଗନ୍ଧମାର୍ଦ୍ଧନ ସଂରକ୍ଷିତ ଜଙ୍ଗଲରେ ଶନିବାର ଯବାନ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ତେବେ ଏଥିରେ କେହି ମୃତାହତ ହୋଇଥିବା ଏଯାବତ୍‌ ଜଣାପଡି ନାହିଁ। ଅନ୍ୟପକ୍ଷରେ ଗନ୍ଧମାର୍ଦ୍ଧନରୁ ୪ଟି ମାଓବାଦୀ କ୍ୟାମ୍ପ...

ବୁଗୁଡ଼ାରେ ଶଟଡାଉନ୍‌: ସହରରେ ଧରପଗଡ଼ କଡ଼ାକଡ଼ି

ବୁଗଡ଼ା,୯।୮:(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସପ୍ତାହକୁ ୨ ଦିନ ଯଥା ଶନିବାର ଏବଂ ରବିବାର ଶଟଡାଉନ ଘୋଷଣା କରାଯାଇଛି। ଏ ନେଇ ବୁଗୁଡ଼ା ସହରର ରାସ୍ତା ଘାଟ ଜନଶୂନ୍ୟ ହୋଇ...

ଅଗଷ୍ଟ ୧୨,୧୩ ତାରିଖ ବନ୍ଦ ରହିବ ଜୁନାଗଡ଼ ସହର: ଜାଣନ୍ତୁ କାହିଁକି

ଜୁନାଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଛି । ଏ ନେଇ ସହରକୁ ଶଟଡାଉନ ଘୋଷଣା କରି ସ୍କ୍ରିନିଂ କରିବା ପାଇଁ ସହରବାସୀ ଦାବି କରିଥିଲେ। ତେବେ କଳାହାଣ୍ଡି ଜିଲାପାଳ ଡା....

ସାନଭାଇଙ୍କ ଆତ୍ମହତ୍ୟା ଖବର ପାଇ ବଡଭାଇ କଲେ ଏମିତି

ଧର୍ମଗଡ,୯।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପ୍ରଥମେ ସାନ ଭାଇ ଆତ୍ମହତ୍ୟା କରିଥିବା ବେଳେ ବଡ ଭାଈ ଦେହରେ କିରୋସିନ ଢାଳି ନିଆଁ ଲଗାଇ...

ଜିଲା କଂଗ୍ରେସ ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ

କେନ୍ଦୁଝର,୯ା୮(ସ୍ବ.ପ୍ର.): ଦେଶର ମହାପୁରୁଷଙ୍କ ତ୍ୟାଗ ଓ ବଳିଦାନ ପାଇଁ ରବିବାର ସ୍ଥାନୀୟ କଂଗ୍ରେସ ଭବନଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ‘ଅଗଷ୍ଟ କ୍ରାନ୍ତି ଦିବସ’ ପାଳିତ ହୋଇଯାଇଛି। ମହାପୁରୁଷଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ସେହିପରି ଯୁବ କଂଗ୍ରେସ ପକ୍ଷରୁ ‘ଯୁବ...

ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ: ଜାଣନ୍ତୁ ଗୋଟିଏ ଦିନରେ କେତୋଟି ରହିଛି ଲୋକାଲ କେସ୍‌

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲାରେ ରବିବାର ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୯୧୫ ଛୁଇଁଛି। ରବିବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ଜଣେ ଚିହ୍ନଟ ହୋଇଥିବା...

ଆଗକୁ ଆସୁଛି ପାର୍ବଣୟ ଋତୁ: ଦୋଛକିରେ ଜରିମେଢ଼ କାରିଗରଙ୍କ ଜୀବିକା

ଚୌଦ୍ୱାର,୯। ୮(ଡି.ଏନ୍‌.ଏ): ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ସଂକ୍ରମଣ ରୋକିବା ଲାଗି ସରକାର ଲକଡାଉନ, ଶଟ୍‌ଡାଉନ ନୀତି ଆପଣାଉ ଥିବାରୁ ସାଧାରଣ ଲୋକଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରବାସୀ ଓଡ଼ିଆ ରୋଜଗାର ଆଶାରେ ପୁଣି ଅନ୍ୟ ରାଜ୍ୟକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri