ଆମ ଜିଲା ଖବର

କୋଭିଡ୍‌ ହସ୍ପିଟାଲରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ଭଣ୍ଡାରିପୋଖରୀ,୨୨ା୭(ଡି.ଏନ.ଏ)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ଜୁନିଅର କଲେଜ ଅଧ୍ୟକ୍ଷ ବିପିନ ବିହାରୀ ମହାପାତ୍ରଙ୍କର କୋଭିଡ୍‌ ହସ୍ପିଟାଲରେ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ଅଧ୍ୟକ୍ଷ ମହାପାତ୍ର ଥଣ୍ଡା ଜ୍ୱରରେ ଆକ୍ରାନ୍ତ ହୋଇ...

ମୃତଦେହ ସଂସ୍କାର ପରେ ରିପୋର୍ଟ ପଜିଟିଭ: ଚିନ୍ତାରେ ଶବବାହକ, ପରିବାର ଲୋକେ

ଭଞ୍ଜନଗର,୨୨।୭(ଡି.ଏନ.ଏ)- ସ୍ବାବ୍‌ ସଂଗ୍ରହର ୧୦ ଦିନ ପରେ ରିପୋର୍ଟ ପଜିଟିଭ ଆସିଲା। ସେତେବେଳକୁ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟି ସାରିଥିଲା। ପରିବାର ଲୋକେ ଓ ସମ୍ପର୍କୀୟ ସଂସ୍କାର କରିଦେଇଥିଲେ। ଏହାର କିଛି ଘଣ୍ଟା ପରେ ପ୍ରଶାସନ ପକ୍ଷରୁ କରୋନା ପଜିଟିଭ...

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା, ଗର୍ଭପାତ: ବନ୍ଧା ହେଲେ ସମିତିସଭ୍ୟଙ୍କ ପୁଅ, କ୍ୱାକ୍‌

ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଓ ପରେ ପ୍ରତାରଣା କରିବା ଏବଂ ଗର୍ଭପାତ କରାଇବା ଅଭିଯୋଗରେ ୨ଜଣଙ୍କୁ ଗିରଫ କରିଛି ପୋଲିସ। ସେମାନେ ହେଲେ ଗ୍ରୀନବାଡ଼ି ସମିତିସଭ୍ୟଙ୍କ...

ପୋଷ୍ଟ ପିଅନଙ୍କୁ କରୋନା

ଚିତ୍ରଡ଼ା,୨୨ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳର ଜଣେ ପୋଷ୍ଟ ପିଅନ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ମଙ୍ଗଳବାର ବିଡିଓ ପ୍ରିୟବ୍ରତ ପାଢ଼ୀ ଓ ତହସିଲଦାର ପ୍ରିୟଦର୍ଶନୀ ମଲ୍ଲିକ ପହଞ୍ଚି ପୋଷ୍ଟମାଷ୍ଟରଙ୍କ...

ରାଉରକେଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୨।୭(ବ୍ୟୁରୋ)-କୋଭିଡ୍‌-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍‌ ପରିଚାଳନା...

ଭଦ୍ରକରେ ବଢିଲା ଲକ୍‌ଡାଉନ କଟକଣା

ଭଦ୍ରକ ଅଫିସ, ୨୨ା୭- ଭଦ୍ରକ ଜିଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବୁଧବାର ଜିଲାର ସମସ୍ତ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ବ୍ଲକ ମୁଖ୍ୟାଳୟମାନଙ୍କରେ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟକଣା ଜାରି କରାଯାଇଛି।...

ଚଳିତ ବର୍ଷ ଭଙ୍ଗା ଯିବନି ୩ ରଥ

ପୁରୀ ଅଫିସ,୨୨।୭-ଚଳିତ ବର୍ଷ ପୁରୀ ରଥଯାତ୍ରାର ୩ ରଥକୁ ଭଙ୍ଗାଯିବ ନାହିଁ। ଜଗନ୍ନାଥଙ୍କ ନନ୍ଦିଘୋଷ, ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ନ ଭାଙ୍ଗିବା ପାଇଁ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର...

କଟକ ସହରରୁ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫୪ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୨ା୭: ବୁଧବାର କଟକ ସହରରୁ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧ଟି ଇନ୍‌ଷ୍ଟିଚ୍ୟୁଶନାଲ କେସ୍‌...

ଝାରସୁଗୁଡ଼ାରେ ଗୋଟିଏ ଦିନରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୨୨ା୭: ଝାରସୁଗୁଡ଼ା ଜିଲାରେ କରୋନା କାୟା ବିସ୍ତାର କରିଚାଲିଛି। ଏହାକୁ ନେଇ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ିଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବୁଧବାର ଜିଲାରୁ ୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌...

ବାଘୁଆ ଜଳଭଣ୍ଡାରରୁ ପାଣି ଛାଡ଼ିଲା ପ୍ରଶାସନ

ବୁଗୁଡ଼ା,୨୨ା୭(ଡି.ଏନ୍‌.ଏ.): ବାଘୁଆ ଜଳଭଣ୍ଡାରରୁ ପାଣି ଛଡ଼ାଯାଇଛି। ଏହି ପାଣି ବାଘୁଆ ଜଳଭଣ୍ଡାରର ବାମ ଏବଂ ଦକ୍ଷିଣ କେନାଲ ଦେଇ ଛଡ଼ାଯାଇଥିବା ବୁଗୁଡ଼ା ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁଯାୟୀ,...

ସମ୍ବଲପୁରର ଏହି ଗାଁର ନାଁ ହେଲା ‘ରଙ୍ଗବତୀ’

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଖ୍ୟାତ ଲୋକ ସଂଗୀତ ରଙ୍ଗବତୀ ନାଁରେ ନାମିତ ହେଲେ ଗାଁ। ସମ୍ବଲପୁର ଜିଲା ବାମରା ବ୍ଲକର ବିଲୁଙ୍ଗ ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ଗାଁ ନାମରେ ନାମିତ କରାଯାଇଛି। ଏନେଇ ବୁଧବାର ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।...

ଜେଲ୍‌ରେ କରୋନା: ୩୩ କଏଦୀ, ଜେଲର ସମେତ ୧୦ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୨୨ା୭: କରୋନାର କରାଳଛାୟା ଭିତରେ ଏବେ ଗଞ୍ଜାମ ଜିଲା ଗତି କରୁଛି। ମଣ୍ଡଳକାରାଗାରରେ ରହୁଥିବା କଏଦୀ, କାରାପାଳ ଓ କର୍ମଚାରୀମାନେ ମଧ୍ୟ ଏଥିରୁ ବର୍ତ୍ତି ପାରୁନାହାନ୍ତି । ବୁଧବାର ମିଳିଥିବା ସ୍ବାବ୍‌ ରିପୋର୍ଟ ଅନୁସାରେ, ମଣ୍ଡଳକାରାଗାରରେ ଥିବା ୩୩...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri