ଆମ ଜିଲା ଖବର

ଜୁନାଗଡ଼ରୁ ୩.୨ କୁଇଣ୍ଟାଲ ରତ୍ନ ପଥର ଜବତ, ଯୁବକ ଅଟକ

ଜୁନାଗଡ଼,୧୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ପଲାସ ଗ୍ରାମରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଓ ଜୁନାଗଡ଼ ପୋଲିସ ରବିବାର ସନ୍ଧ୍ୟାରେ ଚଢ଼ାଉକରି ୩ କୁଇଣ୍ଟାଲ ୨ କିଗ୍ରା ରତ୍ନ ପଥର (ରୁବି ଓ ପାନ୍ନା) ଜବତ କରିଛି। ଏଥିରେ...

କଟକ ସହରରୁ ଉଠିଲା ଶଟ୍‌ଡାଉନ

କଟକ ଅଫିସ,୧୩।୭: ପ୍ରାୟ ସପ୍ତାହେ ପର୍ଯ୍ୟନ୍ତ ବନ୍ଦ ରହିବା ପରେ ସୋମବାରଠାରୁ ସ୍ବାଭାବିକ ହୋଇଛି କଟକ ସହର। ଶଟ୍‌ଡାଉନ ଉଠାଇବା ପାଇଁ ରବିବାର କଟକ ମହାନଗର ନିଗମ (ସିଏମ୍‌ସି) ଘୋଷଣା କରାଯାଇଥିଲା। ଏହାସହ ଦୋକାନ ବଜାର ଖୋଲିବା ସମୟରେ ପରିବର୍ତ୍ତନ...

ଥାନାକୁ ମନା, ଗେଟ୍‌ ବାହାରୁ ଏତଲା

କଟକ ଅଫିସ,୧୩।୭: ଥାନା କର୍ମଚାରୀ ଓ ଅଧିକାରୀଙ୍କ ଏବେ କରୋନା ଭୟ ଘାରିଛି। ବଡ଼ ମେଡିକାଲ ଫାଣ୍ଡିରୁ ଜଣେ କନଷ୍ଟେବଳ ପଜିଟିଭ ଚିହ୍ନଟ ହେବା ପରେ କଟକର ସମସ୍ତ ଥାନାକୁ ପ୍ରବେଶ ଉପରେ କଟକଣା କଡ଼ାକଡ଼ି କରାଯାଇଛି। ପୋଲିସ ଏବେ...

ବିଗୁଡୁଛି ଗ୍ରାମାଞ୍ଚଳ ଅର୍ଥନୀତି

କେନ୍ଦ୍ରାପଡ଼ା ଅଫିସ,୧୩।୭: କରୋନା ସଂକ୍ରମଣ ଭୟ କେନ୍ଦ୍ରାପଡ଼ା ଜିଲାର ଗ୍ରାମାଞ୍ଚଳ ଅର୍ଥନୀତିକୁ ପ୍ରଭାବିତ କରୁଛି। ଜିଲାକୁ ୭୮ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଥିବା ବେଳେ ରୋଜଗାର ପାଇଁ ପନିପରିବା ଚାଷଠାରୁ ଆରମ୍ଭ କରି ହସ୍ତକଳା ଉତ୍ପାଦକୁ ଗୁରୁତ୍ୱ ଦେଇଛନ୍ତି। ତେବେ...

ବାପ ଅଜା ଅମଳରୁ ଅନ୍ଧାରରେ ବିତୁଛି ଜୀବନ

ମହାକାଳପଡ଼ା,୧୩ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତର ପନ୍ଦରମାଇଲି ଆଦିବାସୀପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସେବା ମିଳିପାରିନାହିଁ। ବାପ ଅଜା ଅମଳରୁ ସେମାନେ ଅନ୍ଧାରରେ ଦିନ କାଟୁଛନ୍ତି। ସ୍ବାଧୀନତାର ଏତେବର୍ଷ ବିିତିଯାଇଥିଲେ ମଧ୍ୟ ବିଦ୍ୟୁତ୍‌ ସେବା...

ଯୋକଡ଼ିଆରେ ନିର୍ମାଣ ହେବ ୨ୟ ବ୍ୟାରେଜ

ରସୁଲପୁର,୧୩।୭(ଡି.ଏନ.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକ ଅଧୀନ ଯୋକଡ଼ିଆଠାରେ ୧୩୮ବର୍ଷ ପରେ ୨ୟ ବ୍ୟାରେଜ ନିର୍ମାଣ ହେବାର ପରିକଳ୍ପନା କରାଯାଇଛି। ଉକ୍ତ ବ୍ୟାରେଜ ନିର୍ମାଣ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତାବ ରଖାଯାଇଥିଲା। ବିଭାଗର ଏହି ପ୍ରସ୍ତାବକୁ ଏକପ୍ରକାର ମଞ୍ଜୁରୀ...

ରାଉସପାଟଣା କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୧୩ା୭: କଟକ ମହାନଗର ନିଗମର(ସିଏମ୍‌ସି)ର ୩୭ ନମ୍ବର ଓ୍ବାର୍ଡ ପୁରୁଣା ରାଉସପାଟଣାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସିଏମ୍‌ସି ପକ୍ଷରୁ ଏହି ଘୋଷଣା ହୋଇଛି। ରବିବାର ଏଠାରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରେ ୩୭ ବର୍ଷୀୟା...

୧୪ ଘଣ୍ଟା ପରେ ଉଠାଗଲା ମୃତଦେହ

ଅନୁଗୋଳ ଅଫିସ୍‌, ୧୩ା୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ମୃତ୍ୟୁ ପରେ କରୋନା ସନ୍ଦେହରେ ଦୀର୍ଘ ୧୪ ଘଣ୍ଟା ମୃତଦେହ ପକାଇ ରଖାଯାଇଥିଲା। ରବିବାର ଅପରାହ୍ନ ୪ଟାରେ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଶବ ବ୍ୟବଚ୍ଛେଦ...

କଟକ ଆବର୍ଜନାରେ ବେଣ୍ଟୁଆବାସୀ ଅତିଷ୍ଠ

ନରାଜ, ୧୩।୭ (ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ବ୍ଲକ ମୁଣ୍ଡଳି ପଞ୍ଚାୟତର ବେଣ୍ଟୁଆ ଗ୍ରାମବାସୀ ଅଳିଆ ଆବର୍ଜନା ଗନ୍ଧରେ ଛଟପଟ ହେଉଛନ୍ତି। ୧୨ ବର୍ଷ ହେବ କଟକ ସହରର ସମସ୍ତ ଅଳିଆ ଏହି ଗ୍ରାମ ପାଖରେ ପକାଯାଉଛି। ଫଳରେ ଆବର୍ଜନା...

ହକ୍‌ ପାଇଁ ୧୪ ବର୍ଷର ଲଢ଼େଇ

ପରଜଙ୍ଗ, ୧୩।୭(ଡି.ଏନ.ଏ.)  ଜନ୍ମରୁ ଆଖିକୁ ଦିଶୁନି କି କାନକୁ ଶୁଭୁନି। ଶାରୀରିକ କ୍ଷେତ୍ରରେ ୮୦% ଦିବ୍ୟାଙ୍ଗ ବୋଲି ୧୪ବର୍ଷ ତଳୁ ସାର୍ଟିଫିକେଟରେ ମୋହର ମାରିସାରିଛି ପ୍ରଶାସନ। ଏହାସତ୍ତ୍ୱେ ଦିବ୍ୟାଙ୍ଗ ଭତ୍ତା ଖଣ୍ଡିଏ ପାଇଁ ଧାଇଁ ଧାଇଁ ଥକିଗଲେଣି ପରଜଙ୍ଗ ବ୍ଲକ କୁମୁସୀ...

କଟକଣା ମାନୁନାହାନ୍ତି ବାବୁ: ପ୍ରଶାସନ ନିର୍ଦ୍ଦେଶନାମା ଉଲ୍ଲଂଘନ ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୩ା୭: କୌଣସି ହଟ୍‌ସ୍ପଟ ଜିଲା ବା ରାଜ୍ୟ ବାହାରୁ ଆସୁଥିବା ଲୋକମାନେ ବାଧ୍ୟତାମୂଳକ ଭାବେ ୧୪ ଦିନିଆ ସରକାରୀ କ୍ବାରାଣ୍ଟାଇନ୍‌ରେ ରହିବେ ବୋଲି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଶନିବାର ନିର୍ଦ୍ଦେଶନାମା (ନଂ ୩୪୧/ଆବାସିକ/୧୧ା୭ା୨୦୨୦) ଜାରି କରାଯାଇଛି। ଏହାପୂର୍ବରୁ...

ପୂର୍ତ୍ତ ରାସ୍ତାରେ ପଥଚାରୀ ହୀନସ୍ତା: ଶୁଖିଲାରେ ଧୂଳି, ବର୍ଷାରେ କାଦୁଅ

କଣିହାଁ, ୧୩ା୭(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ମହକୁମା ହାଟ ପଡିଆଠାରୁ ପାଉଁଶ ପୋଖରୀ କଡ ଦେଇ ଯାଇଥିବା ପୂର୍ତ୍ତ ରାସ୍ତାରେ ହୀନସ୍ତା ହେଉଛନ୍ତି ପଥଚାରୀ। ତାଳଚେର ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ରାସ୍ତା ଡେରେଙ୍ଗ, କାକୁଡିଆ, ବଡଗୁଣ୍ଡୁରୀ ପଞ୍ଚାୟତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri