ଆମ ଜିଲା ଖବର

କଟକଣା ମଧ୍ୟରେ ଇଦ୍‌

ଭଦ୍ରକ ଅଫିସ,୧।୮: ତ୍ୟାଗ, ବଳିଦାନ ତଥା ସମର୍ପଣର ପର୍ବ ଇଦ୍‌- ଉଲ-ଜୁହାକୁ ଚଳିତ ବର୍ଷ ଭଦ୍ରକ ସହରରେ ସମ୍ପୂର୍ଣ୍ଣ ନିରାଡ଼ମ୍ବର ସହ ପାଳନ କରାଯାଇଛି। କରୋନା କଟକଣା ଯୋଗୁ ଇଦ୍‌ଗାହ ଓ ମସ୍‌ଜିଦରେ ୫ ଜଣ ମଧ୍ୟରେ ନମାଜ ପାଠ...

ପୁରୀ ମୁଖ୍ୟ ଚିକିତ୍ସାଳୟ ଓଟି ସିଲ୍‌

ପୁରୀ ଅଫିସ: ୧।୮: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଅପରେଶନ ଥିଏଟର (ଓଟିକୁ) ଶନିବାର ସିଲ୍‌ କରାଯାଇଛି। ଜଣେ ଡାକ୍ତର, ଷ୍ଟାପ ନର୍ସ ଓ ଏଏନ୍‌ଏମ କରୋନା ପଜିଟିଭ୍‌ ଚିହ୍ନଟ ପରେ ହସ୍ପିଟାଲ କର୍ତ୍ତୃପକ୍ଷ ଏହି ପଦକ୍ଷପ ନେଇଛନ୍ତି। ଓଟି...

ପୁଣି ଭଦ୍ରକରେ ୨୦ କରୋନା ଆକ୍ରାନ୍ତ ଚିହ୍ନଟ: ସଙ୍ଗରୋଧକୁ ବଳିଗଲା ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୧।୮: ଭଦ୍ରକ ଜିଲାରେ ଶନିବାର ପୁଣି ୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୭କୁ ବୃଦ୍ଧି ପାଇଛି। ତେବେ ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮...

ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ସୂଚନା...

ପିଆଜ ଟ୍ରକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଧରାପଡ଼ିବା ପରେ…

ଆର.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପକ୍ଷରୁ ଚଢାଉ କରାଯାଇ ଶନିବାର ଏକ ୧୪ ଚକିଆ ପିଆଜ ବୋଝେଇ ଟ୍ରକ୍‌ରୁ ୧୦ କ୍ୱିଣ୍ଟାଲ ୭୫ କିଲୋ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି।...

୮ବର୍ଷ ହେଲା ପଲିଥିନ ତଳେ ବିପନ୍ନ ପରିବାର

ଖୋର୍ଦ୍ଧା ଅଫିସ,୧।୮:ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗଡ଼ହଳଦିଆ ହାଟସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ମନୋରଞ୍ଜନ ପୃଷ୍ଟି ଓ ପ୍ରହଲ୍ଲାଦ ବେହେରାଙ୍କ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥି ସହ ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ବିପନ୍ନ...

ପ୍ଲାଷ୍ଟିକ ବୋତଲରେ ଫୁଲବଗିଚା

ପୁରୀ ଅଫିସ, ୧।୮:  ପ୍ରତି ତାଙ୍କର ଆଗ୍ରହ ଥିଲା। ଆଉ ତାଙ୍କ ହାତରେ ଗଛ ଭଲ ହୁଏ ବୋଲି ମା’ କୁହନ୍ତି। ତେଣୁ ବର୍ଷାଦିନେ ତାଙ୍କ ଘରବାଡ଼ିିରେ ଯେଉଁ ଗଛ ଲଗାଯାଏ ତାକୁ ସେ ହିଁ ଲଗାଇଥାନ୍ତି। ଏବେବି ତାଙ୍କର...

୯ ଜେଲରେ କ୍ଷମତାଠୁ ଅଧିକ କଏଦୀ

କଟକ ଅଫିସ,୧।୮: ଜେଲ୍‌ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ ରହିବା, ଜେଲ୍‌ରେ ସଙ୍ଗରୋଧ କେନ୍ଦ୍ର, କୋଭିଡ୍‌ କେୟାର ସେଣ୍ଟର କରାଯିବା,...

ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍‌

ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍‌.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍‌ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍‌ କୋଇଲା ବୋଝେଇ ଏକ ଟ୍ରେନ୍‌ (ନଂ-ଏମଇ/ଏଚଏସ୍‌ପିଜି ୨୨)କୁ ପରୀକ୍ଷାମୂଳକ ଭାବେ ରାଉରକେଲା...

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଣ୍ଟିଜେନ୍‌ ଟେଷ୍ଟ ରିପୋର୍ଟରେ ଉଭୟ ମା’-ଶିଶୁ...

ପିପିଇ କିଟ୍‌ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହୋମିଓପାଥି କଲେଜ କୋଭିଡ୍‌ କେୟାର ସେଣ୍ଟରରେ ଚିକିତ୍ସାରେ ବିଳମ୍ବ କରାଯିବାରୁ ରୋଗୀଙ୍କ ମୃତ୍ୟୁ...

ପୂରଣ ହେଉନି ୧୬ ବର୍ଷର ‘ସୁରେଶ୍ୱରୀ’ ଆଶା

ବଇଣ୍ଡା, ୧ା୮ – ୨୦୦୪ରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପର ଭୂମିପୂଜା ପରେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୬ ପଞ୍ଚାୟତର ଚାଷୀଙ୍କ ମନରେ ନୂଆ ଆଶା ସଞ୍ଚାର ହୋଇଥିଲା। ସେମାନଙ୍କ ୧୦ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri