ଆମ ଜିଲା ଖବର

ଚଞ୍ଚକତା କରି ୮୮ଲକ୍ଷ ଟଙ୍କା ହଡ଼ପ: ବନ୍ଧା ହେଲେ ଏନ୍‌ଜିଓ ନିର୍ଦ୍ଦେଶକ, କୋଷାଧ୍ୟକ୍ଷ

ଢେଙ୍କାନାଳ ଅଫିସ, ୧୯।୭-ଚଞ୍ଚକତା କରି ୮୮ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ସଦର ଥାନା ମୂଳିସିଂହସ୍ଥିତ ସ୍ବେଚ୍ଛାସେବୀ ସଂସ୍ଥା ‘ଜନଜାଗରଣ କେନ୍ଦ୍ର’ର ନିର୍ଦ୍ଦେଶକ ରତିକାନ୍ତ ନାୟକ ଏବଂ କୋରିଅଁା ଅଞ୍ଚଳର କୋଷାଧ୍ୟକ୍ଷ ଉପେନ୍ଦ୍ର ନାୟକଙ୍କୁ ରବିବାର...

ହାତୀପଲ ଖାଇଗଲେ ରାଶନ

ଢେଙ୍କାନାଳ ଅଫିସ, ୧୯।୭-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମିଧା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏକ ପଲରେ ୧୬ ହାତୀ ଉପଦ୍ରବ ସୃଷ୍ଟି କରିଛନ୍ତି। ହାତୀଙ୍କ ଉତ୍ପାତ ଏବଂ ଗର୍ଜନରେ ଅଞ୍ଚଳବାସୀ ଛାନିଆ ହୋଇପଡ଼ିଥିଲେ। ହାତୀପଲ ରାଣୀବଣିଆ ଅଞ୍ଚଳର ମିଥୁନ...

ଗର୍ଭବତୀଙ୍କ ରିପୋର୍ଟ ପଜିଟିଭ୍‌:‌ କ୍ୱାରାଣ୍ଟାଇନ୍‌ରେ ରହିଲେ ୬୦

ଢେଙ୍କାନାଳ ଅଫିସ, ୧୯ା୭-ଢେଙ୍କାନାଳ ସହରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପ୍ରସବ ଲାଗି ଆସିଥିବା ଜଣେ ମହିଳା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଏହାପରେ ପୌରସଂସ୍ଥା ପକ୍ଷରୁ ରବିବାର ସହରରେ ଥିବା ୮ ନର୍ସିଂହୋମ୍‌, କ୍ଲିନିକ ଏବଂ ଔଷଧ ଦୋକାନକୁ ସିଲ୍‌...

ହଳଦିଆ ରଙ୍ଗର ବିରଳ କଇଁଛ ଉଦ୍ଧାର

ସୋର,୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଗ୍ରାମର ବାସୁଦେବ ମହାପାତ୍ର ନାମକ ଜଣେ ଚାଷୀଙ୍କ ଜମିରୁ ଏକ ହଳଦିଆ ରଙ୍ଗର ବିରଳ କଇଁଛ ଉଦ୍ଧାର କରାଯାଇଛି। ରବିବାର ସକାଳେ ସେ ଜମିରେ କାମ କରୁଥିବା ବେଳେ ଏପରି କଇଁଛକୁ...

ତହସିଲଦାରଙ୍କୁ ଆକ୍ରମଣ ମହଙ୍ଗା ପଡିଲା : ଜେଲ ଗଲେ ଅଧ୍ୟାପକ

ବାଲିଗୁଡା,୧୯ା୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚତ୍ ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ...

କାତପଡ଼ା, ହଳଦିଆପଡ଼ା ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌

କଣାସ,୧୯ା୭(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କାତପଡ଼ା ଓ ହଳଦିଆପଡା ଗ୍ରାମରେ ରବିବାର ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ଉକ୍ତ ଦୁଇ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛନ୍ତି।...

କଟକରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୧୯।୭- କଟକ ଜିଲାରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ଯେପରି ନ ବ୍ୟାପିବ କଟକ ମହାନଗର ନିଗମ ଓ ଗ୍ରାମାଞ୍ଚଳରେ ଘରକୁ ଘର ଯାଇ ସର୍ଭେ କରାଯାଉଛି। ସେହିଭଳି ସଂକ୍ରମଣର ଲକ୍ଷଣ ଥିବା ଲୋକଙ୍କଠାରୁ ନମୁନା ସଂଗ୍ରହ...

ବାଉଁଶ ବାଡ଼ ପାଇଁ ସରପଞ୍ଚଙ୍କୁ ଧମକ

ହିଞ୍ଜିଳିକାଟୁ,୧୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଜିଳିକାଟୁ ବ୍ଲକ ବେଲଗାଁ ସରପଞ୍ଚ ତ୍ରିନାଥ ପାଣିଗ୍ରାହୀଙ୍କୁ ଗ୍ରାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାସ୍ତାରେ ବାଉଁଶ ବାଡ଼ କରିବା ନେଇ ୨ ଭାଇ ଗାଳି ଗୁଲଜ ସହ ଧମକ ଦେବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ,...

ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଳପଡ଼ାର ସୋମ୍ୟରଞ୍ଜନ ଦାଶ, ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା, ଆକାଶ...

ବାସୁଦେବପୁର ବ୍ଲକର ୨ ପଞ୍ଚାୟତରୁ ଉଠିଲା କଣ୍ଟେନମେଣ୍ଟ

ପଦ୍ମପୁର,୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରଓ ବିନାୟକ ପଞ୍ଚାୟତରେ ଗତ ୩ ତାରିଖରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା । ଶନିବାର ସନ୍ଧ୍ୟାରେ ଭଦ୍ରକ ଜିଲାପାଳ ଜ୍ଞାନ ରଞ୍ଜନ ଦାସ କପାଗିଆ, ଠାକୁର ବାଡ଼ିଓ, ବାଗଡ଼ା,  ବିନାୟକପୁର...

ମାସ୍କ ନ ପିନ୍ଧି ଦେଲେ ୮୭ ହଜାରରୁ ଅଧିକ ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୯।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା...

କଟକରୁ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୫୦କୁ ବୃଦ୍ଧି

କଟକ ଅଫିସ,୧୯ା୭: ରବିବାର କଟକ ସହରରୁ ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ହେଲେ ରାଉସପାଟଣାର ୫...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri