ଆମ ଜିଲା ଖବର

ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ,୭।୭: ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘର ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି...

ଟ୍ରିବ୍ୟୁନାଲ ତୁରନ୍ତ କାର୍ଯ୍ୟକ୍ଷମ କର

କଟକ ଅଫିସ,୭।୭: ଗଠନର ପ୍ରାୟ ଦେଢ଼ ବର୍ଷ ପରେ ମଧ୍ୟ ଅକାମୀ ହୋଇ ପଡ଼ିଛି ଓଡ଼ିଶା ରିୟଲ ଇଷ୍ଟେଟ୍‌ ଆପିଲେଟ୍‌ ଟ୍ରିବ୍ୟୁନାଲ୍‌ (ଓଆର୍‌ଇଏଟି)। ଏଯାବତ୍‌ ଗୃହ ଏବଂ ଜମିର କ୍ରେତା ଓ ବିକ୍ରେତାଙ୍କ ଗୋଟିଏ ବି ଅଭିଯୋଗର ଶୁଣାଣି କି...

ସ୍ବର୍ଗଦ୍ୱାର ସମ୍ମୁଖରେ କୂଳ ଲଂଘିଲା ସମୁଦ୍ର

ପୁରୀ ଅଫିସ, ୭।୭: ସ୍ବର୍ଗଦ୍ୱାର ସମ୍ମୁଖରେ କୂଳ ଲଂଘିଛି ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ସୋମବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୪ ଫୁଟ ଗଭୀରରେ ତାଡ଼ି ନେଇଛି ବାଲି। ସ୍ବର୍ଗଦ୍ୱାର ସମ୍ମୁଖ ଭାଗରେ ପ୍ରାୟ ୧୫୦ରୁ...

ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ: କୁମାରଖୁଣ୍ଟିରେ ଶଙ୍କର ଅସୁସ୍ଥ

ବାରଙ୍ଗ,୭।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୬୨ ନଂ. ଏନକ୍ଲୋଜରରେ ରହୁଥିବା ଜଳହସ୍ତୀର ସୋମବାର ଏକ ଶାବକ ଜନ୍ମ ଦେଇଛି। ଶାବକ ଜନ୍ମ ଦେବା ପରେ ମା ଓ ଛୁଆ ସୁସ୍ଥ ଥିବା ଜଣାପଡିଛି। ଏବେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇ...

‘ବ୍ରାହ୍ମଣୀ ରାଷ୍ଟ୍ରୀୟ ଜଳମାର୍ଗ ପ୍ରକଳ୍ପ ଆରମ୍ଭ କର’

ଢେଙ୍କାନାଳ ଅଫିସ,୭ା୭ ଢେଙ୍କାନାଳ, ଅନୁଗୋଳ ଓ ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଏହି ଜଳପଥ ଦେଇ ଦେଶ ବିଦେଶକୁ ଜାହାଜରେ କୋଇଲା ଓ ସାର ପରିବହନ କରାଯିବ। ବର୍ଷେ ତଳେ କେନ୍ଦ୍ର ସରକାର...

ମନ୍ଦିର, ଶ୍ୟାମାଚରଣପୁର କଣ୍ଟେନ୍‌ମେଣ୍ଟ ଜୋନ୍‌

ଢେଙ୍କାନାଳ ଅଫିସ, ୭ା୭ ଢେଙ୍କାନାଳ ସହରରେ ଥିବା ଏକ ପ୍ରମୁଖ ମନ୍ଦିରର ପୂଜକ ରବିବାର କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୋମବାର ମନ୍ଦିର ସମେତ ଶ୍ୟାମାଚରଣପୁର ଅଞ୍ଚଳକୁ ୭୨ ଘଣ୍ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌...

ଶ୍ରାବଣ ପ୍ରଥମ ସୋମବାର କପିଳାସ ଭକ୍ତଶୂନ

ଢେଙ୍କାନାଳ ଅଫିସ, ୭ା୭ ଚଳିତବର୍ଷ ଶ୍ରାବଣ ମାସର ପ୍ରଥମ ସୋମବାରରେ କପିଳାସ ଭକ୍ତଶୂନ୍ୟ ହୋଇପଡିଛି। କରୋନା ସଂକ୍ରମଣ ରୋକିବାକୁ ଜିଲା ପ୍ରଶାସନ ପକ୍ଷରୁ କପିଳାସ ସମେତ ଜିଲାର ୧୪ଟି ଶୈବପୀଠରେ କାଉଡିଆଙ୍କ ସମାଗମ ବନ୍ଦ କରିବାକୁ ୧୪୪ ଧାରା ଜାରି...

ବଢୁଛି ଆନ୍ତଃ ରାଜ୍ୟ ଡକାୟତି ପୋଲିସ ପାଇଁ ଚ୍ୟାଲେଞ୍ଜ

ବସ୍ତା, ୭।୭(ଡି.ଏନ.ଏ.)-ଓଡ଼ିଶାର ସୀମାନ୍ତ ବାଲେଶ୍ୱର ଜିଲା ଅଧୀନ ବସ୍ତା, ବାଲିଆପାଳ, ଜଳେଶ୍ୱର ଅଞ୍ଚଳରେ ଦିନକୁ ଦିନ ଚୋରି ଓ ଡକାୟତି ବଢ଼ିବାରେ ଲାଗିଛି। ଅପରାଧୀମାନେ ଯୋଜନାବଦ୍ଧ ଭାବେ ଅପରାଧ ଘଟାଇ ପଶ୍ଚିମବଙ୍ଗ, ଝାଡଖଣ୍ଡରେ ଆଶ୍ରୟ ନେଉଛନ୍ତି। ବାରମ୍ବାର ଧରାପଡ଼ିଲେ ମଧ୍ୟ...

ବିଜ୍ଞାନ ଛାତ୍ରଙ୍କ ପରିବାଚାଷ

କେନ୍ଦୁଝର, ୭।୭(ସ୍ବ.ପ୍ର.)-ପାଠ ସହିତ ଚାଷ କରି ରୋଜଗାରକ୍ଷମ ହୋଇଛନ୍ତି ମାନସିଂ ସୋରେନ ା ତାଙ୍କ ଘର ଘଷିପୁରା ବ୍ଲକରେ। କିନ୍ତୁ ପିଲା ଦିନରୁ ସଦର ବ୍ଲକ ରାଜବନ୍ଧରେ ପିଉସି ପୁଅ ଭାଇଙ୍କ ଘରେ ରହି ପାଠ ପଢୁଛନ୍ତି। ମାଟ୍ରିକ ପାସ...

କାରଖାନା ପରିସରରେ ମହିଳା ଶ୍ରମିକଙ୍କୁ ହତ୍ୟା

ଓଡାପଡା,୬ା୭(ଡି.ଏନ.ଏ)- ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ଟାଟାଷ୍ଟିଲ ବିଏସ୍‌ଏଲ୍‌ କାରଖାନା ପରିସରରେ ମହିଳା ଠିକା ଶ୍ରମିକ ଜଲି ସାହୁ(୩୦)ଙ୍କୁ ସୋମବାର ହତ୍ୟା କରାଯାଇଛି। ଜଲିଙ୍କ ସହ ସମ୍ପର୍କ ରଖିଥିବା କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଅଚ୍ୟୁତାନନ୍ଦ ଦାସ ଏହି ହତ୍ୟାକାଣ୍ଡ...

ହୋମ କ୍ୱାରାଣ୍ଟାଇନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

ବାଲେଶ୍ୱର ଅଫିସ, ୬ା୭- କେନ୍ଦ୍ର ଏମଏସଏମ୍‌ଇ ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଚଳିତମାସ ୨ ଓ ୩ ତାରିଖରେ ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକଙ୍କ ସହ ସରକାରୀ କାର୍ଯ୍ୟକ୍ରମ ଓ ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଏକାଦଶାହ କାର୍ଯ୍ୟରେ...

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ସାପ୍ତାହିକ ବଜାର ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ

ଜୁନାଗଡ,୬।୭(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମହିଚଲା ସରପଞ୍ଚ ଅଜୟ କୁମାର ବେହେରା ମହିଚଲା ଶନିବାର ସାପ୍ତାହିକ ବଜାର(ହାଟ)କୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଉକ୍ତ ଦିନ ମହିଚଲାର ସମସ୍ତ ଦୋକାନ ବଜାର ବନ୍ଦ କରିବା ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri