ଆମ ଜିଲା ଖବର

କାର୍ଯ୍ୟରେ ଯୋଗଦେଲେ ୨ ଆଇଏଏସ, ୬ ଓଏଏସ ଅଧିକାରୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୫।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନାରେ ୨୦ ଜଣଙ୍କ ଜୀବନ ଗଲାଣି। ଏହି ପରିପ୍ରେକ୍ଷୀରେ କରୋନା ପରିଚାଳନା ଲାଗି ୨ ଆଇଏଏସ୍‌ଙ୍କ ସହ ୬ ଓଏଏସ...

ଗଞ୍ଜାମର ପ୍ରତି ସରକାରୀ ଅଫିସରେ ମନିଟରଙ୍କୁ ନିଯୁକ୍ତି: ଜଣାଇବେ କର୍ମଚାରୀଙ୍କ କରୋନା ଲକ୍ଷଣ

ଛତ୍ରପୁର,୫।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ମଧ୍ୟ ସଂକ୍ରମିତ ହେବାରେ ଲାଗିଛନ୍ତି। ଏମାନଙ୍କ ସୁରକ୍ଷା ଉପରେ ଧ୍ୟାନ ଦିଆଯିବା ସହ ପ୍ରତି ଅଫିସରେ ମନିଟରଙ୍କୁ ନିଯୁକ୍ତି ଦିଆଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ...

କର୍ମଚାରୀଙ୍କୁ କରୋନା: ହାଇକୋର୍ଟ ହେଲା ବିଶୋଧନ

କଟକ ଅଫିସ,୫।୭: ଓଡ଼ିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ହାଇକୋର୍ଟ କର୍ମଚାରୀଙ୍କ ମଧ୍ୟରେ ଭୟ ଦେଖା ଦେଇଛି। ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ହାଇକୋର୍ଟ ପରିସରକୁ...

ଏହି ୧୪ ଜିଲାରୁ ଫେରିଲେ ରହିବେ କ୍ୱାରାଣ୍ଟାଇନ୍‌ରେ

ରାଉରକେଲା ଅଫିସ/ସୁନ୍ଦରଗଡ଼,୫।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ପ୍ରଶାସନ ତରଫରୁ ନିର୍ଦ୍ଦିଷ୍ଟ ୧୪ଟି ଜିଲାରୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି ଖୋର୍ଦ୍ଧା, ଭଦ୍ରକ, ବଲାଙ୍ଗୀର, ପୁରୀ, ଝାରସୁଗୁଡ଼ା, ଯାଜପୁର, ମୟୂରଭଞ୍ଜ, ଗଞ୍ଜାମ,...

କେନ୍ଦୁଝରରେ ବିଗୁଡ଼ିଛି କରୋନା ସ୍ଥିତି: ଗୋଟିଏ ଦିନରେ୨୫ ଚିହ୍ନଟ, ୧୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୫ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ଆଉ ୨୫ କରୋନା ପଜିିଟିଭ୍‌ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨ ରେ ପହଞ୍ଚିଛି। ଆକ୍ରାନ୍ତମାନେ ଘଟଗାଁ, ଘଷିପୁରା, ହରିଚନ୍ଦନପୁର, ପାଟଣା, ହାଟଡିହି ଓ ସଦର ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି।...

ଚୌଦ୍ୱାର ମଣ୍ଡଳକାରାଗାରରେ କରୋନା ସ୍ଥିତି ପରଖିଲେ ଜିଲା ଦୌରାଜଜ୍‌

ଚୌଦ୍ୱାର,୫ା୭(ଡି.ଏନ୍‌.ଏ.): ରବିବାର କଟକ ଜିଲା ଚୌଦ୍ୱାର ମଣ୍ଡଳକାରାଗାର ପରିଦର୍ଶନ କରିଛନ୍ତି ଏକ ଉଚ୍ଚସ୍ତରୀୟ ଟିମ୍‌। କଟକ ଜିଲା ଦୌରାଜଜ୍‌ଙ୍କ ମୁଖ୍ୟ ବିଚାରପତି ରାଜକୁମାର ସାହୁଙ୍କ ସମେତ ହାଇକୋର୍ଟ ରେଜିଷ୍ଟ୍ରାର ଓ ଆଇନ ସେବା ପ୍ରାଧିକରଣର ସଦସ୍ୟମାନେ ଏହି ଟିମ୍‌ରେ ସାମିଲ...

ବିବାହ ଭୋଜିରେ ଯୋଗ ଦେଇ ୧୧ ହେଲେ କରୋନା ଆକ୍ରାନ୍ତ: ଭୁବନେଶ୍ବରରୁ ଅଛନ୍ତି ଜଣେ

କଟକ ଅଫିସ,୫।୭: କଟକ ସହର ମାଣିକଘୋଷରୁ ଶନିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଏବଂ ୪ଜଣ ମହିଳା ଅଛନ୍ତି। ଏମାନେ ସମସ୍ତେ ସମ୍ପର୍କୀୟ। ଗତ କିଛି ଦିନ ପୂର୍ବରୁ ମାଣିକଘୋଷରେ...

ବେକାବୁ ହେଲାଣି କଟକ ସହର: ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୫ା୭: କଟକ ସହରରେ କରୋନା ସ୍ଥିତି ଏବେ ବେକାବୁ ହେଲାଣି। ପ୍ରତିଦିନ ଏଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଯାହାକି ସହରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ରବିବାର ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ...

ଦିଗପହଣ୍ଡିରେ ଜନତା ହୋଟେଲ ସହ ବିଭିନ୍ନ ଦୋକାନ ସିଲ୍‌ : ୭ ଦିନ ରହିବ ବଳବତ୍ତର

ଦିଗପହଣ୍ଡି,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡସ୍ଥିତ ଜନତା ହୋଟେଲକୁ ରବିବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ସେହିପରି ଅନ୍ୟ ୩ଟି ଗ୍ରୋସରି ଦୋକାନକୁ ମଧ୍ୟ ସିଲ କରାଯିବା ସହ ଲୁଚା ଚୋରାରେ ବିକ୍ରି ହେଉଥିବା ମାଛ,ମାଂସ ଓ ଚିକେନ ଦୋକାନ...

ଦବଙ୍ଗଗିରି ଦେଖାଇ ଫସିଲେ ପୋଲିସ ଗାଡ଼ି ଡ୍ରାଇଭର

ଝାରସୁଗୁଡା ଅଫିସ,୫ା୭- କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲାରେ କରାଯାଇଥିବା ଶଟ୍‌ଡାଉନ୍‌ର ପ୍ରଥମ ଦିନ ଶନିବାରରେ ବ୍ରଜରାଜନଗର ଥାନାର ଏକ ପାଟ୍ରୋଲିଂ ଗାଡିର ଡ୍ରାଇଭରଙ୍କ କାର୍ଯ୍ୟକଳାପ ପାଇଁ ଜିଲା ପୋଲିସକୁ ବିଭିନ୍ନ ମହଲରୁ ସମାଲୋଚିତ ହେବାକୁ ପଡିଛି। ତେବେ ପୋଲିସ...

ଗଞ୍ଜାମ ଆସିଲେ ୪ ଡିଏସ୍‌ପି, ୪ ପ୍ଲାଟୁନ ଫୋର୍ସ: କରିବେ କୋଭିଡ ପରିଚାଳନା ତଦାରଖ

ଛତ୍ରପୁର,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କୋଭିଡ-୧୯ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିପରିପ୍ରେକ୍ଷୀରେ କୋଭିଡ ପରିଚାଳନା ଓ ନିୟମକୁ କଡାକଡି ପାଳନର ତଦାରଖ କରିବା ପାଇଁ ୪ ଜଣ ଡିଏସ୍‌ପି ଓ ୪ ପ୍ଲାଟୁନ ଫୋର୍ସଙ୍କୁ ଡିଜିପି...

ଭଦ୍ରକରେ ପୁଣି ୧୬ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୬୨ରେ ପହଞ୍ଚଲା

ଭଦ୍ରକ ଅଫିସ,୫ା୭: ଭଦ୍ରକ ଜିଲାରେ ରବିବାର ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୨ରେ ପହଞ୍ଚିଛି। ସମସ୍ତେ କ୍ୱାରାଣ୍ଟାଇନ୍‌ରେ ଥିଲେ। ଭଦ୍ରକ, ଧାମନଗର ଓ ତିହିଡି ବ୍ଲକରୁ ଏହି ଆକ୍ରାନ୍ତମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri