ଆମ ଜିଲା ଖବର

ପୂରଣ ହେଉନି ୧୬ ବର୍ଷର ‘ସୁରେଶ୍ୱରୀ’ ଆଶା

ବଇଣ୍ଡା, ୧ା୮ – ୨୦୦୪ରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପର ଭୂମିପୂଜା ପରେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୬ ପଞ୍ଚାୟତର ଚାଷୀଙ୍କ ମନରେ ନୂଆ ଆଶା ସଞ୍ଚାର ହୋଇଥିଲା। ସେମାନଙ୍କ ୧୦ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିବା...

୯୨ ପଜିଟିଭ୍‌ ସହ କରୋନାର ଲମ୍ବାଡିଅଁ।

ଢେଙ୍କାନାଳ ଅଫିସ, ୧ା୮ – ଢେଙ୍କାନାଳ ଜିଲାରେ ଲମ୍ବାଡିଅଁ। ମାରିଛି କରୋନା। ଶୁକ୍ରବାର ଦିନକରେ ଜିଲାରୁ ଚିହ୍ନଟ ହୋଇଛନ୍ତି ୯୨ ପଜିଟିଭ୍‌। ତନ୍ମଧ୍ୟରେ କେବଳ ଗଁଦିଆ ବ୍ଲକରୁ ଅଛନ୍ତି ୮୪ ଜଣ। ସେହିପରି ଭୁବନ ଏନ୍‌ଏସିର ୧୧ନଂ. ୱାର୍ଡରୁ ୩,...

ପୋଲ ତଳେ ପଡିଛି ପିପିଇ କିଟ୍‌: ଗ୍ରାମବାସୀ ଭୟଭୀତ

ଶଙ୍କରାଖୋଲ,୩୧ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ୧୫୭ ନଂ. ଜାତୀୟ ରାଜପଥ ନିକଟ ଗୁଡ୍ରିଗଁା ପୋଲ ତଳେ ୫ଟି ପିପିଇ କିଟ୍‌ ପଡ଼ିଥିବା ଶୁକ୍ରବାର ସକାଳେ ଗ୍ରାମବାସୀ ଦେଖିଥିଲେ। ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। କରୋନା ରୋଗୀମାନଙ୍କ...

ରକ୍ତ ଦେଇ ଶିଶୁପୁତ୍ରର ଜୀବନ ବଞ୍ଚାଇଲେ ଦୁଇ ଆମ୍ବୁଲାନ୍ସ କର୍ମଚାରୀ

ରେଢାଖୋଲ,୩୧।୭(ଡି.ଏନ.ଏ.)-ସମ୍ବଲପୁର ଜିଲା ଚାରମାଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ୨ ଜଣ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁକ୍ରବାର ରେଢାଖୋଲ ଡାକ୍ତରଖାନାରେ ରକ୍ତ ଦେଇ ଜଣେ ୫ ବର୍ଷ ଶିଶୁପୁତ୍ରର ଜୀବନ ବଞ୍ଚାଛନ୍ତି। ରେଢାଖୋଲ ବ୍ଲକ୍‌ ରେଙ୍ଗାଲି ପଞ୍ଚାୟତ କସଣ୍ଡା ଗ୍ରାମର ନିରଞ୍ଜନ ମିର୍ଦ୍ଧାଙ୍କ...

କୋଭିଡ୍‌ ହସ୍ପିଟାଲରେ ଏଏସ୍‌ଆଇଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ୍‌,୩୧ା୭- ଗଞ୍ଜାମ ଜିଲାରେ କରେନା କାୟା ବିସ୍ତାର କରି ଚାଲିଛି। ଏହାକୁ ପ୍ରତିହତ କରିବା କାର୍ଯ୍ୟରେ ନିୟୋଜିତ କରୋନା ଯୋଦ୍ଧାମାନେ ମଧ୍ୟ ସଂକ୍ରମିତ ହେଉଛନ୍ତି। ବ୍ରହ୍ମପୁରରେ କାର୍ଯ୍ୟରତ ଜଣେ ପୋଲିସ୍‌ ଏଏସ୍‌ଆଇ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବାବେଳେ...

ନିର୍ଯାତିତା ନାବାଳିକା ଆତ୍ମହତ୍ୟା ମାମଲା : ଜଙ୍ଗଲରୁ ଅଭିଯୁକ୍ତ ଗିରଫ

ଢେଙ୍କାନାଳ ଅଫିସ,୩୧।୭-ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅଞ୍ଚଳର ଜଣେ ନାବାଳିକା ଶାରୀରିକ ଏବଂ ମାନସିକ ନିର୍ଯାତନାରେ ଅତିଷ୍ଠ ହୋଇ ବିଷପିଇ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ସୁବାସ ମୁଦୁଲି ଓରଫ୍‌ ସୁବା (୨୯)ଙ୍କୁ ପୋଲିସ ଶୁକ୍ରବାର...

କଟକରୁ ଆଉ ୨୨ ପଜିଟିଭ୍‌: ରହିଛି ୭ ଲୋକାଲ କେସ୍‌

ଭୁବନେଶ୍ୱର, ୩୧।୭(ବ୍ୟୁରୋ): କଟକ ସହରରୁ ଶୁକ୍ରବାର ୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କେସ୍‌ ରହିଛି। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ...

ଯବାନଙ୍କ ମଙ୍ଗଳ କାମନା କରି ଏଥର ରାକ୍ଷୀ ସହ ମାସ୍କ ପଠାଇଲେ ଛାତ୍ରୀଛାତ୍ର

ବୁଗୁଡା,୩୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ କଲେଜ ଭାରତ ସ୍କାଉଟ ଗାଇଡ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତ ସୀମାନ୍ତରେଥିବା ଯବାନମାନଙ୍କ ମଙ୍ଗଳ କାମନା କରି ରାକ୍ଷୀ ଏବଂ ମାସ୍କ ପଠାଇଛନ୍ତି। ଛାତ୍ରୀଛାତ୍ର...

ରାତି ଅଧରେ ଚୋରକୁ ଧରିଲେ ଗ୍ରାମବାସୀ, ନିର୍ଧୂମ ଛେଚିଲା ପରେ କଲେ ଏମିତି

ବାହାନଗା,୩୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଅଟାସପୁର ଗ୍ରାମରେ ଜଣେ ଚୋରକୁ ଧରି ଗ୍ରାମବାସୀ ଶୁକ୍ରବାର ପୋଲିସ ଜିମା ଦେଇଛନ୍ତି। ଅଟାସପୁର ସ୍ଥିତ ମଦନାପୁର ଗ୍ରାମର ରମେଶ ଚନ୍ଦ୍ର ଦାସଙ୍କ ଘରୁ ଦୁଇଟି ସାଇକେଲ ଚୋରି ହୋଇଛି।...

ଖବରକାଗଜ ବିତରକଙ୍କ ପୁଅ ମାଟ୍ରିକ ପରୀକ୍ଷାରେ ରଖିଛନ୍ତି ୫୫୭ ମାର୍କ

ଛତ୍ରପୁର,୩୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରର ଜଣେ ଖବରକାଗଜ ବିତରକ ସୂର୍ଯ୍ୟ ନାରାୟଣ ଶତପଥୀଙ୍କ ପୁଅ ଶୁଭ୍ରାଂଶୁ ଚଳିତ ମାଟ୍ରିକ ପରୀକ୍ଷାରେ ସଫଳତା ହାସଲ କରିଛନ୍ତି। ସେ ୫୫୭ ( ୯୨.୮୩ %) ମାର୍କ ରଖିଛନ୍ତି ତାଙ୍କ ଘର ଛତ୍ରପୁର ରାମଲକ୍ଷ୍ମୀ...

କରୋନା ନେଲା ଏଏସ୍‌ଆଇଙ୍କ ଜୀବନ

ବ୍ରହ୍ମପୁର ଅଫିସ,୩୧।୭: ଗଞ୍ଜାମ ଜିଲାରେ କରୋନା ଏବେ ବିସ୍ଫୋରକ ସ୍ଥିତି ଦେଇ ଗତି କରୁଛି । ଆକ୍ରାନ୍ତଙ୍କ ସଂଖ୍ୟ ହୁ ହୁ ହୋଇ ବଢୁଥିବା ବେଳେ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଶୁକ୍ରବାର ସକାଳେ ବ୍ରହ୍ମପୁର ପୋଲିସ...

ଡ୍ୟୁଟିରେ ଥିବାବେଳେ ଛତ୍ରପୁର ବ୍ଲକ ଜେଇଙ୍କୁ କରୋନା: ଜାଣନ୍ତୁ କିପରି ହେଲେ ଆକ୍ରାନ୍ତ

ଛତ୍ରପୁର,୩୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ଜେଇ ଜୟସେନ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ କରୋନା ମୁକାବିଲା ଡ୍ୟୁଟିରେ ଥିବାବେଳେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ଆସୁ ଆରୋଗ୍ୟ କାମନା କରାଯାଇଛି।

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri