ଆମ ଜିଲା ଖବର

ମାନ୍ୟତା ମିଳିଲେ ଗୁରୁତ୍ୱ ବଢ଼ିବ

ବାଲେଶ୍ୱର ଅଫିସ, ୨୧।୭: ପରିବେଶ ସନ୍ତୁଳନ ରକ୍ଷା ସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସରକାର ସମୁଦ୍ର ଉପକୂଳରେ ଜଙ୍ଗଲ ସୃଷ୍ଟି କରିବାକୁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ବିଶେଷ କରି ସମନ୍ବିତ ଉପକୂଳ ପରିଚାଳନା ପ୍ରକଳ୍ପ (ଇଣ୍ଟିଗ୍ରେଟେଡ୍‌ କୋଷ୍ଟାଲ...

ଏଯାଏ ସୁଧୁରିନି ଜୀବନଜୀବିକା

କେନ୍ଦୁଝର, ୨୧ା୭(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଗରିବ ଓ ବନବାସୀ କରୋନା କଟକଣାରେ ପେଷି ହୋଇ ପଡ଼ିଛନ୍ତି। କଟକଣା କୋହଳ କରାଯାଉଥିଲେ ହେଁ ଉପଯୁକ୍ତ ଯାତାୟାତ ସୁବିଧା ନ ଥିବା ଏବଂ ପ୍ରଶାସନିକ ନିଷ୍ପତ୍ତି ବିଷୟରେ ଜାଣିପାରୁ ନ ଥିବା କାରଣରୁ...

‘ପ୍ରତିଷ୍ଠା ହେଉ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର’

ବାଲେଶ୍ୱର ଅଫିସ,୨୧।୭- ବାଲେଶ୍ୱର ଜିଲାରେ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ବୁଦ୍ଧିଜୀବୀ ଏକାଠି ହୋଇଛନ୍ତି। ସୋମବାର ପୂର୍ବାହ୍ନରେ ସହରର ଚାନ୍ଦମାରି ପଡ଼ିଆ ସ୍ଥିତ ବରିଷ୍ଠ ସମାଜସେବୀ ଗୌରାଙ୍ଗ ପାଣିଗ୍ରାହୀଙ୍କ ବାସଭବନରେ ସେମାନେ ଏକତ୍ରିତ ହୋଇ ବିରଳ ନୀଳରକ୍ତ...

ହାତ ବାନ୍ଧିଛି ନିଅଣ୍ଟିଆ ବର୍ଷା

ବଇଣ୍ଡା, ୨୧ା୭(ଡି.ଏନ.ଏ.) – ଚଳିତବର୍ଷ ଭଲ ବର୍ଷାର ପୂର୍ବାନୁମାନ ନେଇ ଚାଷୀକୁଳ ଉତ୍ସାହିତ ଥିଲେ। ବିଲରେ ହଳ ବୁଲାଇବା ସହ ତଳି ମଧ୍ୟ ପକାଇଥିଲେ। ହେଲେ ହାତ ବାନ୍ଧିଦେଇଛି ନିଅଣ୍ଟିଆ ବର୍ଷା। କେଉଁଠି ପାଣି ଅଭାବରୁ ତଳି ବଢ଼ିପାରୁନି ତ...

ପୌରପାଳିକା ମୁଣ୍ଡରେ ଅଳିଆ ବୋଝ

ଅନୁଗୋଳ ଅଫିସ୍‌, ୨୧ା୭ ଅନୁଗୋଳ ପୌରପାଳିକା ମୁଣ୍ଡରୁ ହଟୁନି ସହରର ଅଳିଆ ଚିନ୍ତା। କେତେବେଳେ ଆବର୍ଜନା ପକାଇବାକୁ ନେଇ କେଉଁଠୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି ତାହାର କିଛି ଠିକ୍‌ଠିକଣା ରହୁନି। ଦୀର୍ଘ ବର୍ଷ ହେଲା ଏପରି ସମସ୍ୟାର ସମାଧାନ...

୭ ମହଲାକୁ ଷ୍ଟ୍ରେଚର ସାହା

ଢେଙ୍କାନାଳ ଅଫିସ,୨୧ା୭ – ୭ ମହଲା ବିଶିଷ୍ଟ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଉପର ମହଲାଗୁଡ଼ିକରେ ରହିଛି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ଓ୍ବାର୍ଡ ଓ ଅସ୍ତ୍ରୋପଚାର ଗୃହ। କିନ୍ତୁ ଚିକିତ୍ସାଳୟର ମୋଟ୍‌ ୪ଟି ଲିଫ୍ଟ ମଧ୍ୟରୁ ୩ଟି ଅଚଳ ହୋଇପଡ଼ିଛି।...

୨ ସେବାୟତଙ୍କୁ କରୋନା

ପୁରୀ ଅଫିସ,୨୦ା୭:ରଥଯାତ୍ରା ପରେ କରୋନା ସଂକ୍ରମଣ ସ୍ଥିତି ଜାଣିବା ପାଇଁ ସେବାୟତମାନଙ୍କର ତୃତୀୟ ପର୍ଯ୍ୟାୟ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ମୋଟ ୨,୬୩୬ ସେବାୟତଙ୍କ ସ୍ବାବ୍‌ ସଂଗ୍ରହ ହୋଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନ୍ୟମାନଙ୍କ ରିପୋର୍ଟ...

ଖାନ୍‌ନଗର: ବାପା-ପୁଅ ପଜିଟିଭ

କଟକ ଅଫିସ,୨୦ା୭-ଖାନ୍‌ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ଜଣେ ବରିଷ୍ଠ ବ୍ୟକ୍ତିବିଶେଷ ଓ ପୂଜା କମିଟିର ଜଣେ ସକ୍ରିୟ ସଦସ୍ୟ।...

କୋରାପୁଟକୁ ଫେରିଲା ଲକ୍‌ଡାଉନ୍‌: ୪ ସହର ୫ ପଞ୍ଚାୟତରେ ତାଲାବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ ): କୋରାପୁଟ ଜିଲାରେ ପୁଣି ଲାଗୁ ହେବ ଲକ୍‌ଡାଉନ୍‌। କରୋନା ସଂକ୍ରମିତ ସଂଖ୍ୟା ବଢ଼ୁଥିବାରୁ ଜିଲାର ଜୟପୁର, କୋରାପୁଟ, ସୁନାବେଢା, କୋଟପାଡ ୪ଟି ସହରାଞ୍ଚଳରେ ଲକ୍‌ଡାଉନ୍‌ ଲାଗୁହେବ। ଏଥିସହ ଲକ୍ଷ୍ମୀପୁର, ବୋରିଗୁମ୍ମା, ପଟାଙ୍ଗି ବ୍ଲକର ସଦର, କୋରାପୁଟ ବ୍ଲକର...

ହେଲ୍ପ ଡେସ୍କରେ କାର୍ଯ୍ୟରତ ୨ କର୍ମଚାରୀ କରୋନା ପଜିଟିଭ୍‌: କୋରାପୁଟ ଜିଲା ଚିକିତ୍ସାଳୟ ୪୮ ଘଣ୍ଟା ବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଚିକିତ୍ସାଳୟର ୨ଜଣ ହେଲ୍ପ ଡେସ୍କରେ କାର୍ଯ୍ୟରତ ଅସ୍ଥାୟୀ ମହିଳା କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ତୁରନ୍ତ ଜିଲା ଚିକତ୍ସାଳୟକୁ ଆସନ୍ତା ୪୮ ଘଣ୍ଟା ଗୁରବାର ତ୍ପର୍ଯ୍ୟନ୍ତ ବନ୍ଦ କରାଯାଇଛି...

କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲାର ଗୁରୁତର ରୋଗୀଙ୍କୁ ପ୍ଲାଜମା ଥେରାପି ଯୋଗାଇ...

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri