ଆମ ଜିଲା ଖବର

ସୁନ୍ଦରଗଡ଼, ରାଜଗାଙ୍ଗପୁର ପୌରାଞ୍ଚଳରେ କଟକଣା ଜାରି

ସୁନ୍ଦରଗଡ଼,୧ା୮(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣକୁ ଆଖି ଆଗରେ ରଖି ରାଉରକେଲା ମହାନଗର ନିଗମ ଅଞ୍ଚଳକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଏଥିସହିତ ଜିଲାର ସୁନ୍ଦରଗଡ଼ ଏବଂ ରାଜଗାଙ୍ଗପୁର ପୌରାଞ୍ଚଳରେ ଅଗଷ୍ଟ...

ପ୍ରେମିକାଙ୍କୁ ବ୍ରିଜ୍‌ତଳକୁ ଠେଲି କ୍ବାରାଣ୍ଟାଇନରେ ପ୍ରେମିକ

ବରଗଡ଼ ଅଫିସ୍‌,୧।୮-ପ୍ରେମିକାଙ୍କୁ ବ୍ରିଜ୍‌ ତଳକୁ ଠେଲି ଦେଇ ଜଣେ ଯୁବକ ଏକ ଟିଏମ୍‌ସିରେ କ୍ବାରାଣ୍ଟାଇନରେ ରହିବା ଘଟଣା ଏବେ ବରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ଗୁରୁତର ଅବସ୍ଥାରେ ସମ୍ପୃକ୍ତ ଯୁବତୀ ଜଣକ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୂଚନା...

ଭଦ୍ରକ ଜିଲା: ଶନିବାର, ରବିବାର ଶଟ୍‌ଡାଉନ

ଭଦ୍ରକ ଅଫିସ, ୧ା୮-ଅଗଷ୍ଟ ମାସର ସବୁ ଶନିବାର ଓ ରବିବାର ଶଟ୍‌ଡାଉନ ରହିବ। ଭଦ୍ରକ ଜିଲାର ବିଭିନ୍ନ କୋଣାନୁକୋଣରେ ଏହି ନିୟମ ବଳବତ୍ତର ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ନିର୍ଦ୍ଦେଶାନାମା ଜାରି କରିଛନ୍ତି। ପୂର୍ବଭଳି ଅତ୍ୟାବଶ୍ୟକ...

ରାମମନ୍ଦିର ନିର୍ମାଣ ଭୂମିପୂଜା ଲାଗି ଡାକଯୋଗେ ପଠାଗଲା ଋଷିକୂଲ୍ୟା ଜଳ

ପୁରୁଷୋତ୍ତମପୁର,୧ା୮: ଅଯୋଧ୍ୟାଠାରେ ହେବାକୁ ଥିବା ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ମନ୍ଦିର ନିର୍ମାଣ ଲାଗି ଭୂମିପୂଜା ନିମନ୍ତେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ବାସସ୍ଥାନ ରତ୍ନଗିରି ପାହାଡ଼ର ମାଟି ଓ ପବିତ୍ର ଋଷିକୂଲ୍ୟା ନଦୀର ଜଳ ଲାଗି...

ଓପିଜିସି ପ୍ରକଳ୍ପରେ ଯାନ୍ତ୍ରିକ ତ୍ରୁଟି: ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୧ା୮(ଡି.ଏନ୍‌.ଏ.): ଓଡିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ (ଓପିଜିସି)ର ବନହରପାଲିସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଶନିବାର ସକାଳ ୮.୫୪ ମିନିଟ୍‌ରୁ ୨୧୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଏ ସମ୍ପର୍କରେ ପ୍ରକଳ୍ପର ସୂଚନା...

ସାମାନ୍ୟ ଥଣ୍ଡାଜ୍ୱରକୁ ନେଇ ମାନସିକ ଚାପଗ୍ରସ୍ତ କନ୍ଧମାଳବାସୀ

କନ୍ଧମାଳ,୧ା୮: କନ୍ଧମାଳ ଜିଲାରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏଥିରୁ ବାଦ୍‌ ପଡ଼ିନାହିଁ ଜିଲାର କୌଣସି ବ୍ଲକ। ବର୍ତ୍ତମାନ ବାଲିଗୁଡ଼ା ସହର ସମେତ ସମଗ୍ର ଅଞ୍ଚଳରେ ଥଣ୍ଡା, କାସ, ଜ୍ୱରକୁ ନେଇ ଅଞ୍ଚଳବାସୀ ଅଧିକ ମାନସିକ ଚାପରେ...

ଜୁଲାଇରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ

ଝାରସୁଗୁଡ଼ା ଅଫିସ,୧ା୮: ଝାରସୁଗୁଡ଼ା ଜିଲା ପୋଲିସ ପକ୍ଷରୁ ଜୁଲାଇ ମାସରେ ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଅବଲମ୍ବନ ନ କରିବା ଓ ମୋଟର ଯାନ ଉଲ୍ଲଂଘନ ମାମଲାରେ ୨୧ ଲକ୍ଷ ୭୬ ହଜାର ୫୦ ଟଙ୍କା ଜରିମାନା ଆଦାୟ...

କଟକ @୯୪୯: ଆଜି ଚିହ୍ନଟ ହେଲେ ଆଉ ୪୩ ଆକ୍ରାନ୍ତ

କଟକ ଅଫିସ,୧।୮: କଟକ ସହରରେ ଶନିବାର ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୪୯କୁ ବୃଦ୍ଧି ପାଇଛି। ସେଥିରୁ ୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୧ ଆକ୍ଟିଭ୍‌...

କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାରେ ଅବହେଳା: ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ଗଞ୍ଜାମ,୧।୮(ଡି.ଏନ୍‌.ଏ.): ଗଞ୍ଜାମ ସହରର ଯୁବ ବ୍ୟବସାୟୀ ତଥା ସମାଜସେବୀ ଲକ୍ଷ୍ମୀନାରାୟଣ ପାତ୍ର (ନାହାଣ)ଙ୍କ କରୋନାରେ ମୃତ୍ୟୁ ଘଟିଛି। କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର...

କରୋନା ନେଲା ଔଷଧ ଦୋକାନୀଙ୍କ ଜୀବନ: ଗଭୀର ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡର ବହୁ ପୁରୁଣା ସାହୁ ମେଡିକାଲ ଷ୍ଟୋର ମାଲିକ ସୀମାଞ୍ଚଳ ସାହୁଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ଗତ କିଛିଦିନ ହେଲା ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ...

ପଦ୍ମପୁର ସବ୍‌ଜେଲରେ ପଶିଲା କରୋନା: ବିଚାରାଧୀନ କଏଦୀଙ୍କ ସମେତ ୪ ଆକ୍ରାନ୍ତ

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲାରେ ଶନିବାର ପୁଣି ୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଜିଲାରେ ପ୍ରଥମ ଥର ପାଇଁ ପଦ୍ମପୁର ସବ୍‌ଜେଲକୁ କରୋନା ପଶିଥିବା ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରେ ପଦ୍ମପୁର ସବ୍‌ଜେଲରେ ଥିବା ଜଣେ...

ବ୍ରହ୍ମପୁର ସରକାରୀ ସ୍ବତନ୍ତ୍ର ଆବାସରେ କରୋନା: ୪୫ ନାବାଳକ ପଜିଟିଭ ଚିହ୍ନଟ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ଜୁଲାଇ ମାସ ଶେଷ ବେଳକୁ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ଭୟାଭୟ ସ୍ଥିତିରେ ରହିଛି। ଜିଲା ପାଇଁ ଜୁଲାଇ ମାସ ସବୁଠୁ ପ୍ରାଣଘାତୀ ସାବ୍ୟସ୍ତ ହୋଇଛି । ଲକ୍‌ଡାଉନ, ସଟ୍‌ଡାଉନ ଏବଂ ସୀମା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri