ଆମ ଜିଲା ଖବର

ପୁରୀ @ ୫୮୬: ଦିନକରେ ସର୍ବାଧିକ ରେକର୍ଡ, ଚିହ୍ନଟ ହେଲେ ୯୦ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୫।୭: ପୁରୀ ଜିଲାରୁ ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଦିନକରେ ସର୍ବାଧିକ ୩୦ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହାର ତିନିଗୁଣା ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇବା ପରେ ଜିଲାର ମୋଟ...

କୋଭିଡ୍‌ ନିୟମ ଉଲ୍ଲଂଘନ: ଅମାନିଆଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଝାରସୁଗୁଡା ଅଫିସ,୨୫।୭: କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଛି। ଜିଲାର ବିଭିନ୍ନ ସ୍ଥାନରେ କୋଭିଡ୍‌ କଟକଣାକୁ ମାନୁ ନ ଥିବା ତଥା ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ...

ଶନିବାରରୁ କନ୍ଧମାଳ ଶଟ୍‌ଡାଉନ୍‌: ଅନୁପସ୍ଥିତ ୨ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୫।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି ା ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୭ ଦିନିଆ ବ୍ୟାଙ୍କ ପ୍ରତିଷ୍ଠାନଗୁଡ଼ିକ ବନ୍ଦ କରିଦିଆଯାଇଛି। ଏଥିସହ ଶନିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜିଲାକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହାକୁ...

ଗୋବିନ୍ଦପୁର ପଞ୍ଚାୟତ ୭୨ ଘଣ୍ଟିଆ ଶଟ୍‌ଡାଉନ

ଧାମନଗର, ୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଜଣେ କୋରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଉକ୍ତ ଆକ୍ରାନ୍ତ ଜଣକ ଗାଁର ଅନ୍ୟମାନଙ୍କ ସହ ସଂପର୍କରେ ଆସିଥିବାରୁ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ସରପଞ୍ଚ ଜିଲାପାଳ କ୍ଷମତା...

୩ ବ୍ୟାଙ୍କ ସିଲ୍‌ କଲା ପ୍ରଶାସନ

ଭଦ୍ରକ ଅଫିସ, ୨୫ା୭: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଶନିବାର ୩ଟି ବ୍ୟାଙ୍କକୁ ସିଲ୍‌ କରାଯାଇଛି। କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ବ୍ୟାଙ୍କକୁ ବିଶୋଧନ କରିବା ଲାଗି ଏହି ସିଲ୍‌ କରାଯାଇଥିବା କୁହାଯାଇଛି। ଡାହାଣୀଗଡ଼ିଆ ଛକ ସ୍ଥିତ...

ଥାନାକୁ ମନା, ଡିସିପି ଅଫିସ୍‌ରେ ଭିଡ଼

କଟକ ଅଫିସ,୨୫ା୭: କରୋନା ସଂକ୍ରମଣ ରୋକିବା ପାଇଁ ବାହାରେ ବୁଲୁଥିବା ଲୋକଙ୍କୁ ପୋଲିସ ଟିକିନିଖି ଜେରା କରୁଛି। ଅମାନିଆଙ୍କୁ ଲାଠି ଉଠାଇବାକୁ ହେଳା କରୁନି। କଟକରେ ଦିନକୁ ଦିନ କରୋନା ସ୍ଥିତି ଉଦ୍‌ବେଗଜନକ ହେଲାଣି। ଅଥଚ ଏ ପରିସ୍ଥିତିରେ ଡିସିପିଙ୍କ...

ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର

ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍‌ କରାଯିବା...

ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା

କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି ଉଚ୍ଛେଦ ହୋଇଥିବା ଏହି ଡିଲରଙ୍କ ଲାଇସେନ୍ସକୁ ନବୀକରଣ କରାଯାଇଥିବା ରାଜ୍ୟ ଖାଦ୍ୟ...

ବିଦ୍ୟୁତ୍‌ଚାଳିତ ଟ୍ରେନ୍‌ର ଟ୍ରାଏଲ ରନ୍‌

କେନ୍ଦ୍ରାପଡ଼ା ଅଫିସ/ ଚଣ୍ଡିଖୋଲ,୨୫ା୭(ଡି.ଏନ.ଏ.): ହରିଦାସପୁର-ପାରାଦୀପ ନୂଆ ବ୍ରଡ୍‌ଗେଜ୍‌ ରେଳପଥରେ ଶୁକ୍ରବାର ପ୍ରଥମଥର ପାଇଁ ବିଦ୍ୟୁତ୍‌ ଚାଳିତ ଟ୍ରେନର ଟ୍ରାଏଲ ରନ ହୋଇଛି। ଏଥିରେ ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ହରିଦାସପୁରଠାରୁ ପାରାଦୀପ ପର୍ଯ୍ୟନ୍ତ ଯାଇଥିଲେ।...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ଗୋପ,୨୫ା୭(ଡି.ଏନ୍‌.ଏ.): ଚିକିତ୍ସା ଅବହେଳାରୁ ଗୋପ ବ୍ଲକ ଅନ୍ତର୍ଗତ ମୁଗୁରିଆ ଗ୍ରାମର ତ୍ରିଲୋଚନ କାଣ୍ଡିଙ୍କ ଦେଢ଼ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗୋପ ପୋଲିସ ଏକ ମାମଲା (ନଂ.୧୯୫/୨୦)ରୁଜୁକରି ତଦନ୍ତ ଚଳାଇଛି। ଅନ୍ୟପଟେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ...

କୁନି ଛାତ୍ର ନିର୍ମାଣ କଲେ ସାନିଟାଇଜ୍‌ ମେଶିନ

ଗୋପ,୨୫ା୭(ଡି.ଏନ୍‌.ଏ): କରୋନାକୁ ନେଇ ସାରା ଦେଶ ଔଷଧ ପ୍ରସ୍ତୁତ ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସମୟରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପୁରୀ ଜିଲା ଗୋପ ବ୍ଲକର ଜଣେ କୁନି ଛାତ୍ର ଏକ ଅଟୋମେଟିକ ସାନିଟାଇଜ୍‌ ମେଶିନ ନିର୍ମାଣ...

‘ସାଇଲେଣ୍ଟ କୋଭିଡ୍‌ ଓ୍ବାରିଅର’ ହର୍ଷିଲ

କଟକ ଅଫିସ,୨୫ା୭: ଲକ୍‌ଡାଉନ ବେଳର ଚିତ୍ର ଆଙ୍କି ବିଶ୍ୱସ୍ତରରେ କୃତିତ୍ୱ ହାସଲ କରିଛନ୍ତି କଟକର ୯ ବର୍ଷୀୟ ହର୍ଷିଲ ଅଗ୍ରୱାଲ। ଲଣ୍ଡନର ୱାର୍ଲଡ ବୁକ୍‌ ଅଫ୍‌ ରେକର୍ଡ ହର୍ଷିଲଙ୍କୁ ‘ସାଇଲେଣ୍ଟ କୋଭିଡ୍‌ ୱାରିୟର’ ଭାବେ ସମ୍ମାନିତ କରିଛି। ଏହାଛଡ଼ା ଏକ୍ସକ୍ଲୁସିଭ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri