ଆମ ଜିଲା ଖବର

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଲା

ଭଦ୍ରକ ଅଫିସ,୧୦ା୭: ଶୁକ୍ରବାର ଭଦ୍ରକ ଜିଲାରୁ ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧ରେ ପହଞ୍ଚିଛି। ଆକ୍ରାନ୍ତ ଦ୍ୱୟ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବାରୁ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।

ଆଉ ୪ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ୭୫୫ ଚିହ୍ନଟ ହୋଇଥିବା ବେଳେ ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଗଞ୍ଜାମ ଜିଲାର। ଫଳରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ...

ମାଓବାଦୀ ଅପରେଶନ: ୫ ଜିଲାକୁ ମିଳିବନି ଅନୁଦାନ

କଟକ ଅଫିସ,୧୦ା୭: ରାଜ୍ୟର ୫ଟି ଜିଲାରେ ମାଓବାଦୀ ଦମନ ପାଇଁ ଆଉ ସ୍ବତନ୍ତ୍ର ସରକାରୀ ଅନୁଦାନ ମିଳିବ ନାହିଁ। ଶୁକ୍ରବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଏ ନେଇ ସୂଚନା ଦେଇଛନ୍ତି। ଟୁଇଟ୍‌ରେ ପ୍ରକାଶ କରିଛନ୍ତି, ଯେ, ବାମପନ୍ଥୀ ଉଗ୍ରବାଦ...

୨ବର୍ଷ ହେଲା କନିଷ୍ଠ ଯନ୍ତ୍ରୀଙ୍କ ଅଫିସ୍‌ ବନ୍ଦ

ବରୀ, ୧୦।୭ (ଡି.ଏନ୍‌.ଏ.): ଯାଜପୁର ଜିଲା ଜାରକା ଡିଭିଜନ ବରୀ ଉପଖଣ୍ଡ ଜଳସମ୍ପଦ ବିଭାଗ ଅଧୀନରେ ଥିବା କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି ପାଲଟିଛି। ୨ବର୍ଷ ହେଲା ସେହି କାର୍ଯ୍ୟାଳୟକୁ ଯନ୍ତ୍ରୀ ଆସୁ ନ ଥିବାରୁ ଘରର ଚତୁଃପାର୍ଶ୍ୱରେ ଗଛଲତା...

ହାତବାନ୍ଧି ବସିଛନ୍ତି ଚାଷୀ

କେନ୍ଦ୍ରାପଡ଼ା ଅଫିସ,୧୦।୭: ମୌସୁମୀ ପ୍ରବେଶକୁ ଇତିମଧ୍ୟରେ ୩ସପ୍ତାହ ବିତିଗଲାଣି। ହେଲେ କେନ୍ଦ୍ରାପଡ଼ା ଜିଲାରେ ଆଶାନୁରୂପକ ବର୍ଷା ହୋଇନାହିଁ। ଆସନ୍ତା ୧୦ ତାରିଖ ମଧ୍ୟରେ କେନାଲରେ ପାଣି ଅଥବା ଲଘୁଚାପ ବର୍ଷା ନ ହେଲେ ଚଳିତ ଖରିଫ ଚାଷ କ୍ଷତିଗ୍ରସ୍ତ ହେବ...

ପ୍ରକଳ୍ପ ଅସମ୍ପୂର୍ଣ୍ଣ: ରେଳ ଚଳାଚଳ ନେଇ ଅନିଶ୍ଚିତତା

ଯାଜପୁର ଅଫିସ,୧୦।୭ – ଉପକୂଳ ଓଡ଼ିଶାର ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ରେଳରାସ୍ତା ମାଧ୍ୟମରେ ଯୋଡୁଥିବା ୮୨ କିଲୋମିଟର ଲମ୍ବ ହରିଦାସପୁର-ପାରାଦୀପ ରେଳପଥରେ ଖୁବ୍‌ଶୀଘ୍ର ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହେବ ବୋଲି ସୂଚନା ମିଳିଛି। କେନ୍ଦ୍ରାପଡାର ପୂର୍ବତନ...

ଭୁଶୁଡ଼ିବାର ଅଢେଇ ବର୍ଷ ବିତିଲା: ତିଆରି ହେଲାନି ପାର୍ବତୀ ସାଗର ପାଚେରି

ପୁରୀ ଅଫିସ,୧୦।୭: ଶ୍ରୀକ୍ଷେତ୍ରରେ ଅନେକ ତୀର୍ଥ ପୁଷ୍କରିଣୀ ରହିଛି। ହେଲେ ଏସବୁର ରକ୍ଷଣାବେକ୍ଷଣ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଉ ନାହିଁ। ଫଳରେ ଦିନକୁ ଦିନ ଏକାଧିକ ତୀର୍ଥ ପୁଷ୍କରିଣୀର ସ୍ଥିତି ଦୟନୀୟ ହୋଇପଡୁଛି। ସେହିପରି ପାର୍ବତୀ ସାଗର ପାଚେରି ଭୁଶୁଡ଼ିବା...

ଚୌଦ୍ୱାର ଜେଲ୍‌ର ୮ କଏଦୀଙ୍କୁ କରୋନା

ଚୌଦ୍ୱାର,୧୦ା୭(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଜେଲ୍‌ର ୮ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୩ ଜଣ ବିଚାରାଧୀନ କଏଦୀ ଥିବା ବେଳେ ଆଉ ୫ କଏଦୀ ଅଛନ୍ତି। ଚୌଦ୍ୱାର ଜେଲ୍‌ରୁ କଏଦୀମାନଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା...

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର ଅଫିସ, ୧୦।୭: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ...

ଓଡ଼ିଆ ବୈଜ୍ଞାନିକଙ୍କ ବିରଳ ଉଦ୍ଭାବନ: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି

କଟକ ଅଫିସ,୧୦।୭: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି। ଏକସଙ୍ଗେ ସୃଷ୍ଟି ହେଉଛି ବାୟୋ- ଅଏଲ, ବାୟୋ-ଚାର ଓ ପାଇରୋ ଗ୍ୟାସ୍‌। ଗୋଟିଏ ପଦ୍ଧତିରେ ୩ଟି ଜୈବଶକ୍ତି ସୃଷ୍ଟି କରିବାର ବିରଳ ରେକର୍ଡ ରଚିଛି ଗୁଜରାଟସ୍ଥିତ ସର୍ଦ୍ଦାର ପଟେଲ ନବୀକରଣୀୟ ଶକ୍ତି...

ବ୍ୟବସାୟକୁ ଜୀବନ ଦେଇଛି କାଗଜଫୁଲ

ବଅଁରପାଳ,୧୦ା୭(ଉପେନ୍ଦ୍ର ରାଉତ) ଗଢ଼ିନି ପ୍ରକୃତି। ସୁଗନ୍ଧ ଦେଇନାହାନ୍ତି ଈଶ୍ୱର। ଗେଣ୍ଡୁ ପରି ଗୋଲଗାଲ ନୁହେଁ କି ଗୋଲାପ ଭଳି ଆକର୍ଷଣ ମଧ୍ୟ ନାହିଁ। ତଥାପି ଲକ୍‌ଡାଉନ୍‌ ଯୋଗୁ ବନ୍ଦ ପଡ଼ିଥିବା ଫୁଲ ବ୍ୟବସାୟକୁ ଜୀବନ ଦେଇଛି ହାତ ତିଆରି କାଗଜଫୁଲ।...

ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା

ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ ଥାନାରେ ଅଭିଯୋଗ ହୋଇଛି। ରାସଗୋବିନ୍ଦପୁର ପୋଲିସ ଏନେଇ ଏକ ମାମଲା(ନଂ.୧୨୩/୨୦୨୦) ରୁଜୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri