ଆମ ଜିଲା ଖବର

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା ପାଳନ କରାଯାଉ ନ ଥିବା ଦେଖାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲା...

ଗଳିକନ୍ଦିରେ ଧଳାଜହର

ଢେଙ୍କାନାଳ ଅଫିସ, ୧୩।୭: ଧଳାଜହର ବ୍ୟବସାୟର ନୂଆ ଠିକଣା ପାଲଟିଛି ଢେଙ୍କାନାଳ। ଗଳିକନ୍ଦିରେ ଖୋଲାଖୋଲି ବିକ୍ରି ହେଉଛି ବ୍ରାଉନସୁଗାର। ପୋଲିସ ଏବଂ ଅବକାରୀ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏପରି ବେଆଇନ ବ୍ୟବସାୟ ଧୀରେ ଧୀରେ କାୟା ବିସ୍ତାର କରି...

ଓଡ଼ିଶାରେ ପ୍ରଥମ: ଚିଲିକାରେ ମାଛ ସଂଗ୍ରହାଳୟ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିଲିକା ସହ ଯୋଡ଼ିହୋଇଛି ଆଉଏକ ସଫଳତା। ଦୀର୍ଘଦିନର ପ୍ରତୀକ୍ଷା ପରେ ଚିଲିକା ହ୍ରଦ କୂଳରେ ନିର୍ମାଣ ହୋଇଛି ଓଡ଼ିଶାର ପ୍ରଥମ ଫିଶ୍‌ ମ୍ୟୁଜିୟମ୍‌ ବା ମାଛ ସଂଗ୍ରହାଳୟ। ଏସିଆ ମହାଦେଶର ଏହି ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଶତାଧିକ ପ୍ରଜାତି...

ମେଡିକାଲରୁ ଶିଶୁ ମୃତଦେହ ବାଇକରେ ନେଲେ ପରିବାର ଲୋକେ

ରାଇକିଆ,୧୩ା୭(ଡି ଏ ନ ଏ)- କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଯାଇଥିବା ଜଣେ ଶିଶୁଙ୍କ ମୃତ୍ୟୁପରେ ମୃତଦେହକୁ ପରିବାର ଲୋକେ କୌଣସି ସୁବିଧା ନ ପାଇ ବାଇକରେ ଘରକୁ ଆଣିଛନ୍ତି। ପ୍ରକାଶ ଯେ, ଶୁଗଡବଡ଼ି...

ଏବେ ବି ଫେରୁଛନ୍ତି ପ୍ରବାସୀ

ଭଦ୍ରକ ଅଫିସ, ୧୩ା୭: ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୯୪ ଛୁଇଁଛି।  ସରକାରୀ ଭାବେ ଜିଲାରେ ଜଣଙ୍କ ମୃତ୍ୟୁ ଘଟିଥିବା ଘୋଷଣା କରାଯାଇଥିବା ବେଳେ ବେସରକାରୀ ଭାବେ ଏହା ୨ ବୋଲି କୁହାଯାଉଛି। ମୁଖ୍ୟତଃ ଭଦ୍ରକ...

ମୟୂରଭଞ୍ଜ ରାଜମାତାଙ୍କ ପରଲୋକ

ବାରିପଦା ଅଫିସ,୧୩ା୭: ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ବେଲଗଡ଼ିଆ ରାଜପ୍ରାସାଦରେ ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ହୋଇଥିଲା। ସେ ନେପାଳ ନରେଶ ତ୍ରିଭୁବନଙ୍କ କନ୍ୟା। ୧୯୫୨ ମସିହାରେ ମୟୂରଭଞ୍ଜ ମହାରାଜା ପ୍ରତାପ...

ମୁହଁମାଡ଼ି ପଡ଼ିଛି ପର୍ଯ୍ୟଟନ ଶିଳ୍ପ

ପୁରୀ ଅଫିସ,୧୩ା୭: ପୁରୀ ଜିଲାର ପର୍ଯ୍ୟଟନ ସ୍ଥଳ ହେଉ କି ବେଳାଭୂମି ସବୁଠି ଏବେ ଛାଇଯାଇଛି ନିର୍ଜନତା। କୌଣସି ଦର୍ଶନୀୟ ସ୍ଥାନରେ ପର୍ଯ୍ୟଟକଙ୍କୁ ଦେଖିବାକୁ ମିଳୁନାହିଁି କି ଶୁଣାଯାଉନି କୋଳାହଳ। ପୁରୀ ହୋଟେଲଗୁଡ଼ିକରେ ସତେଯେମିତି ଜାରି ହୋଇଛି ଅଘୋଷିତ କର୍ଫ୍ୟୁ।...

ଭଙ୍ଗା କୁଡ଼ିଆରେ ବିତୁଛି ଦିନ

ଖପ୍ରାଖୋଲ, ୧୩ା୭(ଡି.ଏନ.ଏ.)   ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଜଲିଆବାହାଲ ଗାଁର କୃଷ୍ଣ ଦାସ( ୭୫)। ଗାଁମୁଣ୍ଡରେ ଭଙ୍ଗା ଦଦରା ଘରେ ସ୍ତ୍ରୀ ଲକ୍ଷ୍ମୀ (୭୦) ଓ ଭିନ୍ନକ୍ଷମ ପୁଅ ରଘୁନାଥ (୪୫) ସହ ରୁହନ୍ତି। ଜମିବାଡି...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଟ୍ୟୁଶନ ସାର୍‌ ଅଟକ

ଗୁଣପୁର,୧୨ା୭(ଡି.ଏନ୍‌.ଏ.)-ଜଣେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଟ୍ୟୁଶନ ସାର୍‌ଙ୍କ ନାମରେ ଅଭିଯୋଗ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ ପୁଟାସିଂ ଥାନା ଅଞ୍ଚଳରେ ଘଟିଛି ଏଭଳି ଘଟଣା। ସୂଚନା ଅନୁଯାୟୀ, ଦ୍ୱିତୀୟ ଶ୍ରେଣୀରେ ଅଧ୍ୟୟନ କରୁଥିବା ବାଳିକା ଏବଂ...

ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ଯୋଦ୍ଧା

ପାତ୍ରପୁର,୧୨ା୭(ଡି.ଏନ୍‌.ଏ.)- ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ସଂକ୍ରମିତ ଝିଅ। କୋଭିଡ୍‌ ହସ୍‌ପିଟାଲରୁ ଆସି କେବଳ ଶେଷ ଦର୍ଶନ କଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ଗ୍ରାମରେ। ଉକ୍ତ ଗ୍ରାମରେ କିଛିବର୍ଷ ହେଲା...

କରୋନାରେ ପୁଣି ଜଣେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି,୧୨ା୭(ସ୍ବ.ପ୍ର.)-ଗଜପତି ଜିଲାର ଜଣେ କୋଭିଡ୍‌ ଯୋଦ୍ଧା ତଥା ବରିଷ୍ଠ ଖବରଦାତା କେ. ସିଏଚ. ରତନମ୍‌ଙ୍କ ଭୁବନେଶ୍ୱରସ୍ଥିତ ହାଇଟେକ୍‌ ମେଡିକାଲରେ ରବିବାର ପରଲୋକ ହୋଇଯାଇଛି। ସେ ଦୈନିକ ତେଲୁଗୁ ‘ଇନାଡୁ’ ପତ୍ରିକାରେ ଦୀର୍ଘ ୪ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ...

ବାପାଙ୍କୁ ଛୁରି ଭୁସି ହତ୍ୟା କଲା ବଡପୁଅ  

ଖୁଣ୍ଟୁଣୀ,୧୨ା୭(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମୁଷୁଳିଆ ଗ୍ରାମ ମୁଣ୍ଡାସାହିର ନାଥ ପୂର୍ତ୍ତିଙ୍କୁ ଶନିବାର ରାତି ପ୍ରାୟ ୧୦ଟାରେ ତାଙ୍କ ବଡ଼ପୁଅ ଛୁରି ଭୁସି ହତ୍ୟା କରିଛନ୍ତି। ଏଥିସହିତ ସାନଭାଇ ଯୋଗେଶ୍ୱର ପୂର୍ତ୍ତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri