ଆମ ଜିଲା ଖବର

ବାହାର ପଟୁ ତାଲା ମାରି ନିଆଁ ଲଗାଇଦେଲେ: ଗୋଟିଏ ପରିବାରର ୫ ଗୁରୁତର

କେନ୍ଦ୍ରାପଡା ଅଫିସ/ ମାର୍ଶାଘାଇ (ଡି.ଏନ୍‌.ଏ.), ୩୧ା୭- କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଦୁମୁକା ପଞ୍ଚାୟତ ଗିରଙ୍ଗ ଗ୍ରାମରେ ଶୁକ୍ରବାର ଭୋର ସମୟରେ ଏକ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ଟୁକୁନା ଓରଫ ମାନସ ବାରିକଙ୍କ ୫ ଜଣ ସଦସ୍ୟ ପୋଡିଯାଇ...

୫ ଦିନ ବନ୍ଦ ରହିବ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ହସ୍ପିଟାଲ: ଜାଣନ୍ତୁ କେଉଁ ଦିନରୁ କେଉଁ ଦିନ

କୋରାପୁଟ,୩୧।୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଶୁକ୍ରବାରଠାରୁ ୫ ଦିନ ପର୍ଯ୍ୟନ୍ତ ସହରରେ ଥିବା ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ବନ୍ଦ କରାଯାଇଛି। ଏ ନେଇ କୋରାପୁଟ ଜିଲାପାଳ ମଧୁସୂଦନ...

ଗଞ୍ଜାମରେ ବୋଲ ମାନୁନି କରୋନା: ଆଜି ୧୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହୋଇ ପଡ଼ିଲାଣି। ଶୁକ୍ରବାର ୩୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦ ହଜାର ଟପିଛି। ରାଜ୍ୟର ପ୍ରଥମ ଜିଲା ଭାବେ ଜିଲାରେ...

ଏହି ଏନ୍‌ଏସିରେ କରୋନା ସ୍ଥିତି ନିୟନ୍ତ୍ରିତ

ଗଞ୍ଜାମ,୩୧ା୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ଗଞ୍ଜାମରେ କରୋନା ସ୍ଥିତି ନିୟନ୍ତ୍ରଣରେ ଥିବା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସ କହିଛନ୍ତି l ଗତ ଜୁନ୍‌ ୪ରେ ଏହି ଏନ୍‌ଏସିରେ ପ୍ରଥମ...

ଜବରଦଖଲକାରୀଙ୍କୁ ପୋଲିସର ଅନୁକମ୍ପା

ନୟାଗଡ଼ ଅଫିସ/ରଣପୁର, ୩୧।୭(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ସାନଗଡ଼ରେ ଜଣେ ବ୍ୟବସାୟୀ ଶିଶୁ ଉଦ୍ୟାନ ପାଇଁ ଖୋଳାଯାଇଥିବା ନିଅଁ ପୋତିବା ପରେ ଉତ୍ତେଜନା ଦେଖାଦେଇଛି। ରଣପୁର ଥାନା ପୋଲିସ ସମ୍ପୃକ୍ତ ବ୍ୟବସାୟୀଙ୍କୁ ସହଯୋଗ କରିବା ସହ ଗାଁ ଲୋକଙ୍କୁ...

କେବୁଲ୍‌ ଟିଭି ମାଧ୍ୟମରେ ଶିକ୍ଷାଦାନ: ୨୭୩ ପ୍ରଧାନଶିକ୍ଷକଙ୍କ ସହ ଡିଇଓଙ୍କ ଗୁଗଲ୍‌ ମିଟ୍‌

ଜଗତ୍‌ସିଂହପୁର ଅଫିସ, ୩୧।୭: ଜଗତ୍‌ସିଂହପୁର ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପ୍ରତିଭା ମଞ୍ଜରୀ ଦାସ ଜିଲାର ୨୭୩ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ସହ ଗୁରୁବାର ଗୁଗଲ୍‌ ମିଟ୍‌ କରିଛନ୍ତି। ଏଥିରେ ଡିଇଓ ୧ମରୁ ୮ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ଚାଉଳ...

ଚୋରା ବ୍ୟବସାୟୀଙ୍କ କବ୍‌ଜାରେ ଜଙ୍ଗଲ ଜମି

ଯାଜପୁର ଅଫିସ, ୩୧।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଛାଖଣ୍ଡି, ଅଞ୍ଜିରା ଓ କୁସୁନପୁର ଜଙ୍ଗଲ କିସମ ମୌଜାର ୪୫୬.୩୪ ଏକର ଜମି କଳାପଥର ବ୍ୟବସାୟୀଙ୍କ କବଜାରେ ରହିଛି। ବଳଙ୍ଗ ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ଆଧାରରେ ଧର୍ମଶାଳା...

ଖଣି ଅଞ୍ଚଳରୁ କ୍ରୋମାଇଟ୍‌ ପରିବହନ ବନ୍ଦ ଚେତାବନୀ

କାଳିଆପାଣି, ୩୧।୭ (ଡି.ଏନ୍‌.ଏ.) ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ପ୍ରତିଦିନ ଏକାଧିକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ କରୋନା ପାଇଁ ଅନେକଙ୍କୁ ଠିକ୍‌ ଭାବେ ଚିକିତ୍ସା ମିଳିପାରୁନି।...

ପାନୀୟଜଳ ସମସ୍ୟା ସମାଧାନଠାରୁ ଦୂରରେ

କେନ୍ଦ୍ରାପଡ଼ା ଅଫିସ, ୩୧।୭: ଜଳ ସଂରକ୍ଷଣକୁ ଜନ ଆନ୍ଦୋଳନରେ ପରିଣତ ପାଇଁ କେନ୍ଦ୍ର ସରକାରଙ୍କ ପାନୀୟ ଜଳ ଓ ପରିମଳ ବିଭାଗ ପକ୍ଷରୁ ଜଳଶକ୍ତି ଅଭିଯାନ ୨୦୧୯ ଜୁଲାଇ ମାସରେ ଆରମ୍ଭ ହୋଇଥିଲା। ଦେଶର ୨୫୫ଟି ଜିଲା ପ୍ରଥମ ପର୍ଯ୍ୟାୟରେ...

ରୋବଟିକ୍‌ ନର୍ସ ମେଶିନ କଲେ ବିଜ୍ଞାନ ଛାତ୍ର

ନିମାପଡ଼ା,୩୧।୭(ଡି.ଏନ.ଏ): କରୋନା ବିପତ୍ତି ସମୟରେ ସରକାରଙ୍କୁ ସହାୟତା କରିବା ଉଦ୍ଦେଶ୍ୟରେ ଜଣେ ବିଜ୍ଞାନ ଛାତ୍ର ରୋବଟିକ୍‌ ନର୍ସ ମେଶିନ ପ୍ରସ୍ତୁତ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି। ସେ ହେଉଛନ୍ତି ପୁରୀ ଜିଲା ନିମାପଡ଼ା ବ୍ଲକର ନିମାପଡ଼ା ଡିଏଭି ସ୍କୁଲର ଏକାଦଶ...

ମହାନଦୀ ପାଇଁ କଟକକୁ ଭୂକମ୍ପ ଭୟ

କଟକ ଅଫିସ,୩୧।୭: ଦେଶର ଯେଉଁ ୩୦ଟି ସହରକୁ ଭୂକମ୍ପ ଭୟ ରହିଛି, ସେହି ତାଲିକାରେ କଟକର ନାମ ସ୍ଥାନ ପାଇଛି। ମହାନଦୀର ତ୍ରିକୋଣ ଭୂମିରେ କଟକ ସହର ରହିଥିବାରୁ ଭୂକମ୍ପ ବିପଦ ରହିଛି। ଏହି ସହର ଉପରେ ଭୂକମ୍ପର ପ୍ରଭାବ...

ମହାପ୍ରସାଦ ପାଇଁ ହେଉ ଅସ୍ଥାୟୀ ଟେଣ୍ଟ

ପୁରୀ ଅଫିସ,୩୧।୭: କରୋନା କଟକଣା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। କେବଳ ସେବାୟତମାନେ ମହାପ୍ରଭୁଙ୍କ ନୀତିକାନ୍ତି କରୁଛନ୍ତି। ତେବେ ପୂର୍ବଭଳି ମହାପ୍ରସାଦ ସେବା ଜାରି ରହିଛି। ଭକ୍ତଙ୍କୁ ମହାପ୍ରସାଦ ମିଳୁଛି। ମାତ୍ର ପର୍ବପର୍ବାଣିରେ ଅବଢା ନେବାକୁ ଶ୍ରୀମନ୍ଦିର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri