ଆମ ଜିଲା ଖବର

ନାମକୁ ମାତ୍ର ବାୟୋମେଡିକାଲ ୱେଷ୍ଟେଜ୍‌ ପ୍ରକଳ୍ପ

ବାଲେଶ୍ୱର ଅଫିସ, ୨।୮-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବାୟୋମେଡ଼ିକାଲ ହାଜାର୍ଡ଼ ୱେଷ୍ଟେଜ୍‌ ପ୍ରକଳ୍ପ ଦ୍ୱାରା ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚିକିତ୍ସା ବେଳେ ରୋଗୀ ତଥା ଡାକ୍ତରଙ୍କ ଦ୍ୱାରା ବ୍ୟବହୃତ ସାମଗ୍ରୀ ଯାହାକି, ମାଟିରେ ମିଶିବ...

ବନ୍ଧୁତ୍ୱ ଦିବସ: ‘କହିବା ଆଗରୁ ବୁଝିଯାଏ ମନ କଥା’

ବାରିପଦା ଅଫିସ,୨ା୮-‘ଫ୍ରେଣ୍ଡ ଇଜ୍‌ ନିଡ୍‌ ଇଜ୍‌ ଏ ଫ୍ରେଣ୍ଡ ଇନ୍‌ଡିଡ୍‌’। ଇଂଲିଶରେ ଥିବା ଏହି ବାକ୍ୟର ଅର୍ଥ ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ। ବନ୍ଧୁମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ମାସର ପ୍ରଥମ ରବିବାରକୁ ଫ୍ରେଣ୍ଡଶିପ୍‌ ଡେ’ (ବନ୍ଧୁତ୍ୱ...

୪ବର୍ଷ ହେଲା ଚାଲିଛି ଜାଗା ଖୋଜା

ଭଦ୍ରକ ଅଫିସ, ୨ା୮-ଭଦ୍ରକ ଜିଲାରେ କ୍ରୀଡ଼ା କ୍ଷେତ୍ରରେ ଉପଯୁକ୍ତ ଭିତ୍ତିଭୂମିର ଅଭାବ ରହିଛି। ଜିଲା ପ୍ରଶାସନ ଏନେଇ ଆବଶ୍ୟକ ତପତ୍ରତା ଦେଖାଉନାହିଁ। ସ୍ଥାନ ଅଭାବ ଆଳରେ ବାଟବଣା ହେଉଛି ଯୋଜନା। ଫଳରେ କ୍ରୀଡାବିତ୍‌ମାନେ ଉପେକ୍ଷିତ ହେଉଛନ୍ତି। ଇଣ୍ଟିଗ୍ରେଟେଡ ସ୍ପୋର୍ଟ୍ସ କମ୍ପ୍ଲେକ୍ସ...

ଜୁଲାଇରେ ୬୦ ପ୍ରତିଶତ କମ୍‌ ବର୍ଷା, ଅଟକିଛି ବିହୁଡା କାମ

ବିଜେପୁର,୨।୮ (ଡି.ଏନ.ଏ.) ଶ୍ରାବଣ ମାସ ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ହେଲେ ଆବଶ୍ୟକ ଅନୁଯାୟୀ ବର୍ଷା ହେଲା ନାହିଁ । ଏଥିଯୋଗୁ ଚାଷ କାମ ପଛେଇଛି। ଫଳରେ ବରଗଡ ଜିଲା ବିଜେପୁର ବ୍ଲକର ଚାଷୀମାନେ ଚିନ୍ତାରେ...

କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗ: ଟ୍ରକ୍‌ ମାଲିକ ସଂଘ କର୍ମକର୍ତ୍ତାଙ୍କ ନାଁରେ ମାମଲା

ଲଖନପୁର,୨।୮(ଡି.ଏନ୍‌.ଏ) ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର କୋଭିଡ୍‌ ୧୯ ନିୟମକୁ କଡାକଡି କରିଛନ୍ତି । ଏହାକୁ ଉଲ୍ଲଂଘନ କଲେ ଆଇନ ଅନୁଯାଇ ଦଣ୍ଡିତ ହେବା ନିୟମ ରହିଛି । ଏ ସମ୍ପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ପ୍ରଶାସନ...

ବାବୁ ଦେଉନାହାନ୍ତି ବିଦ୍ୟୁତ୍‌ ବିଲ୍‌: ବଢ଼ି ବଢ଼ି ହେଲାଣି ୩ କୋଟି

ଅନୁଗୋଳ ଅଫିସ, ୨।୮: ପ୍ରତି ପ୍ରକୋଷ୍ଠରେ ଏସି, ଚକ୍‌ଚକ୍‌ ଆଲୁଅ। ଏଥିପାଇଁ ଖର୍ଚ୍ଚ ହେଉଛି ଲକ୍ଷ ଲକ୍ଷ ଟଙ୍କାର ବିଦ୍ୟୁତ୍‌ ଶକ୍ତି। ହେଲେ ଏ ବାବଦ ବିଲ୍‌ ପଇଠ କରୁନିି କାର୍ଯ୍ୟାଳୟ। ଫଳରେ ବକେୟା ବଢ଼ି ବଢ଼ି ଆସି ୩...

ଫରେଷ୍ଟରଙ୍କୁ କଚାଡ଼ିଦେଲା ଦନ୍ତା

ପରଜଙ୍ଗ, ୨।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମହାବିରୋଡ ଗ୍ରାମ୍ୟ ଜଙ୍ଗଲରେ ପାଟ୍ରୋଲିଂ ଚାଲିଥିବାବେଳେ ବେଳେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ପଙ୍ଗାତୀରା ଫରେଷ୍ଟର ଶଶିରେଖା ଦିଓ୍ବାନି। ଏଥିରେ ରେଞ୍ଜର ସୁବ୍ରତ କୁମାର ବେହେରାଙ୍କ ସମେତ ଫରେଷ୍ଟ ଗାର୍ଡ ଏବଂ ହାତୀ...

ବର୍ଷା ନାହିଁ, ଶୁଖିଲା ପଡ଼ିଛି ଜମି

ସୋନପୁର, ୨।୮(ନି.ପ୍ର.)  ଶ୍ରାବଣ ମାସ ସରିବାକୁ ବସିଲାଣି। ହେଲେ ବର୍ଷାଭାବରୁ ସୁବର୍ଣ୍ଣପୁର ଜିଲାର ଅଧିକାଂଶ ଚାଷ ଜମି ଶୁଖିଲା ପଡିଛି। ଜିଲାର ଡୁଙ୍ଗୁରିପାଲି ଓ ବିନିକା ବ୍ଲକର ଚାଷ ଜମି ହୀରାକୁଦ କେନାଲ ଦ୍ୱାରା ଜଳସେଚିତ ହୋଇପାରୁଛି। କିନ୍ତୁ ସୋନପୁର,...

ବାଦ୍ୟଯନ୍ତ୍ର କାରିଗରଙ୍କ ଜୀବିକା ଉପରେ କରୋନା ମାଡ଼

ଲୋଇସିଂହା,୨।୮(ଡି.ଏନ.ଏ.): ମହାମାରୀ କରୋନା ବିଭିନ୍ନ ବର୍ଗର ଲୋକଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ଏଥିରୁ ବାଦ୍‌ ପଡିନାହାନ୍ତି ବାଦ୍ୟଯନ୍ତ୍ର ପ୍ରସ୍ତୁତକାରୀ କାରିଗର। ସେମାନଙ୍କ ରୋଜଗାର ବାଟ ବନ୍ଦ ହୋଇଯାଇଛି। ଏଭଳି ଦୁର୍ଦ୍ଦିନରେ ଗତି କରୁଛନ୍ତି ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗ୍ରାମର...

୩୫କେଜି ଚାଉଳ ହିଁ ସାହା ଭରସା

କୋକସରା, ୨।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବାରିଆ ଗାଁର ଅସହାୟ ଦମ୍ପତି ଧନେଶ୍ୱର ରାଉତ ଓ ସପୁର ରାଉତ। ସେମାନଙ୍କ ଝିଅ ପୁଅ କିମ୍ବା ଆତ୍ମୀୟ କେହି ନାହାନ୍ତି । ବଳ ବୟସ ଥିବାବେଳେ କୁଲି...

ଗୋଦାମରେ ସେକ୍ସ ର଼୍ୟାକେଟ୍:‌ ୨ ଦେହଜୀବୀ ଉଦ୍ଧାର, ୫ ଗ୍ରାହକ ଗିରଫ

ଗଞ୍ଜାମ,୧ା୮(ଡି.ଏନ୍‌.ଏ.)- ରମ୍ଭା ପୋଲିସ ଶୁକ୍ରବାର ବିଳମ୍ବିତ ରାତ୍ରରେ ପାଟ୍ରୋଲିଂ କରୁଥିବାବେଳେ ଜହାମି ନିକଟ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଗୋଦାମରେ ଚଢାଉ କରିଥିଲା। ସେଠାରୁ ୨ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ ଗ୍ରାହକଙ୍କୁ ଗିରଫ କରିଛି। ଏକ କାର...

ହତ୍ୟାକାରୀଙ୍କୁ ଗିରଫ ଦାବି: ଭେଜିପୁଟ ଫାଣ୍ଡି ଘେରିଲେ ଗ୍ରାମବାସୀ

ଖଲ୍ଲିକୋଟ,୧ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ଖଟିଆ ସାହିର ୩ଶହରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଶନିବାର ପୂର୍ବାହ୍ନ ୧୦ଟାରୁ ଭେଜିପୁଟ ଫାଣ୍ଡି ଘେରାଉ କରିଥିଲେ। ଜୁଲାଇ ୩ରେ ଘଟିଥିବା ଏକ ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏପରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri