ଆମ ଜିଲା ଖବର

ବ୍ରହ୍ମପୁରରେ ସ୍ବାସ୍ଥ୍ୟ ସ୍କ୍ରିନିଂ: ୧୮୧ କରୋନା ସନ୍ଦିଗ୍ଧ ଚିହ୍ନଟ, ୪୬ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା

ବ୍ରହ୍ମପୁର ଅଫିସ,୧୧ା୭: କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ଡୋର୍‌ ଟୁ ଡୋର୍‌ ସ୍ବାସ୍ଥ୍ୟ ଯାଞ୍ଚର ଦୁଇଦିନରେ ୧୮୧ ଜଣ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବିଏମ୍‌ସି ପକ୍ଷରୁ ମିଳିଥିବା...

ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବକୁ ଆରମ୍ଭ ହେଲା ବସ୍‌ ସେବା

ମାଲକାନଗିରି/ଚିତ୍ରକୋଣ୍ଡା,୧୧ା୭(ଡି.ଏନ.ଏ.)-ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ଉଦ୍ୟମରେ ଶୁକ୍ରବାରଠାରୁ ସ୍ବାଭିମାନ ଅଞ୍ଚଳର ଯୋଡାମ୍ବକୁ ବସ୍‌ ଚଳାଚଳ ଆରମ୍ଭ ହୋଇଛି। ମାଲକାନଗିରି ସଦର ମହକୁମାରୁ ଚିତ୍ରକୋଣ୍ଡାର ଯୋଡ଼ାମ୍ବକୁ ଏହି ବସ୍‌ ସେବା ଆରମ୍ଭ ହୋଇଛି। ଗୁରୁପ୍ରିୟା ସେତୁ ଉଦ୍‌ଘାଟିତ ହେବାପରଠାରୁ ସ୍ବାଭିମାନ ଅଞ୍ଚଳରେ...

ଚୌଦ୍ୱାର ପୌରାଞ୍ଚଳର ସମସ୍ତ ନମୁନା ନେଗେଟିଭ୍‌

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ.): ଚୌଦ୍ୱାର ପୌର ଅଧିବାସୀଙ୍କ ପାଇଁ ଆଶ୍ୱସ୍ତି ଖବର ଆସିଛି। ଗତ ୮ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୌରପାଳିକାର ସଙ୍ଗରୋଧ କେନ୍ଦ୍ର ଓ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ୧୮ ଜଣଙ୍କ ନମୁନା ପରୀକ୍ଷା ପାଇଁ ନିଆଯାଇଥିଲା। ଶନିବାର ସମସ୍ତ...

ପୁଅକୁ ହତ୍ୟା କଲେ ବାପା

ନବରଙ୍ଗପୁର,୧୧ା୭(ବି.ପ୍ର.): ନିଜର ଏକମାତ୍ର ପୁଅକୁ ହତ୍ୟା ଜଣେ ମଦ୍ୟପ ବାପା ହତ୍ୟା କରିବା ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର ଖାତିଗୁଡ଼ା ଥାନା ଅନ୍ତର୍ଗତ ଗୋଡ଼ିଗାଁ ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ଜଣକ ହେଉଛନ୍ତି କୃଷ୍ଣ ମାଝି(୨୫)। ଅଭିଯୁକ୍ତ...

ଏହି ୮ ହଟ୍‌ସ୍ପଟ୍‌ ଜିଲାର ଲୋକଙ୍କୁ ଢେଙ୍କାନାଳ ମନା

ଢେଙ୍କାନାଳ ଅଫିସ,୧୧ା୭: ରାଜ୍ୟର ୮ଟି ହଟ୍‌ସ୍ପଟ୍‌ ଜିଲାର ଲୋକଙ୍କୁ ଢେଙ୍କାନାଳରେ ପ୍ରବେଶ ମନା। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର,ବାଲେଶ୍ୱର,...

ଝାରସୁଗୁଡ଼ାରେ ମାଡୁଛି କରୋନା: ଗୋଟିଏ ଦିନରେ ୩୧ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୭- ଝାରସୁଗୁଡା ଜିଲାରେ ଶନିବାର ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଦୁଇଜଣ ପୌର କର୍ମଚାରୀ ସାମିଲ। ଏହି ପୌର କର୍ମଚାରୀମାନେ କୋଭିଡ ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ। ଏନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌ କରି...

ଟୁଇଟ୍‌ କରି ଜଣାଇଲେ ମୁଖ୍ୟମନ୍ତ୍ରୀ: ଗଞ୍ଜାମରେ ସ୍ବାବ୍‌ ସଂଗ୍ରହ କରିବ ମୋବାଇଲ ଭ୍ୟାନ୍‌

ଛତ୍ରପୁର, ୧୧।୭(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ କରୋନା ପଜିଟିଭ ସଂଖ୍ୟା ବଢ଼ି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାକୁ ଭ୍ରାମ୍ୟମାଣ ସ୍ବାବ ସଂଗ୍ରହ ଭ୍ୟାନ ଆସିଛି। ଏହା ଓଡିଶାରେ ପ୍ରଥମ। ପ୍ରଥମେ...

ପଜିଟିଭ୍‌ ଚିହ୍ନଟ ପରେ ସାନିଟାଇଜ ହେଲା ରାଇକିଆ

ରାଇକିଆ,୧୧ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସହରରୁ ଶୁକ୍ରବାର ୨ଜଣ ପଜିଟିଭ୍‌ ଚିହ୍ନଟ ପରେ ଶନିବାର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଲୋକାଲ କେସ ହୋଇଥିବାରୁ ରାଇକିଆ ସମେତ ୧୩ଟି ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ବିଭିନ୍ନ ସ୍ଥାନରେ...

ଗଞ୍ଜାମ ବଡ଼ମାଧପୁରରେ କରୋନା ସ୍ଥିତି ଅସମ୍ଭାଳ

ଛତ୍ରପୁର, ୧୧।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଡ଼ମାଧପୁରଠାରେ ୫୧ ଜଣଙ୍କ ଆଣ୍ଟିଜେନ୍‌ ଟେଷ୍ଟିଙ୍ଗ କରାଯାଇଛି। ଏଠାରେ ଏପରି ଟେଷ୍ଟିଂ ପ୍ରଥମ ବୋଲି ଜଣାପଡିଛି। କରୋନା ପଜିଟିଭ୍‌ କେସ୍‌ ବୃଦ୍ଧି ହେଉଥିବାରୁ ଲକ୍ଷଣ ଥିବା ଲୋକଙ୍କୁ ଚି଼ହ୍ନଟ କରଯାଇଥିଲା। ଏମାନଙ୍କର...

କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ

ଦିଗପହଣ୍ଡି,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ କିଛିଦିନ ହେଲା ସେ ଜ୍ବରରେ ସଂକ୍ରମିତ ହୋଇ ଔଷଧ ସେବନ କରୁଥିଲେ। ଗୁରୁବାର...

କଟକରେ କରୋନା କାୟା: ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

କଟକ ଅଫିସ,୧୧।୭: କଟକ ସହରରେ ଶନିବାର ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୫ ହୋମ୍‌ କ୍ୱାରାଣ୍ଟାଇନ୍‌ , ଜଣେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି)...

ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ ସିଟି ମନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ ନେଇ ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶନିବାର ଜିଲାବାସୀଙ୍କୁ ପରାମର୍ଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri