ଆମ ଜିଲା ଖବର

ଭଦ୍ରକ ଗାନ୍ଧୀପଡ଼ିଆରେ ଭୂମିପୂଜନ: ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ

ଭଦ୍ରକ ଅଫିସ,୬ା୮- ଅଯୋଧ୍ୟାରେ ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଉପଲକ୍ଷେ ବୁଧବାର ଭୂମି ପୂଜନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଐତିହାସିକ କାର୍ଯ୍ୟକୁ ଅଧିକ ସ୍ମରଣୀୟ ଏବଂ ସ୍ବାଗତ କରିବା ଉଦ୍ଦେଶ୍ୟରେ ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି...

ସଙ୍କଟରେ କୁମ୍ଭକାର ପରିବାର

କେନ୍ଦୁଝର, ୬ା୮ (ସ୍ବ.ପ୍ର.)-ଖରାଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇବା ପାଇଁ ଖୋଜା ପଡେ ହାଣ୍ଡି, ମାଠିଆ, ସୁରେଇ। ସେତେବେଳେ ସମସ୍ତଙ୍କର କୁମ୍ଭକାରମାନଙ୍କ କଥା ମନେପଡ଼େ। ଆଜିକାର ପ୍ଲାଷ୍ଟିକ୍‌, ଷ୍ଟିଲ, ସିଲଭର ବାସନ ଯୁଗରେ ପ୍ରୋତ୍ସାହନ ଅଭାବରୁ ଏହି ବେଉଷା...

ରାସ୍ତାକଡ଼ରେ ଚା’ ବିକୁଛନ୍ତି ଯାତ୍ରା କଳାକାର

ପଦ୍ମପୁର, ୬ା୮(ଡି.ଏନ୍‌.ଏ.): ମହାମାରୀ କରୋନା ବିରୋଧରେ ସାରା ଦେଶ ଲଢ଼ୁଥିବା ବେଳେ ନିମ୍ନ ମଧ୍ୟବିତ୍ତ ପରିବାର ଓ କଳାକାରମାନେ ପେଟକୁ ଦାନା ପାଉନାହାନ୍ତି। ଯାତ୍ରା, ପାଲା, ଦାସକାଠିଆ, ନୃତ୍ୟ ମାଧ୍ୟମରେ ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରୁଥିବା...

ଜବରଦଖଲ ଉଚ୍ଛେଦରେ ପୋତି ହୋଇଗଲା ଡ୍ରେନ, ଘରେ ପଶିଲା ପାଣି

ବଲାଙ୍ଗୀର ଅଫିସ, ୬ା୮:  ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାକଡର ସରକାରୀ ଜମିକୁ ଜବରଦଖଲ ମୁକ୍ତ କରାଯାଇଥିଲା। ଜେସିବି ମେଶିନ୍‌ ଲଗାଇ ବିଭିନ୍ନ ଜବରଦଖଲକାରୀଙ୍କ ଘର, ପାଚେରୀ, ଦୋକାନ ଘର ଭଙ୍ଗାଯାଇଥିଲା। ଜବରଦଖଲ ଉଚ୍ଛେଦ ବେଳେ...

କାଠ ଜବତ ପାଇଁ କୁନ୍ଥକୁନ୍ଥ

ପରଜଙ୍ଗ, ୬।୮(ଡି.ଏନ.ଏ.) ଜଙ୍ଗଲରେ କଟାଯାଇ ପଡ଼ିଛି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ। ସୂଚନା ପାଇ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି ବନ ଅଧିକାରୀ। ହେଲେ କାଠ ଜବତ କରାଯାଉନାହିଁ। କେବଳ କାଠ ଜବତ କଲେ ସମସ୍ୟାର ସମାଧାନ ହେବନି, ବରଂ ଅଭିଯୁକ୍ତଙ୍କୁ...

ବେଆଇନ ପାର୍କିଂରୁ ବଢୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୬ା୮: ଶିଳ୍ପବହୁଳ ଅନୁଗୋଳରେ ଜନସଂଖ୍ୟା ସହ ବଢ଼ିଚାଲିଛି ଯାନବାହନ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ରାସ୍ତାର ପ୍ରଶସ୍ତୀକରଣ କରାଯାଉଛି। କିନ୍ତୁ ରାସ୍ତାପାର୍ଶ୍ୱରେ ବେଆଇନ ପାର୍କିଂ କାରଣରୁ ଏହି ପ୍ରଶସ୍ତୀକରଣର ଲାଭ ମିଳିପାରୁ ନ...

ବାରିପଦାରେ ନିର୍ମାଣ ହେବ ରାମମନ୍ଦିର

ବାରିପଦା ଅଫିସ,୬ା୮- ଅଯୋଧ୍ୟାଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ଚନ୍ଦ୍ରଙ୍କର ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜା କରିଛନ୍ତି। ଏହି ଅବସରରେ ମୟୂରଭଞ୍ଜ ଜିଲା ବାରିପଦାର ଭୁଗୁଡାକଟାଠାରେ ଏକ ରାମ ମନ୍ଦିର ନିର୍ମାଣ ପାଇଁ ବୁଧବାର ସ୍ଥାନ ନିରୂପଣ କରାଯାଇଛି।...

ଭଞ୍ଜନଗରରେ ହେବ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ହେବ। ସେଥିରେ ୧୦ ଆଇସିୟୁ ବେଡ୍‌ ରହିବ। ରାଜ୍ୟ ସରକାର ଏବଂ କଳିଙ୍ଗ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍ସ)ର...

ମାଲଗୋଦାମ ବେପାର ସମୟ ବଦଳିଲା  

କଟକ ଅଫିସ,୫ା୮-ମାଲଗୋଦାମରେ ବେପାର ସମୟରେ ପରିବର୍ତ୍ତନ ହୋଇଛି। ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଏନେଇ ବିଜ୍ଞପ୍ତି ଜାରି କରିଛି। ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ଦୋକାନ ସକାଳ ୭ରୁ ପୂର୍ବାହ୍ନ ୧୦ଟା ଯାଏ ଖୋଲା...

ଗାଁ ମଣ୍ଡପରେ ବୃଦ୍ଧଙ୍କ ଗଳା କାଟି ହତ୍ୟା

ପାଟପୁର,୫ା୮- ଗଞ୍ଜାମ ଜିଲା ପାଟପୁର ଥାନା ପ୍ରତାପଗିରି ଗ୍ରାମ କୋଠଘର ମଣ୍ଡପରୁ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଆର୍‌. ଖରଡା ପାତ୍ର (୬୫)। ଖରଡାଙ୍କ ପୁଅ ଭୀମଙ୍କ ଏତଲାକ୍ରମେ ପାଟପୁର...

କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ

କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ ୧୧୨ ଜଣ ରହିଛନ୍ତି। ୧୧୨ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦...

ଭଞ୍ଜନଗରରେ ହେବ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ

ଭଞ୍ଜନଗର,୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ହେବ। ସେଥିରେ ୧୦ ଆଇସିୟୁ ବେଡ୍‌ ରହିବ। ରାଜ୍ୟ ସରକାର ଏବଂ କଳିଙ୍ଗ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍ସ)ର ମିଳିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri