ଆମ ଜିଲା ଖବର

ବରଗଡ଼ ଏମ୍‌ପିଙ୍କୁ କରୋନା

ବରଗଡ଼ ଅଫିସ,୮।୮: ବରଗଡ଼ ଏମ୍‌ପି ତଥା ଭାଜପା ନେତା ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କୋଭିଡ-୧୯ ଲକ୍ଷଣ ନ ଥାଇ ମଧ୍ୟ ସେ ଶୁକ୍ରବାର ନିଜର ପରୀକ୍ଷା କରାଇଥିଲେ।...

କେନ୍ଦୁଝରରେ ୫ ଦିନରେ କରୋନା ନେଲାଣି ୪ ଜୀବନ

କେନ୍ଦୁଝର,୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶନିବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଗତ ୫ ଦିନରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାରୁ ଜିଲାବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି।...

କଟକ @୧୫୪୬: ବେହେରା ସାହିରେ ମାଡ଼ିଲା କରୋନା; ଆଜି ଚିହ୍ନଟ ହେଲେ…

କଟକ ଅଫିସ,୮।୮: ବେଳକୁ ବେଳ କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର କଟକରୁ ଆଉ ୭୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୫୪୬ରେ ପହଞ୍ଚିଛି। ସେଥିରୁ ୭୬୩ଜଣ...

ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେଲେ ବଲାଙ୍ଗୀରର ଓ୍ବିଙ୍ଗ୍‌ସ କମାଣ୍ଡର ନିଖିଲ ରଥ

ବଲାଙ୍ଗୀର ଅଫିସ,୮ା୮: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ ପାଇଁ ବଲାଙ୍ଗୀରର ସୁପୁତ୍ର ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ରଥ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ମିଶନ୍‌ ପାଇଁ ତାଙ୍କ ନାମ ଶର୍ଟଲିଷ୍ଟ ହୋଇଥିବା ଜାଣିବା ପରେ...

୪୮ ଘଣ୍ଟା ପାଇଁ କାହିଁକି ବନ୍ଦ ହେଲା ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଓପିଡ଼ି ସେବା, ଜାଣନ୍ତୁ

ଭଦ୍ରକ ଅଫିସ,୮।୮: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଓପିଡି ସେବାକୁ ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଛି l ଜଣେ କାର୍ଯ୍ୟରତ ଡାକ୍ତର କୋରୋନା ପଜିଟିଭ୍‌ ଚିହ୍ନଟ ପରେ ମୁଖ୍ୟ ଚିକିତ୍ସାଳୟରେ ଏହି ସେବାକୁ ବନ୍ଦ ରଖାଯାଇଥିବା ସିଡିଏମଓ ଡ....

ଏହି ମାଓବାଦୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ: ୨୦୧୯ ବିସ୍ଫୋରଣରେ ଥିଲା ହାତ

କୋରୁକୋଣ୍ଡା,୮।୮(ଡି.ଏନ୍‌.ଏ.): ମାଲକାନଗିରି ପୋଲିସ ପକ୍ଷରୁ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେ ହେଲେ ସମରା ବଜ। ସମରା ଦୀର୍ଘ ଦିନରୁ ମାଓବାଦୀ ସଙ୍ଗଠନ ପାଇଁ କାର୍ଯ୍ୟ କରି ଆସୁଥିଲେ। ସମରା ମାଲକାନଗିରି ଜିଲାର ବଜଗୁଡା ଗ୍ରାମରେ ରହୁଥିଲେ। ସେ ମାଓବାଦୀ...

ଗଞ୍ଜାମରେ ମୃଦୁ ଭୂମିକମ୍ପ: ଭୟରେ ଘରୁ ବାହାରକୁ ପଳାଇଲେ ଲୋକେ

ପାତ୍ରପୁର,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର କିଛି ଗ୍ରାମରେ ଶନିବାର ସକଳେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବ୍ଲକର ଖାରିଆଗୁଡ଼ା, ତୁରୁବୁଡି, ସୁରଙ୍ଗି, ମନ୍ଦରଡା, ପଦାଦିଗି, ତଣ୍ଡିପୁର, ଆଙ୍କୁଲି ପଞ୍ଚାୟତର ବିଭିନ୍ନ ଗ୍ରାମ ସହ ଚିକିଟି ବ୍ଲକ, ଆନ୍ଧ୍ରର ଇଛାପୁର...

କୋଭିଡ୍‌ ପରିସ୍ଥିତିର ସମୀକ୍ଷା କଲେ ଆର୍‌ଡିସି

ପୁରୀ ଅଫିସ, ୮।୮: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଅନିଲ କୁମାର ସାମଲ ପୁରୀ ଜିଲା କୋଭିଡ୍‌ ପରିସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସ୍‌ ପରିସରରେ ଶୁକ୍ରବାର ଆୟୋଜିତ ସମୀକ୍ଷା ବୈଠକରେ ଆର୍‌ଡିସି ସାମଲ ପୁରୀ ଜିଲାରେ କରୋନା ମୁକାବିଲା...

‘ଶୂନ’ ମୃତ୍ୟୁ, ପ୍ଲାଜ୍‌ମା ଦାନ ପ୍ରାଥମିକତା

କଟକ ଅଫିସ,୮।୮: କଟକ ଜିଲାରେ ପ୍ଲାଜ୍‌ମା ସଂଗ୍ରହ ବ୍ୟାପକ କରାଯିବ। ଏନେଇ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବୈଠକ ବସିଥିଲା। ଏଥିରେ ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା...

ପୁନଃ ଲିଜ୍‌ ସରିଲା, ସ୍ଥାନାନ୍ତର ହେଲାନି

ଯାଜପୁର ଅଫିସ,୮।୮: ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଓ ୫୩ ନମ୍ବର ଜାତୀୟ ରାଜପଥର ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତରଣ ସମସ୍ୟା ଅସମାହିତ ହୋଇରହିଛି। ଅବଧି ସରିବାର ପ୍ରାୟ ଅଢେଇ ମାସ ପରେ ପାଣିକୋଇଲି ଟୋଲପ୍ଲାଜାର ପୁନଃ...

ନଗଡ଼ାକୁ ପକ୍କାରାସ୍ତା ପାଇଁ ରିପୋର୍ଟ ବାଧକ

ଯାଜପୁର ଅଫିସ୍‌,୮ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାଜନିତ ଶିଶୁମୃତ୍ୟୁ ଘଟଣା ୨୦୧୬ ଜୁଲାଇରେ ସାରା ଦେଶରେ ଚହଳ ପକାଇଥିଲା। ଏଥିଯୋଗୁ ରାଜ୍ୟ ଓ କେନ୍ଦ୍ର ସରକାର ମୁଣ୍ଡେଇଥିବା ବଦନାମକୁ ଲିଭାଇବା ପାଇଁ ଆପ୍ରାଣ ଉଦ୍ୟମ କରିଥିଲେ। ସରକାର...

ସ୍ଥାୟୀ ପଦବୀ ଘୋଷଣା ଦାବିରେ ବିକ୍ଷୋଭ

ଭଦ୍ରକ ଅଫିସ, ୮ା୮- ଦେଶବାସୀ କରୋନା ମହାମାରୀ କବଳିତ ହୋଇଥିବା ବେଳେ କେନ୍ଦ୍ର ସରକାର ଦରଦାମକୁ ନିୟନ୍ତ୍ରଣ କରୁନାହିଁ। ସରକାରୀ ଶିଳ୍ପ କଳ କାରଖାନାକୁ ବେପାରୀଙ୍କୁ ଟେକି ଦେଉଛି। ବ୍ୟାଙ୍କ, ରେଳ, ଉଡ଼ାଜାହାଜ ଓ ଜୀବନବୀମା ସବୁଠି ପୁଞ୍ଜି ପ୍ରତ୍ୟାହାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri