ଆମ ଜିଲା ଖବର

ପକ୍ଷୀଙ୍କ ପାଇଁ ବସା

କେନ୍ଦୁଝର, ୩।୮(ଡି.ଏନ.ଏ.)- ପୃଥିବୀରେ ବାସ କରିବାର ଅଧିକାର କେବଳ ମଣିଷର ନୁହେଁ ସମସ୍ତ ଜୀବଙ୍କର ରହିଛି। ନିଜକୁ ସବୁବେଳେ ଶ୍ରେଷ୍ଠ ଭାବେ ଘୋଷଣା କରୁଥିବା ମଣିଷର ନିଜ ଜାଣତରେ ହେଉ ବା ଅଜାଣତରେ ଅନେକ ସରଳ ଜୀବଙ୍କୁ ଶେଷ କରୁଛି...

ଫିଟିଲାନି ରତ୍ନଭଣ୍ଡାର ଚାବି ଗୁମର

ପୁରୀ ଅଫିସ,୩।୮: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର। ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଇତିମଧ୍ୟରେ ୩୫ ବର୍ଷ ବିତିଲାଣି। ସେବେଠାରୁ ରତ୍ନଭଣ୍ଡାର ଖୋଲାଯାଇ ନାହିଁ କି ମହାପ୍ରଭୁଙ୍କ ରତ୍ନଅଳଙ୍କାର ଯାଞ୍ଚ ମଧ୍ୟ ହୋଇପାରିନି। ସବୁଠୁ...

ଶ୍ରାବଣରେ କ୍ଷେତ ଫାଟି ଆଁ: ୬୧%ରୁ କମ୍‌ ବର୍ଷା

ପାଟଣା,୩।୮( ସ୍ବ.ପ୍ର.)-କେନ୍ଦୁଝର ଜିଲାର ୮୦ ପ୍ରତିଶତ ଅଧିବାସୀ ମୁଖ୍ୟତଃ କୃଷି ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ଚଳିତ ବର୍ଷ କରୋନା ଯୋଗୁ ସବୁ କାମଧନ୍ଦା ମାନ୍ଦା ପଡ଼ିଥିବା ବେଳେ ଲୋକଙ୍କର ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ପଡ଼ିଛି। ଏଭଳି...

ରାତି ୭ରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ

ଭଦ୍ରକ ଅଫିସ,୩ା୮- ଅଗଷ୍ଟ ୧ ତାରିଖଠାରୁ ଅନ୍‌ଲକ୍‌-୩ ଆରମ୍ଭ ହୋଇଛି। ଏଥିରେ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣାକୁ କୋହଳ କରାଯାଇଥିବା ବେଳେ ଆଉ କେତେକ କଟକଣା ଅନ୍‌ଲକ-୨ ଭଳି ବଳବତ୍ତର ରହିଛି। ଜିଲାପାଳ ଡ. ଜ୍ଞାନ ରଞ୍ଜନ...

ନୀଳଗିରି କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସିଲ୍‌

ସଜନାଗଡ଼,୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ନୀଳଗିରିରେ ଥିବା ଗୋଷ୍ଠୀ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଜଣେ କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ନୀଳଗିରି ପ୍ରଶାସନ ପକ୍ଷରୁ...

ଚିକିତ୍ସା ନ ପାଇ ରୋଗୀ ମୃତ୍ୟୁ ଅଭିଯୋଗ ଘଟଣା: ୪୮ ଘଣ୍ଟା ମଧ୍ୟରେ ରିପୋର୍ଟ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଅନୁଗୋଳ ଅଫିସ, ୩ା୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଶୁକ୍ରବାର ରାତିରେ ଆସିଥିବା ସମଲ ଅଞ୍ଚଳର ବାଦଲ ଦଳାଇ(୪୬)ଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ ହୋଇଥିଲା। ଘଟଣାର ରିପୋର୍ଟ ୪୮ ଘଣ୍ଟା ମଧ୍ୟରେ ଦେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ...

ଚିତ୍ରଡ଼ା ପଞ୍ଚାୟତ ହେଲା ଶଟ୍‌ ଡାଉନ

ଚିତ୍ରଡ଼ା,୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତକୁ ସରପଞ୍ଚ ଦୁଲାରୀ ମାରାଣ୍ଡି ଆସନ୍ତା ୪୮ ଘଣ୍ଟା ପାଇଁ ଶଟ୍‌ ଡାଉନ ଘୋଷଣା କରିଛନ୍ତି। ପଞ୍ଚାୟତର ଜଣେ ଡ୍ରାଇଭର କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ...

ମହାପ୍ରୟାଣ ଗାଡି ମିଳିଲାନି: ଅଟୋରେ ବୁହାହେଲା ମୃତଦେହ

ରାଇକିଆ,୨ା୮(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁପରେ ମହାପ୍ରୟାଣ ଗାଡି ନ ମିଳିବାରୁ ଅଟୋରେ ପରିବାର ଲୋକେ ମୃତଦେହ ଆଣିଛନ୍ତି। କ.ନୂଆଗଁା ବ୍ଲକ ଚାଞ୍ଚେଡି ପଞ୍ଚାୟତ କ୍ରିଟାଙ୍ଗିଆ ଗ୍ରାମର...

ଯୁବକଙ୍କ ମୁଣ୍ଡ କାଟି ହତ୍ୟା ଘଟଣା: ପରକୀୟା ପ୍ରୀତିରୁ ସ୍ତ୍ରୀ ଦ୍ୱାରା ଡାକି ହତ୍ୟା

ସୋରଡା,୨ା୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡ଼ଗଡ଼ ଥାନା ଏକଲପୁର ଗ୍ରାମ ନିକଟ କେଶବ ତୋଟା ପାଖ ବିଲମାଳରୁ ବୋରସିଂର ନୀଳାଞ୍ଚଳ ପ୍ରଧାନ (୨୩)ଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଥିଲା। ମୃତଦେହର ଗଣ୍ଡି ଧାନ ବିଲରୁ ଓ ୫୦...

କଟକରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨।୮-କଟକ ସହରରେ ରବିବାର ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଏହାକୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି...

ସୋମବାରଠାରୁ କାମାକ୍ଷାନଗର ଏନ୍‌ଏସି ଶଟ୍‌ଡାଉନ

କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏନ୍‌ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ...

ଲକ୍‌ଡାଉନ୍‌ କଣ୍ଟା: କୌଳିକ ବୃତ୍ତି ହରାଉଛନ୍ତି ଡୋକରା ହସ୍ତଶିଳ୍ପୀ

ମୁନିଗୁଡ଼ା,୨ା୮(ଡି.ଏନ୍‌.ଏ.): ଓଡ଼ିଶା ହେଉଛି କଳା ଓ ସଂସ୍କୃତିର ରାଜ୍ୟ। କଟକର ତାରକସି କାମ ହେଉ ଅବା ପାରଳାଖେମୁଣ୍ଡିର ଶିଙ୍ଘକାମ, ପିପିଲିର ଚାନ୍ଦୁଆ, ଏସବୁକୁ ନେଇ ଓଡ଼ିଶା ଦେଶ ବିଦେଶରେ ବେଶ୍‌ ନାଁ କରିଛି। ମାତ୍ର ଗତ ୪ ମାସ ହେବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri