ଆମ ଜିଲା ଖବର

ଶଟ୍‌ଡାଉନ୍‌ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ଦେଲେ ୬୩ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୫।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା...

ସିବିଏସ୍‌ଇ ପରୀକ୍ଷା ଫଳାଫଳ ପ୍ରକାଶ: ଟପ୍‌ ତାଲିକାରେ ନାଲ୍‌କୋ ଛାତ୍ର

ବଅଁରପାଳ,୧୫ା୭(ଡି.ଏନ୍‌.ଏ.): କେନ୍ଦ୍ରୀୟ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ନାଲ୍‌କୋ ଡିପିଏସ୍‌ର ଛାତ୍ରୀଛାତ୍ର ବେଶ୍‌ ସଫଳତା ହାସଲ କରିଛନ୍ତି। ସ୍କୁଲରୁ ମୋଟ୍‌ ୧୭୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ...

ପୁଣି ୨୧ ପର୍ଯ୍ୟନ୍ତ ଛତ୍ରପୁର ସମେତ ୭ ଏନ୍‌ଏସି ଶଟ୍‌ଡାଉନ୍‌: ଆଜି ୪ଟା ଭିତରେ କିଣନ୍ତୁ ଆବଶ୍ୟକୀୟ ସାମଗ୍ରୀ

ଛତ୍ରପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଡିଭିଜନ ଅଧୀନ ୭ ଏନ୍‌ଏସି ( ହିଞ୍ଜିଳି ମ୍ୟୁନିସିପାଲିଟି ଓ ଗଞ୍ଜାମ ଏନଏସି ବ୍ୟତୀତ ) ୧୬ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ୬ ଦିନ ଶଟ୍‌ଡାଉନ୍‌ ରହିବ। ଉକ୍ତ ଏନ୍‌ଏସିରେ ପଜିଟିଭ୍‌ ସଂଖ୍ୟା...

କରୋନାରେ ବିଏମ୍‌ସିର ମୁଖ୍ୟ କିରାଣିଙ୍କ ମୃତ୍ୟୁ: ୧୪ ଦିନ ପାଇଁ ଏସବୁ ବିଭାଗ ବନ୍ଦ, ଏସବୁ ଖୋଲା

ବ୍ରହ୍ମପୁର ଅଫିସ,୧୫।୭: ବ୍ରହ୍ମପୁର ବିଏମସିର ମୁଖ୍ୟ କିରାଣି ଉପେନ୍ଦ୍ର ମାଝିଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରଠୋର ସୂଚନା...

ଆମ୍ବୁଲାନ୍ସ ଆବଶ୍ୟକ ବୋଲି ହେଲ୍ପଲାଇନ୍‌ ନମ୍ବରକୁ ଯାଇଥିଲା ୩୧ କଲ୍‌: ୩୧ ଜଣ ଗଲେ କୋଭିଡ ହସ୍ପିଟାଲ

ଛତ୍ରପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ସ୍ଥିତ ଆର୍‌ଟିଓ ଅଫିସରେ ୨୪ ଘଣ୍ଟିଆ ଆମ୍ବୁଲାନ୍ସ ମନିଟରିଂ ସେଲ ରହିଛି। ୧୪ ତାରିଖରେ ଏଠାକୁ କରୋନା ଆକ୍ରାନ୍ତଙ୍କ ପାଇଁ ଆମ୍ବୁଲାନ୍ସ ଆବଶ୍ୟକ ବୋଲି ୩୧ଟି କଲ୍‌ ହେଲ୍ପଲାଇନ ନମ୍ବରକୁ ଯାଇଥିଲା। ପରେ ଉକ୍ତ...

କାର୍ଯ୍ୟରେ ଥିବା ସମୟରେ କରୋନା ଯୋଦ୍ଧାଙ୍କୁ କରୋନା: ମୟୂରଭଞ୍ଜରେ ନୂଆ ୨୧ ପଜିଟିଭି ଚିହ୍ନଟ

ବାରିପଦା ଅଫିସ,୧୫ା୭: ମୟୂରଭଞ୍ଜ ଜିଲାରେ ବୁଧବାର ୨୧ ଜଣ ନୂଆ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୭କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ୨୧ ଜଣଙ୍କ ମଧ୍ୟରୁ ୧୨ ଜଣ ସଙ୍ଗରୋଧ ଗୃହରୁ...

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ୮ କରୋନା ଯୋଦ୍ଧା

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.) : କରୋନାରୁ ସୁସ୍ଥ ହୋଇ ଗଞ୍ଜାମ ଜିଲାରେ ୮ କରୋନା ଯୋଦ୍ଧା ପୁଣି ନିଜ କାର୍ଯ୍ୟରେ ମଙ୍ଗଳବାର ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ବିଡିଓ, ସହକାରୀ ଯନ୍ତ୍ରୀ, ମାର୍କେଟିଂ ଇନ୍ସପେକ୍ଟର, ପଞ୍ଚାୟତ ନିର୍ବାହୀ ଅଧିକାରୀ, ୪ ପୋଲିସ ଅଧିକାରୀ...

କର୍ମଚାରୀ କରୋନା ଅକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା ବ୍ୟାଙ୍କ

ଜି ଉଦୟଗିରି, ୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ଜଣେ କର୍ମଚାରୀ ମଙ୍ଗଳବାର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହା ପରେ ବୁଧବାରଠାରୁ ଉକ୍ତ ବ୍ୟାଙ୍କକୁ ସିଲ୍‌ କରାଯାଇଛି। ଏ ନେଇ ବିଡିଓ...

ରୂପ ବଦଳାଉଛି କରୋନା ଭୂତାଣୁ

କଟକ ଅଫିସ,୧୫ା୭: ଲୁଚକାଳି ଖେଳୁଛି କରୋନା ଭୂତାଣୁ। ବାରମ୍ବାର ରୂପ ବଦଳାଉଛି। ସମାନ ମଣିଷ ଦେହରେ କେତେବେଳେ ରିପୋର୍ଟ ପଜିଟିଭ ତ ଆଉ କେତେବେଳେ ନେଗେଟିଭ ଆସୁଛି। ଗତ ୪ ତାରିଖରେ ସୁସ୍ଥ ହୋଇ ଫେରିଥିବା ଏସ୍‌ସିବିର ଜଣେ ଡାକ୍ତରୀ...

ଭିକ୍ଷା ମାଗୁଛନ୍ତି ପୂର୍ବତନ ଡିଏସ୍‌ପିଙ୍କ ପୁଅ

କଟକ ଅଫିସ,୧୫ା୭: ଦିବାକର ପରିଡ଼ା ଥିଲେ ପୋଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ସେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଭାରତ ପକ୍ଷରୁ ବ୍ରିଟିଶ ସେନାରେ ଯୋଗ ଦେଇଥିଲେ। ସ୍ବାଧୀନ ଭାରତରେ ଓଡ଼ିଶା ପୋଲିସ ଗଠନ ହେବା ପରେ ଏଥିରେ ମଧ୍ୟ ତାଙ୍କୁ...

ଭତ୍ତା ଦେଇ ରାଶନ କାଟିଦେଲେ

କଣିହଁ। ,୧୫ା୭(ଡି.ଏନ.ଏ.) ଜନ୍ମରୁ ଦୃଷ୍ଟିହୀନ। ତେଣୁ ଆଧାରକାର୍ଡ ନାହିଁ। ଏହା ଜାଣି ବି ଜଣେ ଦିବ୍ୟାଙ୍ଗଙ୍କ ସହ ଅନ୍ୟାୟ କରାଯାଇଛି। ମାତ୍ର କେଇମାସ ତଳେ ଭତ୍ତା ଯୋଜନାରେ ତାଙ୍କୁ ସାମିଲ କରାଯାଇଥିବା ବେଳେ ଏବେ ଆଧାରକାର୍ଡ ନ ଥିବାକୁ ଆଳ...

ସରକାରୀ କ୍ୱାରିରୁ ବଢୁଛି ଚୋରି

ଅନୁଗୋଳ ଅଫିସ, ୧୫ା୭ ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ସରକାରୀ ପଥର କ୍ୱାରିରୁ ବଢ଼ୁଛି ଚୋରି। ଉକ୍ତ କ୍ୱାରିର ନିଲାମ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ସେଠାରୁ ଲଘୁ ଖଣିଜ ଦ୍ରବ୍ୟର ଚୋରା ଉତ୍ପାଦନ ଜାରି ରହିଥିବା ଅଭିଯୋଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri