ଆମ ଜିଲା ଖବର

କାକଟପୁରକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

କାକଟପୁର,୨ା୮(ଡି.ଏନ୍‌.ଏ.): ପୁରୀ ଜିଲାରେ ଏବେ କରୋନା କାୟାବିସ୍ତାର କରିଚାଲିଛି। ପ୍ରତିଦିନ ବହୁମାତ୍ରାରେ ରୋଗୀଙ୍କ ସଂଖ୍ୟା ବଢୁଛି। ସହରରୁ ଏବେ ଗାଁ ମୁହାଁ ହୋଇଛି ଏହି ଭୂତାଣୁ। କାକଟପୁର ଓ ଅସ୍ତରଙ୍ଗ ବ୍ଲକରେ କରୋନା ସଂକ୍ରମଣରେ ରୋକ ଲଗାଇବା ପାଇଁ କାକଟପୁର...

ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍‌

ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କ୍ୟାନସର ଆକ୍ରାନ୍ତ ମହିଳା ରହିଛନ୍ତି। ସେହିପରି ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ...

କରୋନାକୁ ହରାଇ ଘରକୁ ଫେରିଲେ କ୍ରୀଡ଼ାଶିକ୍ଷକ

ବୁଗୁଡ଼ା,୨ା୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ପିପୁଲସ କଲେଜର କ୍ରୀଡ଼ା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ଶନିବାର ରାତିରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୨୫ ତାରିଖରେ...

ପ୍ରଥମ ଜିଲା ଭାବେ ମୃତ୍ୟୁରେ ଶତକ ଛୁଇଁଲା କରୋନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଦିନକୁ ଦିନ ଗଞ୍ଜାମର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। କରୋନା ସଂକ୍ରମଣ ଚିହ୍ନଟ ହେବାଠାରୁ ଆରମ୍ଭ କରି ମୃତକଙ୍କ ସଂଖ୍ୟାରେ ଜିଲା ସର୍ବାଗ୍ରେ ରହିଛି। ଇତି ମଧ୍ୟରେ ଜିଲାରେ ମୋଟ ୧୦୯୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ...

ବଦଳିବ ପୁରୀର ରୂପରେଖ: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ କାନ୍ଥ କାହାଣୀ

ପୁରୀ ଅଫିସ,୨।୮:  ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ବଦଳିବ ଏହାର ରୂପରେଖ। ଭିତ୍ତିଭୂମିର ବିକାଶ ସାଙ୍ଗକୁ ଯାତ୍ରୀ ଏବଂ ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ପୁରୀ ପାଇଁ ଏମିତି ଅନେକ ମେଗା ପ୍ରକଳ୍ପ ହାତକୁ ନେଇଛନ୍ତି...

ମହାପ୍ରଭୁଙ୍କ ଏକାଦଶୀ: ଗଡ଼ଖୋର୍ଦ୍ଧାରୁ ଯାଏ ତୁଳସୀ

ଖୋର୍ଦ୍ଧା ଅଫିସ,୨।୮: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତୁଳସୀକୁ ନେଇ ପ୍ରାଚୀନ କାଳରୁ ବିଶେଷ ମହତ୍ତ୍ୱ ରହି ଆସିଛି। ମହାପ୍ରଭୁଙ୍କ ମଇଲମ ନୀତି, ଭୋଗ ନୀତି, ଶ୍ରୀଅଙ୍ଗ ଭଳି ପ୍ରତିଟି କାର୍ଯ୍ୟରେ ତୁଳସୀ ବ୍ୟବହାର ହୋଇଥାଏ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...

ଅନ୍‌ଲାଇନ୍‌ କ୍ଲାସ୍‌ରେ ଅଶ୍ଳୀଳ ଫଟୋ: ପ୍ରଧାନ ଶିକ୍ଷକଙ୍କ ନାମରେ ଥାନାରେ ଅଭିଯୋଗ

କଟକ ଅଫିସ,୨।୮: ଅନ୍‌ଲାଇନ୍‌ କ୍ଲାସ୍‌ ଚାଲିଥିଲା। ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠ ପଢୁଥିଲେ। ହଠାତ୍‌ ମୋବାଇଲ ସ୍କ୍ରିନରେ ଅଶ୍ଳୀଳ ଫଟୋ ଦେଖାଯିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକ, ଛାତ୍ରୀଛାତ୍ର ସମସ୍ତେ ଅସହଜ ହୋଇଗଲେ। କଟକର ଏକ ଶହେବର୍ଷ ପୁରୁଣା ବିଦ୍ୟାଳୟ...

ଯାତ୍ରା ଖଳନାୟକ ଜ୍ଞାନରଞ୍ଜନ ଏବେ ଓ୍ବେଲ୍‌ଡର

ଭୁବନ, ୨।୮(ଡି.ଏନ.ଏ.) ଏକଦା ତାଙ୍କ ସଂଳାପରେ କମ୍ପୁଥିଲା ଯାତ୍ରା ପେଣ୍ଡାଲ। ଅଭିନୟ ଚାତୁରିରେ ବାନ୍ଧି ହୋଇ ରହୁଥିଲେ ହଜାର ହଜାର ଦର୍ଶକ। ଖଳନାୟକ ଚରିତ୍ରରେ ମଞ୍ଚ ଉପରକୁ ଏଣ୍ଟ୍ରି କରିବା ବେଳେ କରତାଳିରେ ଫାଟି ପଡୁଥିଲା ପରିବେଶ। ହେଲେ କରୋନା...

ଅଣ୍ଡାରୁ ବାହାରିଲେ ୫ ଶହରୁ ଊର୍ଦ୍ଧ୍ୱ କୁମ୍ଭୀର

ବନ୍ତଳା, ୨।୮(ଡି.ଏନ୍‌.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ମଗର କୁମ୍ଭୀର ଦେଇଥିବା ଅଣ୍ଡାରୁ ଜନ୍ମ ନେଇଛନ୍ତି ୫ ଶହରୁ ଊର୍ଦ୍ଧ୍ୱ ଛୁଆ। ଗତ ଜୁଲାଇ ମାସରେ ବିଭିନ୍ନ ସ୍ଥାନରେ ମଗର ଛୁଆ ଅଣ୍ଡାରୁ ବାହାରି ପାଣି ଥିବା...

ଚିକିତ୍ସା ନ ପାଇ ରୋଗୀ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ୍‌, ୨।୮: ଅସୁସ୍ଥ ହୋଇ ଶୁକ୍ରବାର ରାତିରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ସମଲ ଅଞ୍ଚଳରେ ରହୁଥିବା ବାଦଲ ଦଳାଇ (୪୬) ବୋଲି ଜଣାପଡିଛି। ଡାକ୍ତର, କର୍ମଚାରୀ...

କେନାଲରେ ଫାଟ, ଚାଷ ଜମିକୁ ମାଡ଼ି ପାରୁ ନାହିଁ ପାଣି

କୋକସରା,୨।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଅଧୀନରେ ଥିବା ବେହେରା ଡ୍ୟାମ୍‌ ଏବଂ ବିଭିନ୍ନ ଚେକ୍‌ ଡ୍ୟାମ୍‌ରୁ ବାହାରି ଥିବା କେନାଲ ଏବେ ଚାଷ କାମରେ ଲାଗୁନାହିଁ ା ଆବଶ୍ୟକ ରକ୍ଷାଣାବେକ୍ଷଣ, ମରାମତି...

ଶିକୁଳିରେ ବନ୍ଧା ଜୀବନ

ବରଗଡ଼ ଅଫିସ୍‌,୨।୮:  ବରଗଡ଼ ଜିଲା ଅମ୍ବାଭୋନାର ଦୟାସାଗର ପୁରୀ। ବୟସ ୨୭ବର୍ଷ ହେବ। ଗ୍ରାମର ରାମେଶ୍ୱର ଓ ତପସ୍ବିନୀଙ୍କ ସାନପୁଅ ଦୟାସାଗର ଗତ ପ୍ରାୟ ୮ବର୍ଷ ହେଲା ମାନସିକ ରୋଗରେ ଆକ୍ରାନ୍ତ। ଅମ୍ବାଭୋନା ହସ୍ପିଟାଲ ପାଖ ସାହିରେ ତାଙ୍କ ଘର।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri