ଆମ ଜିଲା ଖବର

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ କାମୁଡିବା ଫଳରେ ପିଲାଟିର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଗାଁର ଲକ୍ଷ୍ମୀଧର ଧରୁଆଙ୍କ...

କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ ଗୁରୁବାର ପୁଣି ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ୨ ମାଓବାଦୀଙ୍କ ମୃତ୍ୟୁ...

ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା ପରେ...

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷା କରିଥିଲେ ା ସମ୍ପର୍କୀୟ, ବନ୍ଧୁବାନ୍ଧବ ବିବାହ ଭୋଜିର ମଜା ଉଠାଇ...

ହରିଚନ୍ଦନପୁର ତହସିଲଦାରଙ୍କ ବଦଳି ବାତିଲ୍‌ ପାଇଁ ଅଡ଼ିବସିଲେ ଅଞ୍ଚଳବାସୀ

କେନ୍ଦୁଝର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ତହସିଲଦାର ସୁବାଷ ପାଲଟାଙ୍କ ବଦଳି ବାତିଲ ପାଇଁ ଦାବି ହୋଇଛି। ତାଙ୍କର ବଦଳି ବାତିଲ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଶୁକ୍ରବାର ଏକ ଦାବିପତ୍ର ପ୍ରଦାନ କରିଛନ୍ତି...

ଗଞ୍ଜାମ ଏନ୍‌ଏସିରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଗଞ୍ଜାମ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳର ଡ୍ରେନଜ ବ୍ୟବସ୍ତା ଠିକ୍‌ ନ ଥିବା ଯୋଗୁ ଅସରାଏ ବର୍ଷାରେ ଗାଁ ଦାଣ୍ଡରେ ଜଳ ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ସହରର ବିଭିନ୍ନ ସ୍ଥାନରେ ଏହି ଜଳ ନିଷ୍କାସିତ ହୋଇ ନ ପାରି ଦୁର୍ଗନ୍ଧ...

ଲକ୍‌ଡାଉନକୁ ବେଖାତିର: କ୍ଷୀର, ପରିବା ବିକ୍ରି ଆଳରେ ଖୋଲୁଛି ଚା’, ଭେରାଇଟ ଷ୍ଟୋର

କଣ୍ଟାପଡା,୨୪।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି କଣ୍ଟାପଡା ବ୍ଲକରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ତେବେ ରାଜ୍ୟସରକାର କେତେକ ଜିଲାକୁ ଆସନ୍ତା ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଥିବା ବେଳେ...

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା ବିଧାୟକଙ୍କ ସ୍ତ୍ରୀ ମଧ୍ୟ କୋଭିଡ ପଜିଟିଭ୍‌ ଆସିଥିବା ଶୁକ୍ରବାର ସୂଚନା ମିଳିଛି।...

ଡରାଇଲାଣି ଭଦ୍ରକ, ସଙ୍ଗରୋଧ ଅପେକ୍ଷା ସ୍ଥାନୀୟ ସଂକ୍ରମିତ ବେଶି

ଭଦ୍ରକ ଅଫିସ,୨୪।୭: ଭଦ୍ରକ ଜିଲାରେ ଶୁକ୍ରବାର ୬୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ରେ ପହଞ୍ଚିଛି। ତେବେ ଏମାନଙ୍କ ମଧ୍ୟରୁ ୧୯ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୪୧ ସ୍ଥାନୀୟ...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ମଲ୍ଲିକପଡି ଗ୍ରାମ କଣ୍ଟେନମେଣ୍ଟ ଜୋନ

ଜି ଉଦୟଗିରି, ୨୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ବ୍ଲକ ମଲ୍ଲିକପଡ଼ି ପଞ୍ଚାୟତ ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଉକ୍ତ ପଞ୍ଚାୟତର ମଲ୍ଲିକପଡ଼ି, ବିଲୁପଙ୍ଗା, ବାଡ଼ାନାଜୁ ଓ ବଳଦଗୁଡା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଛି। ଏଥିସହ ପାଙ୍ଗାନାଜୁ...

ବରଗଡ଼ରେ ଆଉ ୮ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ୭ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ...

ଖୋର୍ଦ୍ଧାରେ ଆଜି ୭୯ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ବ୍ଲକରୁ କେତେ

ଖୋର୍ଦ୍ଧା ଅଫିସ,୨୪ା୭: ଖୋର୍ଦ୍ଧା ଜିଲାରେ ଉଦ୍‌ବେଗଜନକ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗଞ୍ଜାମ ଜିଲା ପରେ ଅଧିକ ସଂକ୍ରମିତ ଜିଲା ହେଉଛି ଖୋର୍ଦ୍ଧା। ଶୁକ୍ରବାର ଏହି ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri