ଆମ ଜିଲା ଖବର

୨ ବର୍ଷର କାର୍ଯ୍ୟ ୭ ବର୍ଷରେ ସରିଲାନି

ଅନୁଗୋଳ ଅଫିସ, ୨୨ା୭ ଶିଳାନ୍ୟାସର ୭ ବର୍ଷ ପରେ ବି ଶେଷ ହୋଇପାରୁନି ଅନୁଗୋଳର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବସ୍‌ ଟର୍ମିନାଲ କାର୍ଯ୍ୟ। ଏହାର ନିର୍ମାଣ ପାଇଁ ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା) ସହ ଚୁକ୍ତି କରିଥିବା ଠିକାସଂସ୍ଥା ଅନୁଗୋଳ...

ବଜାୟ ରହିଲା ସ୍ବୟଂଶାସିତ ମାନ୍ୟତା

ଢେଙ୍କାନାଳ ଅଫିସ, ୨୨।୭ ଢେଙ୍କାନାଳ ମହାବିଦ୍ୟାଳୟର ସ୍ବୟଂଶାସିତ ମାନ୍ୟତା ବଜାୟ ରହିଛି। ୨୦୨୩ ଯାଏ ଏହାକୁ ଅଟୋନମସ୍‌ ମାନ୍ୟତା ପ୍ରଦାନ କରାଯାଇଛି। ଏ ନେଇ ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଚିଠି ନଂ.ଏଫ୍‌. ୨୨-୧/୨୦୧୭ ଏସ୍‌ସିରେ କଲେଜ କର୍ତ୍ତୃପକ୍ଷଙ୍କୁ...

ଯୁବ ବ୍ୟବସାୟୀଙ୍କ କରୋନାରେ ମୃତ୍ୟୁ: କିଛିଦିନ ତଳେ ଯାଇଥିଲା ମା’ ବାପାଙ୍କ ଜୀବନ

ଦିଗପହଣ୍ଡି,୨୧ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ରିଙ୍କୁ ଓରଫ ଇ.ଜିତେନ୍ଦ୍ର ପାତ୍ର (୪୧)ଙ୍କର ସୋମବାର ଶୀତଳାପଲ୍ଲୀ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ରବିବାର ତାଙ୍କ କରୋନା ଆକ୍ରାନ୍ତ ବାପା ଇ.କୃଷ୍ଣ ପାତ୍ର...

୧୦୦ ପୋଲିସ କରୋନା ଯୋଦ୍ଧା ପ୍ଲାଜ୍‌ମା ଦାନ କରିବେ

ଆସିକା,୨୨।୭(ଡି.ଏନ୍‌.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କରୋନାରୁ ସୁସ୍ଥ ହୋଇ ଫେରିଥିବା ଗଞ୍ଜାମ ପୋଲିସ ଜିଲାର ୧୦୦ ପୋଲିସ କର୍ମଚାରୀ ପ୍ଲାଜ୍‌ମା ଦାନ କରିବେ ବୋଲି ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା...

ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ

ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା ଅଭିଯୋଗ କରିବା ପରେ ପୋଲିସ ନଂ.୮୮/୨୦ରେ ମାମଲା ରୁଜୁକରି ୩ଜଣଙ୍କୁ ଅଟକ...

ସବୁଜିମା ନିଶାରେ ବୃକ୍ଷମାନବ

କେନ୍ଦୁଝର,୨୨ା୭(ଦୀପକ ମିଶ୍ର)-ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟର ଗନ୍ତାଘର କେନ୍ଦୁଝର ଜିଲା। ଶିଳ୍ପାୟନ ଓ ଖଣିଖନନ ପାଇଁ ଲକ୍ଷ ଲକ୍ଷ ବୃକ୍ଷରାଜି ନଷ୍ଟ ହେଉଛି। ସାମାଜିକ ବନୀକରଣ ଏଠାରେ ଆଶାନୁରୂପ ହୋଇପାରୁ ନ ଥିବା ଅଭିଯୋଗ ହେଉଥିବାବେଳେ ସବୁଜିମା ନିଶାରେ ମସଗୁଲ ହୋଇ...

ହାଇଲେବଲ କେନାଲରେ ଘାଇ ଆଶଙ୍କା

ଭଣ୍ଡାରିପୋଖରୀ, ୨୨।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୩ ନଂ ମୁଖ୍ୟ କେନାଲର ପାର୍ବତୀ ସାଇଫନ ନିକଟରେ ପୁରୁଣା ପାଇପ୍‌ ଭାଙ୍ଗି ପାଣି ଲିକେଜ କରି ମାଟି ଧୋଇ ଯିବା ସହ ବିରାଟ ଘାଇ ହେବାର ଆଶଙ୍କା ଦେଖାଦେଇଛି। ସାଇଫନ...

ଖୁଣ୍ଟା କଲେଜରେ ଛାତ୍ର ଅଶାନ୍ତି

ଉଦଳା,୨୧ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ ରିଆଡ୍‌ମିଶନ ଫି ବୃଦ୍ଧିକୁ ଛାତ୍ରୀଛାତ୍ର ବିରୋଧ କରିଛନ୍ତି। ନ୍ୟାୟ ପାଇଁ ମଙ୍ଗଳବାର ସେମାନେ ସ୍ଥାନୀୟ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏନେଇ କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କେବଳ ବର୍ଦ୍ଧିତ ଫି ନୁହେଁ...

ଉଚ୍ଛେଦ ବେଳେ ଭାଙ୍ଗିଲା ବିପ୍ଳବୀ କବିଙ୍କ ପ୍ରତିମୂର୍ତ୍ତି

ବାସୁଦେବପୁର,୨୧ା୭(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର ପ୍ରଶସ୍ତୀକରଣ ପାଇଁ ସୋମବାରଠାରୁ ବାସୁଦେବପୁର ମୁଖ୍ୟ ବଜାର ରାସ୍ତାର ଦୁଇପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ ବେଳେ ସହର ମଧ୍ୟଭାଗ ଏବି ହାଇସ୍କୁଲ ଛକରେ ଥିବା ସ୍ବାଧୀନତା ସଂଗ୍ରାମୀ...

ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ

ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍‌.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଛି। ସେ...

କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୫, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୧, ଲୋକାଲ କେସ୍‌ ୫ ଏବଂ ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ...

ରାୟଗଡ଼ାରୁ ୩ ନାବାଳିକା, ୯ କରୋନା ଯୋଦ୍ଧା ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ମଙ୍ଗଳବାର ସର୍ବାଧିକ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୪ ଜଣ ପୁରୁଷ ଥିବାବେଳେ ୧୩ ମହିଳା ଅଛନ୍ତି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ବୟସ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri