ଆମ ଜିଲା ଖବର

ଦୃଷ୍ଟିହୀନ ହୋଇ ବି ହାରିନାହାନ୍ତି

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଦୃଷ୍ଟି ହୀନ ହୋଇବି କେବେ ହାର ମାନି ନାହାନ୍ତି ନିବେଦିତା। ନିଜେ ଦେଖିପାରୁ ନ ଥିଲେ ବି ଅନ୍ୟ ମାନଙ୍କୁ ଶିକ୍ଷାର ଆଲୋକ ଦେଖାଇବା ପିଲାଟି ଦିନରୁ ତାଙ୍କ ସ୍ବପ୍ନ। ଏଣୁ ଏଥିପାଇଁ ବିଏ ପରେ ବିଏଡ...

ଶ୍ମଶାନ ଭୂଇଁ ପାଲଟିବ ଶାରୀଶୁଆ ପାହାଡ

ଖଇରା, ୧୯ା୭(ଡି.ଏନ.ଏ.)-ଲକ୍‌ଡାଉନ, ଶଟ୍‌ଡାଉନ କଟକଣା କେତେକଙ୍କ ପାଇଁ ଅଭିଶାପ ପାଲଟିଥିବା ବେଳେ ଆଉ କେତେକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ଆଶୀର୍ବାଦ ଗୋଷ୍ଠୀ ମଧ୍ୟରେ ଅଛନ୍ତି ବାଲେଶ୍ବର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ...

୨ ଦିନ ହେଲା ଜଳ ଯୋଗାଣ ବନ୍ଦ

ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି...

କଣ୍ଟେନ୍‌ମେଣ୍ଟ ଜୋନ୍‌ର ନିର୍ଭୀକ ସେବାକାରୀ

ବଲାଙ୍ଗୀର ଅଫିସ, ୧୯ା୭:  ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ସମୟରେ ଜିଲାର କରୋନା ଯୋଦ୍ଧା ସେମାନଙ୍କର ନିରବଚ୍ଛିନ୍ନ ଓ ସ୍ବେଚ୍ଛାକୃତ ସେବା ଯୋଗାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଲାଙ୍ଗୀର ସହରର...

ଅନ୍‌ଲାଇନ୍‌ ପାଠପଢ଼ା ନାମକୁ ମାତ୍ର: ବାଦ୍‌ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ ଯିବାକୁ ଅନୁମତି ନାହିଁ। ୪ମାସ ହେଲା ପିଲାମାନେ ଘରେ ରହିଛନ୍ତି। ଏଭଳି ସ୍ଥିତିରେ...

ଲୁଟୁ ରଞ୍ଜନ ଥାପ୍ପା ଜିଲା ଯୁବ କଂଗ୍ରେସ ସଭାପତି

ଅନୁଗୋଳ ଅଫିସ୍‌, ୧୯ା୭: ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ୧୦ଟି ସାଙ୍ଗଠନିକ ଜିଲାର ନୂତନ ଜିଲା ସଭାପତିଙ୍କ ନାମ ଘୋଷଣା କରାଯାଇଛି। ଅନୁଗୋଳ ଜିଲା ସଭାପତି ଭାବେ ବରିଷ୍ଠ ଯୁବ କଂଗ୍ରେସ ନେତା ଲୁଟୁ ରଞ୍ଜନ ଥାପ୍ପାଙ୍କ ନାମକୁ...

ଦିନକରେ ବାହାରିଲେ ୯ ପଜିଟିଭ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ଗୋଟିଏ ଦିନରେ ୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ସେହିପରି ଅଦ୍ୟାବଧି ୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୯...

୩୧ ଯାଏ ୪ ଜିଲା, ରାଉରକେଲାରେ କୋର୍ଟ ବନ୍ଦ

କଟକ ଅଫିସ,୧୮ା୭-ରାଜ୍ୟର ଖୋର୍ଦ୍ଧା, ଗଞ୍ଜାମ, କଟକ, ଯାଜପୁର ପରି ୪ଟି ଜିଲା ଓ ରାଉରକେଲା ପୌରାଞ୍ଚଳକୁ ସରକାର ହଟ୍‌ସ୍ପଟ୍‌ ଭାବେ ଘୋଷଣା କରିଛନ୍ତି। ଏଠାରେ ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି କରାଯାଇଛି। ତେଣୁ ସେ ପର୍ଯ୍ୟନ୍ତ ଏହି ଅଞ୍ଚଳର...

ବାଲୁଗାଁ ମାଛ ମାର୍କେଟ ୭ଦିନ ଶଟ୍‌ଡାଉନ: ୨ ମାଛ ଗୋଦାମ, ୩ ବରଫ କଳ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁର ଜଣେ ମତ୍ସ୍ୟ ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଶନିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ବାଲୁଗାଁ ମାଛ ମାର୍କେଟକୁ ୭ଦିନ ଲାଗି ଶଟ୍‌ଡାଉନ ଘୋଷଣା କରିଛନ୍ତି। ଶନିବାର ଠାରୁ...

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର...

କୋରାପୁଟରୁ ପୁଣି ସୁସ୍ଥ ହେଲେ ୯ କରୋନା ଆକ୍ରାନ୍ତ

କୋରାପୁଟ,୧୮ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଜିଲାରେ କରୋନା ଯୁଦ୍ଧରେ ବିଜୟୀ ହୋଇଥିବା ସଂଖ୍ୟା ୮୪କୁ ବୃଦ୍ଧି ପାଇଛି ା ଜିଲା ପ୍ରଶାସନର...

ନିରୀହ ପଶୁର ମାତୃତ୍ୱ ଆଗରେ ହାରମାନିଛି ଭେଦଭାବ

ଭବାନୀପାଟଣା,୧୮ା୭(ସ୍ବ.ପ୍ର.) : ଆଜିର ଏହି ସ୍ବାର୍ଥପର ଦୁନିଆରେ ମଣିଷ ନିଜ ମାନବିକତା ହରାଇ ପଶୁ ଭଳି ବ୍ୟବହାର କରୁଥିବାବେଳେ କେତେକ ମା’ ମଧ୍ୟ ଜନ୍ମିତ ଶିଶୁକୁ ନିଜ ବକ୍ଷରୁ ସ୍ତନ୍ୟପାନ କରାଇ ଦେଉନାହାନ୍ତି । ଏପରି ସ୍ବାର୍ଥପର ସମାଜରେ ପଶୁଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri