ଆମ ଜିଲା ଖବର

ଗଞ୍ଜାମ ସହରରେ ୮ କରୋନା ଆକ୍ରାନ୍ତ, ୪ ସୁସ୍ଥ

ଗଞ୍ଜାମ,୧୦।୭(ଡି.ଏନ୍‌.ଏ.): ମହାମାରୀ କରୋନା ଦୀର୍ଘ ପାଞ୍ଚ ମାସରୁ ଊର୍ଦ୍ଧ୍ୱ ସମୟ ସାରା ରାଜ୍ୟ ଆତଙ୍କ ସୃଷ୍ଟି କରିଛି। ବିଶେଷ ଭାବେ ଗଞ୍ଜାମ ଜିଲାକୁ ଅତ୍ୟଧିକ ପ୍ରବାସୀ ଫେରିବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି l ଜିଲାର...

ଛେପ ପକାଇ ତଣ୍ଡ ଗଣିଲେଣି ୧ ଲକ୍ଷରୁ ଅଧିକ ଟଙ୍କା

ଛତ୍ରପୁର,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କୋଭିଡ -୧୯ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରାଯାଉଛି। ଉଭୟ ପ୍ରଶାସନ ଓ ପୋଲିସ ପକ୍ଷରୁ ପୃଥକ ଏନ୍‌ଫୋର୍ସମେଣ୍ଟ କରି କୋଭିଡ ନିୟମ ଉଲଙ୍ଘନକାରୀଙ୍କ...

ପ୍ରେମ ପାଇଁ ମହାଭାରତ: ଝିଆରୀକୁ ଦାଦା ହତ୍ୟା କରିଥିବା ଅଭିଯୋଗ

ନବରଙ୍ଗପୁର, ୧୦।୭(ବି.ପ୍ର.): ପ୍ରେମ ପାଇଁ ଝିଆରୀକୁ ହତ୍ୟା କଲେ ସମ୍ପର୍କୀୟ ଦାଦା। ଏ ନେଇ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳର ଭୀଷ୍ମ ହରିଜନ(୨୭) ସମ୍ପର୍କୀୟ ଝିଆରିକୁ ଭଲ ପାଉଥିଲେ।...

ଖଣିଜ ଚୋରା ଚାଲାଣ ପାଇଁ ହ୍ବାଟ୍‌ସଆପ୍‌ ଗ୍ରୁପ୍‌

ଓଡ଼ାପଡ଼ା,୧୦।୭(ଡି.ଏନ୍‌.ଏ.)ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲରେ ବାଡ଼ ଖାଉଛି ଫସଲ। ଚଢ଼ାଉ ପୂର୍ବରୁ ପ୍ରଶାସନର ବ୍ଲୁ-ପ୍ରିଣ୍ଟ ସମ୍ପର୍କରେ ତହସିଲ କର୍ମଚାରୀ ଅସାଧୁ ବ୍ୟବସାୟୀଙ୍କୁ ପଠାଇ ଦେଉଛନ୍ତି ସୂଚନା। ଏଥିପାଇଁ ସ୍ବତନ୍ତ୍ର ଭାବେ ତିଆରି ହୋଇଛି ହ୍ବାଟ୍‌ସଆପ୍‌ ଗ୍ରୁପ୍‌। ଅଧିକାରୀମାନେ ଚଢ଼ାଉ ସମୟରେ...

ଅଧ୍ୟାପିକାଙ୍କୁ ଚକୋଲେଟ୍‌ ଦେଇଛି ଭିନ୍ନ ଏକ ପରିଚୟ

ନବରଙ୍ଗପୁର,୧୦।୭ (ବି.ପ୍ର.): ପିଲାରୁ ବୟସ୍କ ଯାଏଁ ସମସ୍ତଙ୍କର ଚକୋଲେଟ୍‌ ପାଇଁ ଥାଏ ଦୁର୍ବଳତା। ବଜାରରେ ମଧ୍ୟ ଚକୋଲେଟ୍‌ର ଚାହିଦା ବେଶ୍‌ ରହିଛି। ସେଥିପାଇଁ ଏହାକୁ ରୋଜଗାର ମାଧ୍ୟମ କରିବାକୁ ମନ ବଳାଇଲେ ପାପଡ଼ାହାଣ୍ଡିର ସଙ୍ଗୀତା ସାହୁ। ସଙ୍ଗୀତା ପାପଡ଼ାହାଣ୍ଡିସ୍ଥିତ ଏକ...

କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍‌

କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ, ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ, ଲୋକାଲ କଣ୍ଟାକ୍ଟ କେସ୍‌ ୨ ରହିଛି। ଏନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା...

୨ ଲକ୍ଷ ଟଙ୍କାର ନକଲି ଜର୍ଦ୍ଦା ଜବତ, ମୁଖ୍ୟ ଅଭିଯୁକ୍ତ ଅଟକ

ଭଦ୍ରକ ଅଫିସ,୧୦ା୭: ଭଦ୍ରକରେ ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ ସହ ଜଣକୁ ଅଟକ ରଖିଛି ପୋଲିସ। ସୂଚନାନୁସାରେ, ଭଦ୍ରକ ପୁରୁଣାବଜାର ଥାନା ଅଞ୍ଚଳର ଏକ ଘରେ ବିପୁଳ ପରମାଣର ନକଲି ଜର୍ଦ୍ଦା ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା।...

ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍‌ଆର୍‌ଇ ପ୍ରତ୍ୟାହାର ନେଇ ଏସ୍‌ପିଙ୍କ ସୂଚନା

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏ ନେଇ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମଳନୀରେ ଅନୁଗୋଳ ଏସ୍‌ପି...

କରୋନାକୁ ହରାଇ ପୁଣିଥରେ କାର୍ଯ୍ୟରେ ଯୋଗଦେଲେ ଏହି ଯୋଦ୍ଧା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୯।୭ : କର୍ତ୍ତବ୍ୟ ଆଗରେ ସବୁ କିଛି ହାର ମାନିଛି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବାଣପୁରର ଜଣେ ଯୋଦ୍ଧାଙ୍କ କ୍ଷେତ୍ରରେ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ପୁଣି ଥରେ...

ଗଞ୍ଜାମ ବ୍ଲକରେ ଡୋର୍‌ ଟୁ ଡୋର୍‌ ହେଲ୍‌ଥ ସ୍କାନିଂ ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାରେ ଅତିରିକ୍ତ ଆଇଏଏସ୍‌ ଓ ଓଏଏସ୍‌ଙ୍କୁ ନିଯୁକ୍ତି ଦିଆଯାଇଛି।...

ରାଉରକେଲାକୁ ଶଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ସୁନ୍ଦରଗଡ଼,୧୦ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁନ୍ଦରଗଡ଼ ଜିଲାରେ ପୁଣି ୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ପରିଶେଷରେ ରାଉରକେଲା ସହର ଓ କଲୁଙ୍ଗା...

ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୫ର ଜଣେ ୫୩ ବର୍ଷୀୟ ମହିଳା। ସେ ହୃଦ୍‌ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri