ଆମ ଜିଲା ଖବର

ମରାମତି ହେଲାନି ରତ୍ନଭଣ୍ଡାର

ପୁରୀ ଅଫିସ,୬ା୭: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ବହୁ ଦୁର୍ମୁଲ୍ୟ ରତ୍ନ ଅଳଙ୍କାର। ବାହାର ରତ୍ନଭଣ୍ଡାର ବର୍ଷକୁ ଏକାଧିକ ଥର ଖୋଲାଯାଇଥାଏ। କିନ୍ତୁ ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ୩୫ବର୍ଷ ହେଲା ରତ୍ନଭଣ୍ଡାର ଗୃହର ସ୍ଥିତି ଯାଞ୍ଚ...

ଶିକ୍ଷକଙ୍କୁ କୋଭିଡ୍‌ ଦାୟିତ୍ୱ ନ ଦେବାକୁ ଓଷ୍ଟାର ଦାବି

ଭଞ୍ଜନଗର,୬।୭(ଡି.ଏନ.ଏ.)- କୋଭିଡ୍‌-୧୯ ପରିଚାଳନା ଦାୟିତ୍ୱରେ ଥିବା ଗଞ୍ଜାମ ଜିଲାର ୨ ଶିକ୍ଷକଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଶିକ୍ଷକମାନଙ୍କୁ ସିଧାସଳଖ କୋଭିଡ୍‌ ଦାୟିତ୍ୱ ଅଗଷ୍ଟ ୩୧ ପର୍ଯ୍ୟନ୍ତ ନଦେବାକୁ ଓଷ୍ଟା ରାଜ୍ୟ ସଂଘ ଉପ ସଭାପତି ସନ୍ତୋଷ ଜେନା ରବିବାର...

ଅନୁଗୋଳ ଜିଲାରେ ବଢ଼ୁଛି ସଂକ୍ରମଣ: ୯ ଶିଳ୍ପ ସଂସ୍ଥାକୁ ଚିଠି ଲେଖିଲେ ଜିଲାପାଳ

ଅନୁଗୋଳ ଅଫିସ/ ବଅଁରପାଳ, ୫ା୭- ଅନୁଗୋଳ ଜିଲାରେ ଥିବା ବିଭିନ୍ନ ଶିଳ୍ପସଂସ୍ଥାରୁ ଏବେ ନୂଆ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଦିନକୁ ଦିନ ସଂଖ୍ୟା ବଢ଼ି ଚାଲିଥିବାରୁ ଏହାକୁ ରୋକିବା ଉପରେ ଜିଲା ପ୍ରଶାସନ ଜୋର ଦେଇଛି। ପ୍ରଶାସନ...

ସଙ୍ଗରୋଧ କେନ୍ଦ୍ରରୁ ଫେରୁଥିବା ମା’ ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

ପାତ୍ରପୁର,୫ା୭(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଏକ ସଙ୍ଗରୋଧ କେନ୍ଦ୍ରରୁ ଚାଲିଚାଲି ଫେରୁଥିବା ମା’ ପୁଅଙ୍କୁ ରବିବାର ଅଜଣା ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ହେଲେ ପାତ୍ରପୁର ଗ୍ରାମର ତ୍ରିବେଣୀ ମହାନ୍ତି ଓ ତାଙ୍କ ପୁଅ ସୁଶାନ୍ତ।...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପରତା

ଗଞ୍ଜାମ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ୱାର୍ଡ ନଂ.୫ରେ ରହୁଥିବା ୨ଦମ୍ପତି କରୋନା ଆକ୍ରାନ୍ତ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରିବା ପାଇଁ ରବିବାର...

ଯୁବତୀଙ୍କ ପାଇଁ କ୍ୱାରାଣ୍ଟାଇନରେ ପୂରା ପରିବାର

ସମ୍ବଲପୁର,୫।୭(ବ୍ୟୁରୋ)-ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ଏଲ୍‌ଆଇସି କଲୋନୀର ଜଣେ ଯୁବତୀଙ୍କ ପାଇଁ ତାଙ୍କ ପୂରା ପରିବାରକୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିଛି। ସମ୍ପୃକ୍ତ ଯୁବତୀ ଜଣକ କରୋନା କଟକଣା ପାଳନ କରି ନ ଥିବା ଅଭିଯୋଗ ହୋଇଛି। ଏ...

ଆଖି ବୁଜି ଦେଇଛି ପ୍ରଶାସନ: ଭଡା ଘରେ ଚାଲିଛି କୋଚିଂ ସେଣ୍ଟର

ମାଲକାନଗିରି,୫ା୭(ଡି.ଏନ୍‌.ଏ.)-କରୋନା ମହାମାରୀ ରୋଗ ଯେପରି ନ ବ୍ୟାପିବ, ଛାତ୍ରୀଛାତ୍ରମାନେ ସୁରକ୍ଷିତ ରହିବେ ସେଥିପାଇଁ ରାଜ୍ୟ ସରକାର ଗତ ମାର୍ଚ୍ଚରୁ ବାର୍ଷିକ ପରୀକ୍ଷା ନ କରି ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରି ଛାତ୍ରାବାସଗୁଡିକ ଖାଲି କରାଇ ପିଲାଙ୍କୁ ନିଜ ଘରକୁ...

ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉଗ୍ର ରୂପ ନେଉଥିବାରୁ ଏହାକୁ ଦୃଷ୍ଟିରେ ରଖି...

କଟକରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର...

ବୃଦ୍ଧାଙ୍କ ଜୀବନ ନେଲା ପାଗଳା ଗାଈ

ବୌଦ୍ଧ,୫।୭(ସ୍ବ.ପ୍ର)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବନ୍ଧାପଥର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପାଗଳା ଗାଈ ଆକ୍ରମଣରେ ସେହି ଗ୍ରାମର ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଗୋଟିଏ ଗାଈକୁ...

ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ସହି ପାରିଲେନି: ଏମ୍‌କେସିଜିରେ ଆଖି ବୁଜିଲେ ନାବାଳିକା ପ୍ରଶଂସକ

ବ୍ରହ୍ମପୁର ଅଫିସ,୫।୭: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଖବରକୁ ସହଜରେ ଗହଣ କରିପାରୁ ନାହାନ୍ତି ପ୍ରଶଂସକ। ଏଭଳି ତାଙ୍କ ଆତ୍ମହତ୍ୟା ପରେ ତାଙ୍କ କେତେଜଣ ପ୍ରଶଂସକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଏଭଳି ଏକ ଘଟଣା ଘଟାଇ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୯ ଜଣ ଥିବାବେଳେ ଗଜପତିରୁ ୫୬, ଝାରସୁଗୁଡାରୁ ୩୩, କଟକ ଓ ନବରଙ୍ଗପୁରରୁ ୧୬ ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri