ଆମ ଜିଲା ଖବର

ଭିକ୍ଷା ମାଗୁଛନ୍ତି ପୂର୍ବତନ ଡିଏସ୍‌ପିଙ୍କ ପୁଅ

କଟକ ଅଫିସ,୧୫ା୭: ଦିବାକର ପରିଡ଼ା ଥିଲେ ପୋଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ସେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଭାରତ ପକ୍ଷରୁ ବ୍ରିଟିଶ ସେନାରେ ଯୋଗ ଦେଇଥିଲେ। ସ୍ବାଧୀନ ଭାରତରେ ଓଡ଼ିଶା ପୋଲିସ ଗଠନ ହେବା ପରେ ଏଥିରେ ମଧ୍ୟ ତାଙ୍କୁ...

ଭତ୍ତା ଦେଇ ରାଶନ କାଟିଦେଲେ

କଣିହଁ। ,୧୫ା୭(ଡି.ଏନ.ଏ.) ଜନ୍ମରୁ ଦୃଷ୍ଟିହୀନ। ତେଣୁ ଆଧାରକାର୍ଡ ନାହିଁ। ଏହା ଜାଣି ବି ଜଣେ ଦିବ୍ୟାଙ୍ଗଙ୍କ ସହ ଅନ୍ୟାୟ କରାଯାଇଛି। ମାତ୍ର କେଇମାସ ତଳେ ଭତ୍ତା ଯୋଜନାରେ ତାଙ୍କୁ ସାମିଲ କରାଯାଇଥିବା ବେଳେ ଏବେ ଆଧାରକାର୍ଡ ନ ଥିବାକୁ ଆଳ...

ସରକାରୀ କ୍ୱାରିରୁ ବଢୁଛି ଚୋରି

ଅନୁଗୋଳ ଅଫିସ, ୧୫ା୭ ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ସରକାରୀ ପଥର କ୍ୱାରିରୁ ବଢ଼ୁଛି ଚୋରି। ଉକ୍ତ କ୍ୱାରିର ନିଲାମ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ସେଠାରୁ ଲଘୁ ଖଣିଜ ଦ୍ରବ୍ୟର ଚୋରା ଉତ୍ପାଦନ ଜାରି ରହିଥିବା ଅଭିଯୋଗ...

ଅଫିସ୍‌ରେ ଭଡ଼ାଟିଆ ଠିକାସଂସ୍ଥା

ପରଜଙ୍ଗ, ୧୫।୭(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଜଳ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌)-୧ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନ ୮ବର୍ଷ ହେଲା ଭଡ଼ାରେ ଲାଗିଛି। ଜଣେ ଠିକାସଂସ୍ଥାଙ୍କୁ ମାସିକ ୧୨ ହଜାର ଟଙ୍କାରେ ଉକ୍ତ ଅଫିସ୍‌ ଭଡ଼ାସୂତ୍ରରେ ଦିଆଯାଇଛି।...

ସଜେଇ ହେଉଛି ଉଦଳା ସହର

ଉଦଳା, ୧୫ା୭(ଡି.ଏନ.ଏ.)-କଳା ସଂସ୍କୃତିକୁ ବଞ୍ଚାଇ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ଏକ ନିଆରା ପ୍ରୟାସ ା ସବୁଜ ସୁନ୍ଦର ଉଦଳା ଏବେ କଳା ସଂସ୍କୃତିର ଝଲକରେ ଝଲସି ଉଠିଛି ା ଯେଉଁ ରାସ୍ତା କଡ଼...

୨ ଗଞ୍ଜେଇ ମାଫିଆ କୋଭିଡ୍‌ ହସ୍‌ପିଟାଲରୁ ଚମ୍ପଟ

ଗୋପାଳପୁର,୧୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ କୋଭିଡ୍‌ ହସ୍‌ପିଟାଲରୁ ୨ ଗଞ୍ଜେଇ ମାଫିଆ ରବିବାର ସନ୍ଧ୍ୟାରେ ଚମ୍ପଟ ମାରିଛନ୍ତି। ହସ୍ପିଟାଲର ଜେନେରାଲ ମ୍ୟାନେଜର ସନ୍ଦୀପ ମିଶ୍ର ୨୪ ଘଣ୍ଟା ପରେ ସୋମବାର ରାତିରେ ଏନେଇ ଗୋପାଳପୁର ଥାନାରେ...

ରେଡ୍‌ ଜୋନ୍‌ରେ ସଂକ୍ରମିତଙ୍କ ଉପରେ ନଜର ରଖ-ଜିଲାପାଳ : ସମସ୍ତଙ୍କ ହେବ ସ୍ବାସ୍ଥ୍ୟ ଯାଞ୍ଚ

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.)- ଛତ୍ରପୁରଠାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସମସ୍ତ ଅଧିକାରୀଙ୍କ ସହ କୋଭିଡ୍‌-୧୯ ପରିଚାଳନାଗତ ବିଭିନ୍ନ ବିଷୟ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଥିଲେ। କରୋନା ଯୋଦ୍ଧା ଭାବେ କାର୍ଯ୍ୟକରି ସଂକ୍ରମିତ ହୋଇଥିବା କେତେକ ଅଧିକାରୀ...

ବାରିକେଡ୍‌ ଡେଉଁଛନ୍ତି ଅମାନିଆ, ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଆର.ଉଦୟଗିରି,୧୫ା୭(ଡି.ଏନ.ଏ)- ଗଜପତି ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆର୍‌.ଉଦୟଗିରି ପଞ୍ଚାୟତର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ହୋମ୍‌ଗାର୍ଡ କରୋନା ସଂକ୍ରମିତ ହେବାପରେ ସେମାନେ ରହୁଥିବା ପଞ୍ଚାୟତର ୩ ସାହିକୁ ୭ଦିନ ପାଇଁ କଣ୍ଟେନ୍‌ମେଣ୍ଟ...

ବାଲେଶ୍ୱର ରେମୁଣା ବିଧାୟକ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱରର ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପ୍ରଥମେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ପରେ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ଏବେ ରେମୁଣା ନିର୍ବାଚନମଣ୍ଡଳୀର ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଏହି...

ବି କରଡାବାଡି ପଞ୍ଚାୟତକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ସରପଞ୍ଚ

ବୁଗୁଡା,(ଡି.ଏନ.ଏ)-ବୁଗୁଡା ବ୍ଳକ ଅନ୍ତର୍ଗତ ବି କରଡାବାଡି ପଞ୍ଚାୟତ କୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି ସରପଞ୍ଚ। ଉକ୍ତ ପଞ୍ଚାୟତ ର ଆଖପାଖ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଜିଲାପାଳ କ୍ଷମତା ପ୍ରଯୋଗ କରି...

ବାଇକ ହ୍ୟାଣ୍ଡେଲ୍‌ରେ ଟାଙ୍ଗି ଥିଲେ ଲକ୍ଷେ ୩୨ ହଜାର ଟଙ୍କା, ଚୋର ନେଇ ପାର୍‌

ଭଣ୍ଡାରିପୋଖରୀ,୧୪।୭ (ଡି.ଏନ.ଏ): ଭଣ୍ଡାରିପୋଖରୀ ବ୍ଲକ କୃଷି କାର୍ଯ୍ୟଳୟ ନିକଟରେ ଏକ ବଡ ଲୁଟ୍‌ ହୋଇଛି। ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟା ସମୟରେ ନିର୍ଗୁଣ୍ଡି ପଞ୍ଚାୟତ ଗୁହାଳିଆ ଗ୍ରାମର ଉମାକାନ୍ତ ଖଟୁଆଙ୍କ ବାଇକ ହ୍ୟାଣ୍ଡେଲରେ ଟଙ୍ଗା ଯାଇଥିବା ଏକ ଟଙ୍କା...

ବ୍ରହ୍ମପୁରରେ ଖୋଲିଲା ୮ ସରକାରୀ ଜ୍ୱର କ୍ଲିନିକ: କରୋନା ଲକ୍ଷଣ ଉପରେ ମିଳିବ ପରାମର୍ଶ

ଛତ୍ରପୁର, ୧୪।୭( ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ତେଣୁ ବ୍ରହ୍ମପୁର ସହରରେ ୮ଟି ସରକାରୀ ସ୍ବତନ୍ତ୍ର ଜ୍ୱର କ୍ଲିନିକ୍‌ ଖୋଲାଯାଇଛି। ଉକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri